Posted inଖେଳ

ଆଇପିଏଲ୍‌ରେ ମିଳିଲା ଗମ୍ଭୀରଙ୍କୁ ଦାୟିତ୍ୱ

ନୂଆଦିଲ୍ଲୀ,୧୮।୧୨: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ୨୦୨୨ ପୂର୍ବରୁ ଭାରତର ପୂର୍ବତନ ଓପନର ଗୌତମ ଗମ୍ଭୀର ନୂଆ ଲକ୍ଷ୍ନୌ ଫ୍ରାଞ୍ଚାଇଜ୍‌ର ଟିମ୍‌ ମେଣ୍ଟର ଭାବେ ନିଯୁକ୍ତି ପାଇଛନ୍ତି। ଗମ୍ଭୀର ବର୍ତ୍ତମାନ ପାର୍ଲାମେଣ୍ଟ ସଦସ୍ୟ ଅଛନ୍ତି। ସେ ଆଇପିଏଲ୍‌ ଖେଳୁଥିବା ବେଳେ ତାଙ୍କ ଅଧିନାୟକତ୍ୱରେ କୋଲକାତା ନାଇଟ ରାଇଡର୍ସ (କେକେଆର୍‌) ଦୁଇଥର ଟାଇଟଲ ଜିତିଥିଲା। ଗମ୍ଭୀରଙ୍କ ନିଯୁକ୍ତିକୁ ଫ୍ରାଞ୍ଚାଇଜ୍‌ ମାଲିକ ସଞ୍ଜୀବ ଗୋଏଙ୍କା ସ୍ବାଗତ କରିଛନ୍ତି। ଗମ୍ଭୀରଙ୍କ କ୍ରିକେଟ କ୍ୟାରିୟର ରେକର୍ଡ ଖୁବ୍‌ ଭଲ ରହିଛି। ଦଳ ପାଇଁ ସେ ବେଶ୍‌ ଉପଯୋଗୀ ହେବେ ବୋଲି ସେ କହିଛନ୍ତି। ଆଇପିଏଲ୍‌ ପାଇଁ ଫ୍ରାଞ୍ଚାଇଜର ଏପର୍ଯ୍ୟନ୍ତ ନାମକରଣ କରାଯାଇ ନାହିଁ। ୪୦ ବର୍ଷୀୟ ଗମ୍ଭୀର ଭାରତ ତରଫରୁ ୫୮ ଟେଷ୍ଟ, ୧୪୭ ଅନ୍ତର୍ଜାତୀୟ ଦିନିକିଆ ଓ ୩୭ ଅନ୍ତର୍ଜାତୀୟ ଟି୨୦ ଖେଳି ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଫେଲ୍‌ ମାରିଲା ତାରକା ଖଚିତ ଟିମ୍‌ ଇଣ୍ଡିଆର ବ୍ୟାଟିଂ ଲାଇନଅଫ୍‌

ସାଉଥାମ୍ପଟନ,୨୦।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲରେ ଫେଲ୍‌ ମାରିଛି ଟିମ୍‌ ଇଣ୍ଡିଆର ବ୍ୟାଟିଂ ଲାଇନ୍‌ଅଫ୍‌। ଦଳରେ ରୋହିତ ଶର୍ମା, ଅଧିନାୟକ ବିରାଟ କୋହଲି,...

ଭାରତୀୟ କୋଚଙ୍କ ଦରମା କେତେ ଜାଣନ୍ତି

ନୂଆଦିଲ୍ଲୀ,୨୦।୧୦: ଆଜିକାଲି ଟିମ ଇଣ୍ଡିଆର କୋଚ ରବି ଶାସ୍ତ୍ରୀଙ୍କ ଉପରେ ଅଧିକ ଆଲୋଚନା ହେଉଛି। କୁହାଯାଉଛି ସେ ଟି -୨୦ ବିଶ୍ୱକପ ୨୦୨୧ ପରେ ନିଜ...

ଝାଡୁଦାରରୁ କ୍ରିକେଟର, ଭାଗ୍ୟ ବଦଳାଇ ଦେଲେ ଶାହରୁଖ୍‌ ଖାନ୍

ଅନେକ କ୍ରିକେଟର ଅଛନ୍ତି ଯେଉଁମାନେ ଆର୍ଥିକ ସଙ୍କଟ ମଧ୍ୟରୁ ଆସି ନିଜ ପରିଚୟ ସୃଷ୍ଟି କରିପାରିଛନ୍ତି। ସେହିଭଳି ଜଣେ କ୍ରିକେଟର୍‌ ହେଉଛନ୍ତି ରିଙ୍କୁ ସିଂ। ସେ...

ଆଇପିଏଲ୍‌ ସ୍ଥଗିତ ହେବାପରେ ବି ଏହିସବୁ ଖେଳାଳିଙ୍କୁ ମିଳିବ ପୂରା ଟଙ୍କା

ନୂଆଦିଲ୍ଲୀ, ୧୩।୫: କରୋନା ଯୋଗୁ ଆଇପିଏଲ ୨୦୨୧କୁ ସ୍ଥଗିତ ରଖିବାକୁ ପଡିଛି। ଏହା ସତ୍ତ୍ୱେ ଡେଭିଡ ୱାର୍ଣ୍ଣର, ପ୍ୟାଟ କମିନ୍ସ ଏବଂ ଷ୍ଟିଭନ ସ୍ମିଥ୍‌ଙ୍କ ପରି...

ଆଶା ଆଶାରେ ରହିଗଲା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌

ସାଉଥାମ୍ପଟନ,୨୩।୬: ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଟ୍ରଫି ହାତେଇବା ଆଶା ଆଶାରେ ହିଁ ରହିଗଲା। ଭାରତୀୟ ଦଳକୁ ୮ ଉଇକେଟରେ ହରାଇ ଡବ୍ଲ୍ୟୁଟିସି ଟ୍ରଫି ହାତେଇ...

ସୁନୀଲ ଜୋଶୀ ୟୁପି ରଣ୍‌ଜୀ କୋଚ୍‌ ନିଯୁକ୍ତ

ଲକ୍ଷ୍ନୌ, ୩।୯ (ପି.ଟି.)- ପୂର୍ବତନ ଭାରତୀୟ ସ୍ପିନର ସୁନୀଲ ଜୋଶୀଙ୍କୁ ଉତ୍ତର ପ୍ରଦେଶ (ୟୁପି) ରଣ୍‌ଜୀ କ୍ରିକେଟ୍‌ ଦଳର ନୂତନ କୋଚ୍‌ ଭାବେ ନିଯୁକ୍ତ କରାଯାଇଛି।...

ଥୋମାସ କପ୍‌ ବିଜେତାଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୬(ବ୍ୟୁରୋ): ଥୋମାସ କପ୍‌ ବିଜେତା ଭାରତୀୟ ପୁରୁଷ ବ୍ୟାଡମିଣ୍ଟନ ଟିମ୍‌କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବର୍ଦ୍ଧିତ କରିଛନ୍ତି। ଏହା ସହ ଥୋମାସ କପ୍‌ ଜିତିଥିବା ଭାରତୀୟ...

୪ ବର୍ଷରେ ୩୯ରୁ ୩୮ ମ୍ୟାଚ୍‌ ଜିତିଛି ଚାମ୍ପିୟନ ଅଷ୍ଟ୍ରେଲିଆ

ଖ୍ରୀଷ୍ଟଚର୍ଚ୍ଚ,୩।୪: ଅଷ୍ଟ୍ରେଲିଆ ମହିଳା କ୍ରିକେଟ ଦଳ ରେକର୍ଡ ସପ୍ତମ ଥର ପାଇଁ ଦିନିକିଆ ବିଶ୍ୱକପ୍‌ ହାସଲ କରିଛି। ମେଗ ଲାନ୍ନିଂଙ୍କ ନେତୃତ୍ୱାଧୀନ ଦଳ ରବିବାର ୭୧...

Advertisement
Archives

Model This Week