ଗୌତମ ଆଦାନୀ ଏସିଆର ଶ୍ରେଷ୍ଠ ଧନୀ

ନୂଆଦିଲ୍ଲୀ,୧ା୬: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ଅଧ୍ୟକ୍ଷ ମୁକେଶ ଅମ୍ବାନୀଙ୍କୁ ଟପି ଆଦାନୀ ଗ୍ରୁପ୍‌ର ଅଧ୍ୟକ୍ଷ ଗୌତମ ଆଦାନୀ ଏସିଆର ସବୁଠୁ ଧନୀ ବ୍ୟକ୍ତିର ପରିଚୟ ହାସଲ କରିଛନ୍ତି। ବ୍ଲୁମ୍‌ବର୍ଗ ବିଲିୟନେୟାର୍ସ ସୂଚକାଙ୍କରୁ ଏହା ଜଣାପଡ଼ିଛି। ଶନିବାର ସନ୍ଧ୍ୟା ୬ଟା ସୁଦ୍ଧା ଆଦାନୀ ୧୧୧ ବିଲିୟନ ଡଲାର ସମ୍ପତ୍ତି ସହ ସୂଚକାଙ୍କର ୧୧ତମ ସ୍ଥାନରେ ଥିବାବେଳେ ଅମ୍ବାନୀଙ୍କ ସମ୍ପତ୍ତି ୧୦୯ ବିଲିୟନ ଡଲାର ରହିଛି। ଆଦାନୀ ଗ୍ରୁପ୍‌ର ଷ୍ଟକ୍‌ କାରବାରରେ ଉଲ୍ଲେଖନୀୟ ବୃଦ୍ଧି ଯୋଗୁ ସେ ଅମ୍ବାନୀକୁ ଟପିଛନ୍ତି।

ଆଦାନୀ ଗ୍ରୁପ୍‌ର ଆଗାମୀ ଦଶନ୍ଧିରେ ୯୦ ବିଲିୟନ ଡଲାର ବିନିଯୋଗ କରି ଏହାର ବ୍ୟବସାୟକୁ ସମ୍ପ୍ରସାରଣ କରିବାକୁ ଯାଉଥିବା ଯୋଜନା ସମ୍ପର୍କରେ ଖବର ପ୍ରକାଶ ପାଇବା ପରେ ଏହାର ସବୁ କମ୍ପାନୀର ଶେୟାର ମୂଲ୍ୟ ବଢ଼ିଥିଲା। ଆଦାନୀ ଗ୍ରୁପ୍‌ ଷ୍ଟକ୍‌ରେ ୧.୨୩ ଲକ୍ଷ କୋଟି ନିବେଶକ ପୁଞ୍ଜି ସାମିଲ ହେବା ସହ ଏହାର ମୋଟ ବଜାର ପୁଞ୍ଜି ୧୭.୯୪ ଲକ୍ଷ କୋଟି ଟଙ୍କାରେ ପହଞ୍ଚତ୍ଥିଲା। ଶୁକ୍ରବାର କାରବାର ଶେଷ ସୁଦ୍ଧା ବଜାର ପୁଞ୍ଜିରେ ୮୪,୦୬୪ କୋଟି ଟଙ୍କା ଯୋଡ଼ିହେବା ସହ ମୋଟ ବଜାର ପୁଞ୍ଜି ୧୭.୫୧ ଲକ୍ଷ କୋଟି ଟଙ୍କା ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜ ନୁହେଁ ଏଇଠୁ ଆସିବ ଖୁସି ଖବର, ବିଶ୍ୱକୁ ଫେରିବ ଶାନ୍ତି!

ମସ୍କୋ/କ୍ୱିଭ,୧୦।୫: ଗତ କିଛି ବର୍ଷ ଧରି ବିଶ୍ୱ ନିରନ୍ତର ଯୁଦ୍ଧ ଏବଂ ସଂଘର୍ଷର ଏକ ଅବଧି ଦେଖିଛି। ରୁଷିଆ-ୟୁକ୍ରେନ ଯୁଦ୍ଧ ଚାରି ବର୍ଷରୁ ଅଧିକ ସମୟ ଧରି…

ଭୟାବହ ଅଗ୍ନିକାଣ୍ଡ: ଜଳିଲା ରାଇସ୍‌ ମିଲ୍‌, ଧୂପ କାରଖାନା

ବନ୍ତ,୧୦।୫(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ତହସିଲ ଅନ୍ତର୍ଗତ  ନିଳୋକ କୁମ୍ଭାରିଆ ନିକଟରେ ଶନିବାର ବିଳମ୍ବିତ ରାତିରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି। ସର୍ଟ…

କର୍ନାଟକ କ୍ୟାବିନେଟ ମନ୍ତ୍ରୀ ଡି. ସୁଧାକରଙ୍କ ଦେହାନ୍ତ, ହସ୍ପିଟାଲରେ ହେଉଥିଲା ଚିକିତ୍ସା

ବେଙ୍ଗାଲୁରୁ,୧୦।୫: କର୍ନାଟକର ମନ୍ତ୍ରୀ ଏବଂ କଂଗ୍ରେସ ନେତା ଡି. ସୁଧାକରଙ୍କ ଦେହାନ୍ତ ହୋଇଛି। ସେ ବହୁ ସମୟ ଧରି ଚିକିତ୍ସାଧୀନ ଥିଲେ। ଏହି ଅବସରରେ, ଉପମୁଖ୍ୟମନ୍ତ୍ରୀ ଡି.କେ.…

ପୂର୍ବତନ IAS ସୁବ୍ରତ ଗୁପ୍ତା ବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ନିଯୁକ୍ତ, ନିର୍ବାଚନରେ ଗ୍ରହଣ କରିଥିଲେ ଗୁରୁତ୍ୱପୂର୍ଣ୍ଣ ଭୂମିକା

କୋଲକାତା,୧୦।୫: ଶନିବାର (୯ ମଇ, ୨୦୨୬) ପଶ୍ଚିମବଙ୍ଗରେ, ଭାଜପା ନେତା ଶୁଭେନ୍ଦୁ ଅଧିକାରୀ ନବନିର୍ବାଚିତ ସରକାରଙ୍କ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ…

ସୀମାନ୍ତ ଗାଁରେ ଜନଗଣନା ବିବାଦ

ଗଜପତି ଜିଲାର ସୀମାନ୍ତ ଗାଁରେ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ପକ୍ଷରୁ ଜନଗଣନାକୁ ନେଇ ବିବାଦ ସୃଷ୍ଟି ହୋଇଛି। ରାୟଗଡ଼ ବ୍ଲକ ଗଙ୍ଗାବାଡ଼ ପଞ୍ଚାୟତର ମାଣିକପାଟଣା ଗ୍ରାମରେ ଓଡ଼ିଶା…

ଏଇ ଭାରତରେ

ଦନ୍ତ ଚିକିତ୍ସକ ଡ. ଶାନ୍ତି ତୁମ୍ମାଲା ଚାକିରି ଛାଡ଼ି ବେଙ୍ଗାଲୁରୁରେ ବର୍ଜ୍ୟ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେଇଛନ୍ତି। ବର୍ଜ୍ୟ ସମସ୍ୟାର ସମାଧାନ ଲାଗି ଡ. ଶାନ୍ତି…

ଆମ ବିଦ୍ୟାଳୟ

ଗ୍ରାଗ୍ରାମୀଣ ଭାରତର ଅନେକ ଅଞ୍ଚଳ ଏପର୍ଯ୍ୟନ୍ତ ଶିକ୍ଷାର ଆଲୋକରୁ ବଞ୍ଚିତ। ବିଶେଷ କରି ନିପଟ ମଫସଲ ଗାଁମାନେ, ଯେଉଁଠି ସହରି ଚାଲି ଚଳନ ସମ୍ପୂର୍ଣ୍ଣ ଭାବେ ପହଞ୍ଚିନାହିଁ,…

ପଶ୍ଚିମବଙ୍ଗର ନୂଆ ଅଧିକାରୀ

ପଶ୍ଚିମବଙ୍ଗ ରାଜନୈତିକ ଇତିହାସରେ ୯ ମେ’ ୨୦୨୬ ଆଉ ଏକ ଫର୍ଦ୍ଦ ଯୋଡ଼ିଛି। ସେଠାରେ ପ୍ରଥମ ଥର ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) କ୍ଷମତାକୁ ଆସିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri