Posted inଖେଳ

କୋହଲିଙ୍କ ଶତକ ପରେ ଡ୍ରେସିଂ ରୁମରେ ଗମ୍ଭୀର କଲେ ଏମିତି, ଭାଇରାଲ ହେଲା…

ନୂଆଦିଲ୍ଲୀ,୨।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଏକଦିବସୀୟ ମ୍ୟାଚରେ ବିରାଟ କୋହଲିଙ୍କ ଇନିଂସ କେବଳ ଟିମ ଇଣ୍ଡିଆକୁ ବିଜୟୀ କରାଇ ନଥିଲା ବରଂ କ୍ରିକେଟ ପ୍ରଶଂସକଙ୍କ ହୃଦୟ ମଧ୍ୟ ଜିତିଥିଲା। ରାଞ୍ଚିରେ ଏକ ଦମଦାର ୧୩୫ ରନ କରି କୋହଲି ପୁଣି ଥରେ ପ୍ରମାଣିତ କଲେ ଯେ ତାଙ୍କୁ ଆଧୁନିକ କ୍ରିକେଟର ରାଜା କାହିଁକି କୁହାଯାଏ। ତାଙ୍କର ରେକର୍ଡ ଭାଙ୍ଗିବା ପରେ, ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କ ଏକ ଇଙ୍ଗିତ ସୋସିଆଲ ମିଡିଆରେ ଭାଇରାଲ ହେଉଛି।

୪୩ତମ ଓଭରରେ ଆଉଟ ହେବା ପରେ କୋହଲି ଡ୍ରେସିଂ ରୁମକୁ ଫେରିବା ମାତ୍ରେ ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ତାଙ୍କୁ ଦ୍ୱାରରେ ସ୍ବାଗତ କରିଥିଲେ। ସେମାନେ ପ୍ରଥମେ ହାତ ମିଳାଇଲେ, ତା’ପରେ ଗମ୍ଭୀର କୋହଲିଙ୍କୁ ଆଲିଙ୍ଗନ କରି ତାଙ୍କ ଚମତ୍କାର ଇନିଂସ ପାଇଁ ଅଭିନନ୍ଦନ ଜଣାଇଥିଲେ। ଏହି ସମୟ ମଧ୍ୟରେ ନିଆଯାଇଥିବା ଫଟୋ କିଛି ମିନିଟ ମଧ୍ୟରେ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା।

Dharitri – The Largest & Most Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଆସାମରେ ହ୍ୟାଟ୍ରିକ୍‌ କଲା ଭାଜପା: କଂଗ୍ରେସ ଆଶା ଧୂଳିସାତ୍‌

ଗୁଆହାଟୀ,୪ା୫:ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ଆସାମର ୧୨୬ ଆସନ ବିଶିଷ୍ଟ ବିଧାନସଭାରେ ଭାଜପା ନେତୃତ୍ୱରେ ଏନ୍‌ଡିଏ କ୍ରମାଗତ ତୃତୀୟ ଥର ପାଇଁ ବିଜୟୀ ହୋଇ ହ୍ୟାଟ୍ରିକ୍‌ କରିବାକୁ ଯାଉଛି। ମୁଖ୍ୟମନ୍ତ୍ରୀ…

ଧୋତି-କୁର୍ତ୍ତା ପିନ୍ଧି ଧମାକାଦାର ଏଣ୍ଟ୍ରି କଲେ ପ୍ରଧାନମନ୍ତ୍ରୀ: ଜାଣନ୍ତୁ କ’ଣ ରହିଛି ସ୍ବତନ୍ତ୍ରତା

ନୂଆଦିଲ୍ଲୀ,୪।୫: ପଶ୍ଚିମବଙ୍ଗ, ଆସାମ ଏବଂ ପୁଡୁଚେରୀରେ ଭାଜପାର ଐତିହାସିକ ବିଜୟ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ଥିବା ଦଳୀୟ ମୁଖ୍ୟାଳୟରେ ସମାବେଶକୁ ସମ୍ବୋଧିତ କରିବାକୁ ପହଞ୍ଚିଥିଲେ।…

୫ ପ୍ରତିଶ୍ରୁତି ପୂରଣ କରିବାକୁ ପଶ୍ଚିମବଙ୍ଗ ଲୋକଙ୍କୁ କଥା ଦେଲେ ପ୍ରଧାନମନ୍ତ୍ରୀ: କହିଲେ ପ୍ରଥମ ବୈଠକରେ ହିଁ କରାଯିବ ଲାଗୁ

କୋଲକାତା,୪।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ଭାଜପା ୨୯୩ ଆସନରୁ ୨୦୪ ଆସନ ଜିତି ଏକ ବିଶାଳ ବିଜୟ ହାସଲ କରିଛି। ଦିଲ୍ଲୀର ଭାଜପା ମୁଖ୍ୟାଳୟରେ ଏକ ବିଜୟ…

ମେସିଙ୍କ ଯୋଗୁ ହାରିଗଲେ ମମତା ଦିଦି! ପରାଜୟ ପରେ ଟିଏମସିକୁ ଟ୍ରୋଲିଂ, ଜାଣନ୍ତୁ କାହିଁକି…

କୋଲକାତା,୪।୫: କିଛି ମାସ ପୂର୍ବରୁ, ଫୁଟବଲ ଆଇକନ ଲିଓନେଲ ମେସି ଭାରତ ଗସ୍ତ କରିଥିଲେ। ସାରା ଦେଶରେ ତାଙ୍କର ଗସ୍ତ ସୁରୁଖୁରୁରେ ଚାଲିଥିବାବେଳେ, କୋଲକାତାରେ ବ୍ୟାପକ ଉତ୍ତେଜନା…

ବହୁ ସଂଖ୍ୟାରେ କର୍ମୀମାନେ ଏକଜୁଟ ହୋଇ ମନାଇଲେ ବିଜୟ ଉତ୍ସବ: ପରସ୍ପରକୁ ମିଠା ଖୁଆଇ…

ହାଟଡିହୀ,୪l୫(ଶୁଭକାନ୍ତ ନାୟକ): ପଶ୍ଚିମବଙ୍ଗରେ ଭାଜପାର ବାଜିମାତକୁ ନେଇ କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ହାଟଡିହୀଠାରେ ସୋମବାର ସନ୍ଧ୍ୟାରେ ଭାଜପା ବିଜୟ ଉତ୍ସବ ପାଳନ କରିଛି ।…

ଭାଜପାର ପ୍ରଚଣ୍ଡ ବିଜୟ: ବାଣ ଫୁଟାଇ, ବାଜା ବଜାଇ ନାଚ ଗୀତରେ ମସଗୁଲ ହେଲେ ଭାଜପାକର୍ମୀ

ଅତାବିରା, ୪।୫(ଯୁଧିଷ୍ଠିର ମହାପାତ୍ର): ପଶ୍ଚିମବଙ୍ଗର ଜନସାଧାରଣ ଅନ୍ୟାୟ ବଦଳରେ ନ୍ୟାୟ ଏବଂ ଭୟ ବଦଳରେ ଭରସାକୁ ବାଛିଛନ୍ତି । ଭାଜପାକୁ ବିପୁଳ ସମର୍ଥନ ପାଇଁ ପଶ୍ଚିମବଙ୍ଗର ଏହି…

ଶିବ ମନ୍ଦିର ନିକଟରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦିଆଯାଇଥିବା ସନ୍ଦେହ

ଦିଗପହଣ୍ଡି,୪।୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ଗ୍ରାମ ଶ୍ରୀ ନାଗେଶ୍ୱର ଶିବ ମନ୍ଦିର ନିକଟରୁ ସୋମବାର ସନ୍ଧ୍ୟାରେ ପୋଲିସ ଜଣେ ବ୍ୟକ୍ତିଙ୍କ ମୃତଦେହ…

ଋଣ ଟଙ୍କା ପାଇଁ ଖଣ୍ଡଯୁଦ୍ଧ: ଆକ୍ରମଣ ପ୍ରତି ଆକ୍ରମଣରେ ୫ ଆହତ

ଦିଗପହଣ୍ଡି,୪।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଲ୍ଲୀ ସାମନ୍ତରାପୁର ଗ୍ରାମରେ ୫ ହଜାର ଋଣ ଟଙ୍କା ପରିଶୋଧକୁ କେନ୍ଦ୍ରକରି ଗୋଷ୍ଠୀ ସଂଘର୍ଷ ଘଟିଛି।ଏହି ଆକ୍ରମଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri