Posted inଖେଳ

କେକେଆର୍‌ ଛାଡ଼ି ଟିମ୍‌ ଇଣ୍ଡିଆ ହେଡ୍‌ କୋଚ୍‌ ହେବାକୁ ଗମ୍ଭୀର ରାଜି, ଏହା ହେଉଛି ବଡ଼ କାରଣ… 

ନୂଆଦିଲ୍ଲୀ,୨୮।୫: ଟିମ୍‌ ଇଣ୍ଡିଆର ଆଗାମୀ ମୁଖ୍ୟ କୋଚ୍‌ କିଏ ହେବ? ଏହି ପ୍ରଶ୍ନର ଉତ୍ତର ବୋଧହୁଏ ମିଳିସାରିଛି। କାରଣ ଜାତୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟର ଗୌତମ ଗମ୍ଭୀର ଏହି ଦାୟିତ୍ୱ ତୁଲାଇବା ଲାଗି ସହମତି ପ୍ରକାଶ କରିଛନ୍ତି। ଏଣୁ ରାହୁଲ ଦ୍ରାବିଡଙ୍କ ପରେ ଗମ୍ଭୀର ହିଁ ହେଡ୍‌ କୋଚ୍‌ ହେବେ। ବିସିସିଆଇ ଏବଂ ତାଙ୍କ ମଧ୍ୟରେ ଚୁକ୍ତି ହୋଇସାରିଛି। ଖୁବ୍‌ଶୀଘ୍ର ଏନେଇ ଘୋଷଣା କରାଯିବ।
ଆଇପିଏଲ୍‌ ୨୦୨୪ର ଫାଇନାଲ ମେ ୨୬ରେ ଖେଳାଯିବ। ମେ ୨୭ରେ ଏହି ପଦ ପାଇଁ ଆବେଦନ କରିବାର ଅନ୍ତିମ ତାରିଖ ଥିଲା। ଫାଇନାଲ ତୁରନ୍ତ ପରେ ବିସିସିଆଇ ସଚିବ ଜୟ ଶାହା ଗମ୍ଭୀରଙ୍କୁ ଭେଟିଥିଲେ। ଉଭୟ ଦୀର୍ଘ ସମୟ ଧରି ଆଲୋଚନା କରୁଥିବା ଦେଖାଯାଇଥିଲା। ତେବେ ଏଯାଏ ଏହି ପଦ ଲାଗି ଗମ୍ଭୀର ଆବେଦନ କରିଛନ୍ତି କି ନାହିଁ ଜଣାପଡ଼ି ନ ଥିଲେ ହେଁ ବିସିସିଆଇ ତାଙ୍କୁ ହେଡ୍‌ କୋଚ୍‌ କରିବାକୁ ଚାହାନ୍ତି। ଗମ୍ଭୀର ମଧ୍ୟ ଏଥିଲାଗି ସହମତି ପ୍ରକାଶ କରିଛନ୍ତି।
କ୍ରିକବଜ୍‌ର ରିପୋର୍ଟ ମୁତାବକ, ଗମ୍ଭୀର ଦେଶ ପାଇଁ ଟିମ୍‌ ଇଣ୍ଡିଆର କୋଚ୍‌ ହେବାକୁ ରାଜି ହୋଇଛନ୍ତି। ସେ ଜଣେ ବଡ଼ ଦେଶଭକ୍ତ। ଏହି କାରଣରୁ ଦୀର୍ଘ ସାଢେ ୩ ବର୍ଷ ଧରି ସେ ଏହି ଦାୟିତ୍ୱ ତୁଲାଇବାକୁ ହଁ ଭରିଛନ୍ତି। ଯଦି ସେ ଏହି ଦାୟିତ୍ୱ ତୁଲାନ୍ତି ତେବେ ତାଙ୍କୁ କେକେଆର୍‌ ଛାଡ଼ିବାକୁ ହେବ। ହେଲେ ସେ ଯେବେ ବି ଫେରିବେ ଫ୍ରାଞ୍ଚାଇଜ୍‌ ତାଙ୍କୁ ସ୍ବାଗତ କରିବ ବୋଲି କୁହାଯାଉଛି। ତେବେ ଏସବୁ ଆଲୋଚନା କିଛି ଦିନ ମଧ୍ୟରେ ସ୍ପଷ୍ଟ ହୋଇଯିବ।

Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ୨୫ ଯାଏ ସ୍କୁଲ ଛୁଟି: ହିଟ୍‌ ଓ୍ବେଭ୍‌କୁ ନେଇ ଏହି ଜିଲାରେ…

ଭୁବନେଶ୍ୱର,୨୧।୪: ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ହିଟ ୱେଭ (Heat Wave) କୁ ଦୃଷ୍ଟିରେ ରଖି ଯାଜପୁର ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

ପ୍ରସ୍ତାବ ଦେବା ବାହାନାରେ ବର୍ବରତାର ସୀମା ପାର୍, ପ୍ରେମିକଙ୍କୁ ବାନ୍ଧି ନିଆଁ ଲଗାଇଦେଲେ ପ୍ରେମିକା

ବେଙ୍ଗାଲୁରୁ୨୧।୪: ପ୍ରେମ ସମ୍ପର୍କ ସହିତ ଜଡିତ ଏକ ପ୍ରକୃତ ଭୟଙ୍କର ଏବଂ ହୃଦୟ ବିଦାରକ ଘଟଣା ବେଙ୍ଗାଲୁରୁରୁ ସାମ୍ନାକୁ ଆସିଛି। ଏହି ଘଟଣାରେ ଜଣେ ଯୁବତୀ ପ୍ରେମକୁ…

ଅମିନ ଚାକିରି କରାଇଦେବା ନାଁରେ ୭ ଲକ୍ଷ ଠକେଇ: ଟଙ୍କା ମାଗିବାରୁ ହତ୍ୟା ଉଦ୍ୟମ, ଅଭିଯୁକ୍ତ…

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଚାକିରି କରାଇଦେବା ନାଁରେ ଲକ୍ଷ ଲକ୍ଷ ଟଙ୍କା ଠକେଇ ଏବଂ ପରବର୍ତ୍ତୀ ସମୟରେ ଅର୍ଥ ଫେରସ୍ତ ମାଗିବାରୁ ହତ୍ୟା ଉଦ୍ୟମ ଭଳି ଏକ…

ମଧ୍ୟାହ୍ନ ଭୋଜନରେ ବିଦ୍ୟାର୍ଥୀଙ୍କୁ ପରସା ଗଲା ଶୁଖିଲା ଭାତ-ଲୁଣ; ଶିକ୍ଷା ବିଭାଗର କଠୋର କାର୍ଯ୍ୟାନୁଷ୍ଠାନ, ଶିକ୍ଷକ…

ତୁମୁଡିବନ୍ଧ,୨୧।୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକର ଏକ ପ୍ରାଥମିକ ବିଦ୍ୟାଳୟରେ ଅଭାବନୀୟ ଘଟଣା ଏବେ ସାମ୍ନାକୁ ଆସିଛି। ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ କେବଳ…

ଇରାନ ସହିତ ଯୁଦ୍ଧବିରତି ବୃଦ୍ଧି କରିବାକୁ ମନା କଲେ ଟ୍ରମ୍ପ, ବଡ଼ ପଦକ୍ଷେପ ନେଉଛି ପାକିସ୍ତାନ

ଓ୍ବାଶିଂଟନ,୨୧।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଚାଲିଥିବା ଯୁଦ୍ଧବିରତିକୁ ବୃଦ୍ଧି କରିବାକୁ ମନା କରିଦେଇଛନ୍ତି, ଯାହା ଆଞ୍ଚଳିକ ଉତ୍ତେଜନାକୁ ଆହୁରି ବୃଦ୍ଧି କରିଛି ।…

ସମ୍ପର୍କୀୟଙ୍କ ବିବାହ ଉତ୍ସବକୁ ଯାଉଥିଲେ ଦମ୍ପତି, ବାଇକ ଧକ୍କାରେ ଚାଲିଗଲା ଜୀବନ

ଆନନ୍ଦପୁର,୨୧।୪(ସୁଶାନ୍ତ କୁମାର ସାହୁ ): ସମ୍ପର୍କୀୟଙ୍କ ବିବାହ ଉତ୍ସବକୁ ଯାଉଥିବା ବେଳେ ବାଟରେ ଭୟଙ୍କର ଦୁର୍ଘଟଣା । ସ୍ବାମୀ, ସ୍ତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ…

୫ ବର୍ଷ ତଳେ ହୋଇଥିଲା ବିବାହ, ଭଡ଼ା ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର; ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ଆଣିଲେ…

କୋକସରା,୨୧।୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଲଡୁଗାଁ ଗ୍ରାମର ଏକ ଭଡ଼ା ଘରୁ ମଙ୍ଗଳବାର ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତ…

ଏମିତି ରାଗ ଯେ ଛାତ୍ରଙ୍କୁ ବିଛୁଆତିରେ ମାଡ଼ ମାରି ପ୍ୟାଣ୍ଟରେ ପୁରାଇ ଦେଇଥିଲେ, ଚାକିରିରୁ ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ 

କଳିଙ୍ଗନଗର,୨୧।୪(ଶୁଭାଶିଷ ରାଉତ): ଶିକ୍ଷାର ମନ୍ଦିରରେ ଗୁରୁଙ୍କ ଅମାନବୀୟ କାଣ୍ଡ। କୋମଳମତି ପିଲାଙ୍କୁ ଦଣ୍ଡ ଦେବା ନାଁରେ ପିଲାଙ୍କ ପ୍ୟାଣ୍ଟ ଭିତରେ ବିଛୁଆତି ପୁରାଇ ନିର୍ଯାତନା ଦେଇଥିବା ଅଭିଯୋଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri