Posted inଖେଳ

କୋହଲି-ପନ୍ତଙ୍କୁ ଫ୍ଲପ୍‌ ହେବା ଦେଖି ବ୍ୟାଟ୍‌ ଉଠାଇଲେ ଗୌତମ ଗମ୍ଭୀର: ଦେଖନ୍ତୁ ଭିଡିଓ

ବ୍ରିସ୍‌ବେନ୍‌,୧୬।୧୨: ଗାବା ଟେଷ୍ଟରେ ଟିମ ଇଣ୍ଡିଆର ଅବସ୍ଥା ଖରାପ ଦେଖାଯାଉଛି। ମ୍ୟାଚ୍‌ର ତିନି ଦିନ ଶେଷ ହୋଇଛି ଏବଂ ଟିମ ଇଣ୍ଡିଆ ପଛରେ ପଡିଥିବା ଜଣାପଡିଛି। ଏହାପୂର୍ବରୁ ଭାରତୀୟ ଦଳର ବୋଲରମାନେ ଫ୍ଲପ ନଜର ଆସିଥିଲେ ଏବଂ ବ୍ୟାଟ୍ସମ୍ୟାନମାନେ ବିଫଳ ହୋଇଥିବା ଜଣାପଡିଛି। ଏହି ସମୟରେ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏଥିରେ ଭାରତର ମୁଖ୍ୟ କୋଚ ଗୌତମ ଗମ୍ଭୀର ତାଙ୍କ ହାତରେ ବ୍ୟାଟ ଧରିଥିବାର ନଜର ଆସିଛନ୍ତି।

ଚଳିତ ଟେଷ୍ଟରେ ବିରାଟ କୋହଲି, ଶୁଭମନ ଗିଲ ଏବଂ ରିଷଭ ପନ୍ତଙ୍କ ଭଳି ଦଳର ସମସ୍ତ ଷ୍ଟାର ବ୍ୟାଟ୍ସମ୍ୟାନ ଫ୍ଲପ ହୋଇଥିଲେ। ଭିଡିଓ ଦେଖି ସୋସିଆଲ ମିଡିଆରେ ଥଟ୍ଟା ଭାବରେ କୁହାଯାଉଛି, ଭାରତର ଖରାପ ବ୍ୟାଟିଂ ଦେଖିବା ପରେ ବର୍ତ୍ତମାନ ଗୌତମ ଗମ୍ଭୀର ନିଜେ ବ୍ୟାଟିଂ କରିବାକୁ ବାହାରିବେ। ଭିଡିଓରେ ଗୌତମ ଗମ୍ଭୀର ଡ୍ରେସିଂ ରୁମ ଭିତରେ ହାତରେ ବ୍ୟାଟ ଧରିଥିବାର ନଜର ଆସିଛନ୍ତି।

 

 


Enter your email to get our daily news in your inbox.

All Right Reserved By Dharitri.Com

ଏଟିଏମ୍‌ ଅଚଳ, ୧୫ ଦିନ ହେଲା ଗ୍ରାହକ ହନ୍ତସନ୍ତ

ଦାରିଙ୍ଗବାଡ଼ି,୨୧ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ପ୍ରମୁଖ ବଜାର ସିମନବାଡ଼ି ଛକରେ ଥିବା ୧ ମାତ୍ର ଏଟିଏମ୍‌ ଅଚଳ ହୋଇପଡ଼ିଛି। ଫଳରେ ଉକ୍ତ ଏଟିଏମ୍‌ ଉପରେ…

ଗାଁରେ ବ୍ୟାପୁଛି ଜ୍ୱର, ୨୦ରୁ ଉର୍ଦ୍ଧ୍ୱ ଆକ୍ରାନ୍ତ

ପାତ୍ରପୁର,୨୧।୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଆଦିବାସୀ ଅଧ୍ୟୁଷିତ ବୁରାତାଲ ପଞ୍ଚାୟତ ଧୋବାଲିଙ୍ଗି ଗ୍ରାମରେ କିଛି ଦିନ ହେଲା ଜ୍ୱର ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ…

ଖାଇବା ତେଲ ପ୍ରତି କୃଷକ ଗୁରୁତ୍ୱ ଦେବାକୁ ଆହ୍ବାନ

ବରଗଡ଼,୨୧ା୬(ପ୍ରେମାନନ୍ଦ ଖମାରୀ): ରାଜ୍ୟ ସରକାରଙ୍କ ୨ବର୍ଷ ପୂର୍ତ୍ତି ଉତ୍ସବ ବିକାଶ ଧାରା, ଓଡ଼ିଶା ସାରା ଅବସରରେ ଜାତୀୟ ଖାଇବା ତେଲ ମିଶନଅଏଲ ପାମ (ଏନ୍‌ଏମ୍‌ଇଓ-ଓପି) ୨୦୨୬-୨୭ ଅଧୀନରେ…

ସରିଲା NEET, UG ପରୀକ୍ଷା

ନୂଆଦିଲ୍ଲୀ,୨୧।୬: କଡ଼ା ସୁରକ୍ଷା ମଧ୍ୟରେ ଶେଷ ହୋଇଛି NEET-UG ପରୀକ୍ଷା। ୫୪୪୦ କେନ୍ଦ୍ରରେ ୨୨ ଲକ୍ଷରୁ ଊଦ୍ଧର୍‌ବ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ସୂଚନ ମିଳିଛି। ପରୀକ୍ଷାକୁ ସୁରକ୍ଷିତ…

ତାମିଲନାଡୁରେ ବଡ଼ ଅଘଟଣ: ସି-ଫୁଡ୍ ଫ୍ୟାକ୍ଟ୍ରିରେ ଆମୋନିଆ ଗ୍ୟାସ ଲିକ୍, ୨ ମୃତ ଓ ୪୬ ଗୁରୁତର

ଚେନ୍ନାଇ,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ୍ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍ ହେବା ଯୋଗୁ ଏକ ବଡ଼ ଦୁର୍ଘଟଣା ଘଟିଛି।…

ଯୋଗ ଦିବସରେ ସାମିଲ ହେଲେ ମହିଳା ସରପଞ୍ଚ, କହିଲେ ନିଜକୁ ସୁସ୍ଥ ରଖିବାକୁ ହେଲେ…

ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଏହି ଯୋଗରେ ମହିଳା ସରପଞ୍ଚ ମମତା ବେହେରାଙ୍କ ସମେତ…

IRCTC ଆକାଉଣ୍ଟର ପାସୱାର୍ଡ ଭୁଲି ଯାଇଛନ୍ତି କି? ଏହି ସହଜ ଷ୍ଟେପ୍ସ ଆପଣାଇ କେଇ ମିନିଟ୍‌ରେ କରନ୍ତୁ ରିସେଟ୍‌

ନୂଆଦିଲ୍ଲୀ,୨୧।୬:ଭାରତରେ ପ୍ରତିଦିନ ହଜାର ହଜାର ଟ୍ରେନ ଚାଲୁଛି। କୋଟି କୋଟି ଲୋକ ଏଥିରେ ଯାତ୍ରା କରୁଛନ୍ତି। ପୂର୍ବରୁ ଲୋକେ ଟିକେଟ କାଉଣ୍ଟରକୁ ଯାଇ ଲମ୍ବା ଲାଇନରେ ଛିଡ଼ା…

ଦିଲ୍ଲୀ ଏୟାରପୋର୍ଟରେ ୪୫ ମିନିଟ୍‌ ଅଟକି ରହିଲେ ମୋଦି, କାରଣ ଜାଣିଲେ…

ନୂଆଦିଲ୍ଲୀ,୨୧ା୬: ରବିବାର ଅପରାହ୍ନରେ ଦିଲ୍ଲୀ ଏୟାରପୋର୍ଟରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତୁରନ୍ତ ତାଙ୍କ ବାସଭବନକୁ ଯିବା ପରିବର୍ତ୍ତେ ବିମାନବନ୍ଦରରେ ଅପେକ୍ଷା କରିବାକୁ ନିଷ୍ପତ୍ତି ନେଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri