ବିଶ୍ୱର ତୃତୀୟ ଧନୀ ବ୍ୟକ୍ତି ହେଲେ ଗୌତମ ଆଦାନୀ

ନୂଆଦିଲ୍ଲୀ,୩୦।୮: ଭାରତର ଆଦାନୀ ଗ୍ରୁପ୍‌ର ଚେୟାରମ୍ୟାନ ଗୌତମ ଆଦାନୀ ଦୁନିଆର ତୃତୀୟ ଧନୀ ବ୍ୟକ୍ତି ହୋଇପାରିଛନ୍ତି। ଫ୍ରାନ୍ସର ବ୍ୟବସାୟୀ ବର୍ନାର୍ଡ ଆର୍ନାଲ୍ଟଙ୍କୁ ସେ ପଛରେ ପକାଇ ଦେଇଛନ୍ତି ଏହି ସ୍ଥାନ ହାସଲ କରିଛନ୍ତି।
ଗୌତମ ଆଦାନୀ ହେଉଛନ୍ତି ପ୍ରଥମ ଏସୀୟ ବ୍ୟକ୍ତି ଦୁନିଆର ତୃତୀୟ ଧନୀ ସ୍ଥାନରେ ପହଞ୍ଚିଛନ୍ତି। ଚାଇନାର ଜ୍ୟାକ ମା ଏବଂ ଭାରତର ମୁକେଶ ଅମ୍ବାନୀ ମଧ୍ୟ ଏହି ସ୍ଥାନକୁ ଛୁଇଁ ନାହାଁନ୍ତି। ବ୍ଲୁମବର୍ଗ ବିଲିୟନେୟାର ଇଣ୍ଡେକ୍ସ ତାଲିକାରେ ତୃତୀୟ ସ୍ଥାନରେ ପହଞ୍ଚି ଗୌତମ ଆଦାନୀ ଏସିଆ ଏବଂ ଭାରତ ପାଇଁ ଏହି ସଫଳତା ହାସଲ କରିଛନ୍ତି। ଟେସଲା ସିଇଓ ଏଲୋନ ମସ୍କ ଏବଂ ଆମାଜନ ପ୍ରତିଷ୍ଠାତା ଜେଫ ବେଜୋସ ବର୍ତ୍ତମାନ ବିଶ୍ୱର ଧନୀ ତାଲିକାରେ ଆଦାନୀଙ୍କଠାରୁ ଆଗରେ ଅଛନ୍ତି।
ଆଦାନୀଙ୍କ ସମ୍ପତ୍ତି ୧୩୭.୪ ବିଲିୟନ ଡଲାରରେ ପହଞ୍ଚିଛି। ପ୍ରଥମ ସ୍ଥାନରେ ଥିବା ଏଲୋନ ମସ୍କର ମୋଟ ସମ୍ପତ୍ତି ୨୫୧ ବିଲିୟନ ଡଲାର। ଦ୍ୱିତୀୟ ସ୍ଥାନରେ ଥିବା ଜେଫ ବେଜୋସଙ୍କର ମୋଟ ସମ୍ପତ୍ତି ୧୫୩ ବିଲିୟନ ଡଲାର। ଚତୁର୍ଥ ସ୍ଥାନକୁ ଖସି ଆସିଥିବା ବର୍ଣ୍ଣାଡ ସମ୍ପତ୍ତି ୧୩୬ ବିଲିୟନ ଡଲାରକୁ ଖସି ଆସିଛି। ଭାରତର ମୁକେଶ ଅମ୍ବାନୀ ଏହି ତାଲିକାର ଶ୍ରେଷ୍ଠ ୧୦ରୁ ବାଦ୍‌ ପଡିଛନ୍ତି ଏବଂ ତାଙ୍କର ସମ୍ପତ୍ତି ୯୧.୯ ବିଲିୟନ ଡଲାରରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…

ଇନ୍‌ଷ୍ଟାଗ୍ରାମରୁ ପ୍ରେମ, ପରେ ପ୍ରତାରଣା ଦେଲେ କହ୍ନେଇ: ବିଧବାଙ୍କୁ ବଳାତ୍କାର ପରେ…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ. ନୂଆଗାଁ ଥାନା ପୋଲିସ କହ୍ନେଇ ମହାନ୍ତି(୨୬) ନାମକ ଜଣେ ଯୁବକଙ୍କୁ ବଳାତ୍କାର ଓ ଠକେଇ ମାମଲାରେ ଗିରଫ କରି…

୧୫୦ ବର୍ଷ ଟେଷ୍ଟ କ୍ରିକେଟ୍‌ ଇତିହାସରେ ଦ୍ୱିତୀୟଥର ଘଟିଲା ଏହି ଘଟଣା: ବିରଳ ରେକର୍ଡ କଲେ ଏହି ବ୍ୟାଟ୍ସମ୍ୟାନ୍‌

ଡର୍ବାନ,୧୨।୧୦:ଟେଷ୍ଟ କ୍ରିକେଟ୍‌ରେ ବେଳେବେଳେ ଏପରି କିଛି ବିରଳ ରେକର୍ଡ ଦେଖିବାକୁ ମିଳେ, ଯାହା କ୍ରିକେଟ୍‌ପ୍ରେମୀଙ୍କୁ ଆଶ୍ଚର୍ଯ୍ୟ କରିଦିଏ। ଅଷ୍ଟ୍ରେଲିଆ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଡର୍ବାନର କିଙ୍ଗ୍ସମିଡ…

ମାତ୍ର ୩୫ ପଇସାରେ ୧୦ ଲକ୍ଷର ବୀମା କଭର୍‌! କାହାକୁ ମିଳିବ ଏହି ଲାଭ, ଜାଣନ୍ତୁ ରେଳବାଇର ନିୟମ

ନୂଆଦିଲ୍ଲୀ, ୧୨।୧୦: ଯଦି ଆପଣ ନିୟମିତ ଟ୍ରେନରେ ଯାତ୍ରା କରୁଛନ୍ତି ଏବଂ ଅନଲାଇନରେ ଟିକେଟ ବୁକ କରୁଛନ୍ତି, ତେବେ ଟିକେଟ ବୁକିଂ ସମୟରେ ମିଳୁଥିବା ରେଳ ଯାତ୍ରା…

ମୁହଁତୋଡ ଜବାବ ଦେଲେ କ୍ୟାଟ୍ରିନା: କହୁ କହୁ କହିଦେଲେ…

ପୁଣି ଚର୍ଚ୍ଚାରେ ବଲିଉଡ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌। ଓଜନ ବୃଦ୍ଧିକୁ ନେଇ ସୋସିଆଲ ମିଡିଆରେ ଟ୍ରୋଲ ହେବାପରେ ଏବେ ସେ ନିଜ ଷ୍ଟାଇଲିସ ଲୁକକୁ ନେଇ ସାଉଁଟିଛନ୍ତି…

ବିଶ୍ୱର ପ୍ରଥମ ବ୍ୟାଟ୍ସମ୍ୟାନ୍‌ ଭାବେ ଏମିତି କାରନାମା କଲେ ଅଭିଷେକ ଶର୍ମା: କ୍ରିକେଟ୍‌ ଜଗତରେ ଖେଳିଗଲା…

ଇନ୍ଦୋର,୧୩।୧୦: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ୍‌ରେ ନିଜ ବିସ୍ଫୋରକ ବ୍ୟାଟିଂରେ ନୂଆ ରେକର୍ଡ କରିଛନ୍ତି ଭାରତୀୟ ଓପନର୍‌ ଅଭିଷେକ ଶର୍ମା। ଗୋଟିଏ କ୍ୟାଲେଣ୍ଡର ବର୍ଷରେ ସର୍ବାଧିକ ଛକା ମାରିବା…

ସରକାରଙ୍କ ବଡ଼ ଯୋଜନା! ଦୁର୍ଘଟଣାରେ କୃଷକଙ୍କ ମୃତ୍ୟୁ ହେଲେ ପରିବାରକୁ ମିଳିବ ୫ ଲକ୍ଷ ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ, ୧୨।୧୦: ଚାଷୀ ଦିନରାତି ପରିଶ୍ରମ କରି ନିଜ ପରିବାରର ଗୁଜୁରାଣ ମେଣ୍ଟାଇଥାନ୍ତି। କିନ୍ତୁ ବେଳେବେଳେ ଏକ ଦୁର୍ଘଟଣା ପୂରା ପରିବାରର ଜୀବନକୁ ବଦଳାଇ ଦେଇଥାଏ। ପରିବାରର…

ଗାଁକୁ ସମ୍ପୂର୍ଣ୍ଣ ମଦମୁକ୍ତ କରିବା ପାଇଁ ଜିଲାପାଳଙ୍କଠାରେ ପହଞ୍ଚିଲେ ଶତାଧିକ ମହିଳା

ବଲାଙ୍ଗୀର,୧୨ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ବେଲପଡ଼ା ପଞ୍ଚାୟତ ଦେଓଗାଁ ଗ୍ରାମରେ ସମ୍ପୂର୍ଣ୍ଣ ମଦ ବିକ୍ରିକୁ ବନ୍ଦ କରିବା ନେଇ ସୋମବାର ଜିଲାପାଳ ଅଫିସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?