ଗୌତମ ଗମ୍ଭୀର କରୋନା ପଜିଟିଭ୍‌

ନୂଆଦିଲ୍ଲୀ,୨୫।୧: ପୂର୍ବତନ ଭାରତୀୟ କ୍ରିକେଟର ତଥା ଭାରତୀୟ ଜନତା ପାର୍ଟିର ସାଂସଦ ଗୌତମ ଗମ୍ଭୀର କରୋନା ପଜିଟିଭ୍‌ ହୋଇଛନ୍ତି । ଏ ନେଇ ସେ ନିଜେ ମଙ୍ଗଳବାର ଟୁଇଟ୍‌ ମାଧ୍ୟମରେ ଏହି ସୂଚନା ଦେଇଛନ୍ତି । ସାମାନ୍ୟ ଲକ୍ଷଣ ଅନୁଭବ କରିବା ପରେ କୋଭିଡ୍‌ ପରୀକ୍ଷା କରାଇଥିବା ସେ କହିଛନ୍ତି। ଯେଉଁମାନେ ଏହି କିଛି ଦିନ ମଧ୍ୟରେ ସଂସ୍ପର୍ଶରେ ଆସିଛନ୍ତି ସେମାନେ ସମସ୍ତେ କୋଭିଡ୍‌ ପରୀକ୍ଷା କରାଇନିଅନ୍ତୁ ବୋଲି ସେ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ନିର୍ବାଚନରେ ରାହୁଲଙ୍କ ସ୍ଥାନରେ ପ୍ରଧାନମନ୍ତ୍ରୀଙ୍କୁ ଟକ୍କର ଦେଇପାରନ୍ତି ପ୍ରିୟଙ୍କା

ନୂଆଦିଲ୍ଲୀ,୧୨।୭: କର୍ନାଟକ ବିଧାନସଭା ନିର୍ବାଚନରେ ଜିତିବା ପରେ ବର୍ତ୍ତମାନ ୨୯୨୪ ଲୋକସଭା ନିର୍ବାଚନ ପାଇଁ କଂଗ୍ରେସ ମିଶନ ମୋଡରେ କାମ କରୁଛି। କର୍ନାଟକରେ ନିର୍ବାଚନ ପୂର୍ବରୁ...

ଯୋଗୀଙ୍କ ସଫଳତାର ରିପୋର୍ଟ କାର୍ଡ, ୫ ବର୍ଷରେ ରାଜ୍ୟରେ ଦଙ୍ଗା ନାହିଁ…

ଲକ୍ଷ୍ନୌ, ୩।୨ : ବିଧାନସଭା ନିର୍ବାଚନ ପୂର୍ବରୁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଭାଜପା ସରକାରଙ୍କ ସଫଳତାର ରିପୋର୍ଟ କାର୍ଡ ଉପସ୍ଥାପନ କରିଛନ୍ତି। ସେ ଗୋଟି...

ଅରେଞ୍ଜ୍‌ କ୍ୟାପ୍‌ ମିଳିବା ପରେ ବି ଖୁସି ନାହାନ୍ତି ରାହୁଲ: ପଛରେ ରହିଛି ଖାସ୍‌ କାରଣ

ଶାରଜା,୪।୧୦: ଆଇପିଏଲ୍‌ ୨୦୨୧ର ଏକ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ୬ ରନ୍‌ରେ ପଞ୍ଜାବ କିଙ୍ଗ୍ସକୁ ହରାଇ ପ୍ଲେ ଅଫ୍‌ରେ ପ୍ରବେଶ କରିଛି। ମ୍ୟାଚ୍‌...

ବ୍ରହ୍ମପୁତ୍ରରେ ଡଙ୍ଗା ବୁଡ଼ି, ୨୦ ନିଖୋଜ…

ଗୁଆହାଟୀ, ୨୯।୯ : ଆସାମର ବ୍ରହ୍ମପୁତ୍ର ନଦୀରେ ଏକ ଡଙ୍ଗା ବୁଡ଼ି ଯାଇଛି। ଧୁବ୍ରି ଜିଲାରେ ଏହି ଦୁର୍ଘଟଣା ଘଟିଛି। ଡଙ୍ଗାରେ ୫୦ ଜଣ ଲୋକ...

ପଶ୍ଚିମବଙ୍ଗ ପଞ୍ଚାୟତ ନିର୍ବାଚନରେ ହିଂସା: ୧୨ମୃତ

କୋଲକାତା,୮।୭: ପଶ୍ଚିମବଙ୍ଗ ପଞ୍ଚାୟତ ନିର୍ବାଚନରେ ହିଂସା ମଧ୍ୟରେ ମତଦାନ ଜାରି ରହିଛି। ଶନିବାର ସକାଳ ୭ଟାରୁ ପଞ୍ଚାୟତ ନିର୍ବାଚନ ଆରମ୍ଭ ହୋଇଥିଲା। ହିଂସା ଯୋଗୁ ଏ...

ମୋଦି ଜଣେ ଦୁର୍ବଳ ପ୍ରଧାନମନ୍ତ୍ରୀ, ଚାଇନାର ନାମ ନେବାକୁ ଭୟ କରୁଛନ୍ତି: ଓଓ୍ବାଇସି

ନୂଆଦିଲ୍ଲୀ, ୨୦।୧: ଅରୁଣାଚଳ ପ୍ରଦେଶରେ ଚାଇନା ୧୦୦ ଘର ବିଶିଷ୍ଟ ଏକ ଗାଁ ନିର୍ମାଣ କରିଛି। ଏନେଇ ଖବର ପ୍ରକାଶ ପାଇବା ପରେ କଂଗ୍ରେସ ସମେତ...

ଦ୍ୱିତୀୟ ବିବାହ କଲେ ଏହି ପ୍ରସିଦ୍ଧ କ୍ରିକେଟର୍‌

ମେଲବୋର୍ନ,୨୬।୭: ଅଷ୍ଟ୍ରେଲିଆର ଅପ ସ୍ପିନର ନାଥନ ଲାୟନ ଦ୍ୱିତୀୟ ବିବାହ କରିଛନ୍ତି। ପ୍ରେମିକା ନାଥନ ମ୍ୟାକାର୍ଥୀଙ୍କ ସହ ତାଙ୍କ ବିବାହ ସମ୍ପନ୍ନ ହୋଇଛି। ବାହାଘର ପରେ...

ଘର ଖାଲି କରିବାକୁ ଚନ୍ଦ୍ରାବାବୁଙ୍କୁ ନୋଟିସ

ହାଇଦ୍ରାବାଦ ୨୨ା୯ : ଆନ୍ଧ୍ରପ୍ରଦେଶ ସରକାରଙ୍କ ପକ୍ଷରୁ ଟିଡିପି ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡ଼ୁଙ୍କୁ ଅମରାବତୀସ୍ଥିତ ଭଡ଼ା ଘର ୭ ଦିନ ମଧ୍ୟରେ...

Advertisement
Archives

Model This Week