Posted inଜାତୀୟ

ଏଲଗାର ପରିଷଦ ମାମଲାରେ ଗୌତମ ନବଲଖାଙ୍କୁ ମିଳିଲା ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୫: ଏଲଗାର ପରିଷଦ-ମାଓବାଦୀ ସଂଯୋଗ ମାମଲାରେ ଗୌତମ ନବଲଖାଙ୍କୁ ସୁପ୍ରିମକୋର୍ଟ ବଡ଼ ଆଶ୍ୱସ୍ତି ଦେଇଛନ୍ତି। ମଙ୍ଗଳବାର (ମେ ୧୪, ୨୦୨୪) କୋର୍ଟ ନବଲଖାଙ୍କୁ ଜାମିନ ପ୍ରଦାନ କରିଛନ୍ତି।

ଗୌତମ ନବଲଖାଙ୍କ ଜାମିନରେ ବମ୍ବେ ହାଇକୋର୍ଟଙ୍କ ଦ୍ୱାରା ଧାର୍ଯ୍ୟ କରାଯାଇଥିବା ସମୟସୀମା ବୃଦ୍ଧି କରିବାକୁ କୋର୍ଟ ମନା କରି ଦେଇଛନ୍ତି। ଗିରଫ ସମୟରେ ସୁରକ୍ଷା ଖର୍ଚ୍ଚ ହିସାବରେ ନବଲଖାଙ୍କୁ ୨୦ଲକ୍ଷ ଟଙ୍କା ଦେବାକୁ ନିର୍ଦ୍ଦେଶ ଦିଆଯାଇଥିଲା।
ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ଗୌତମ ନବଲଖାଙ୍କୁ ତାଙ୍କ ବୟସ ଏବଂ ସ୍ବାସ୍ଥ୍ୟ ଅବସ୍ଥାକୁ ଦୃଷ୍ଟିରେ ରଖି ନଭେମ୍ବର ୨୦୨୨ରୁ ଘରେ ନଜରବନ୍ଦୀ ରଖାଯାଇଛି। ସୂଚନାଯୋଗ୍ୟ, ସରକାରଙ୍କୁ ଭାଙ୍ଗିବା ପାଇଁ ଷଡଯନ୍ତ୍ର କରିବା ଏବଂ ଜାନୁଆରୀ ୧, ୨୦୧୮ରେ ଭୀମା କୋରେଗାଓଁ ସ୍ମାରକୀରେ ଜାତି ଦଙ୍ଗା ସୃଷ୍ଟି କରିବା ଅଭିଯୋଗରେ ପୁଣେ ପୋଲିସ ଏବଂ ପରେ ଏନଆଇଏ ଦ୍ୱାରା ନବଲଖାଙ୍କୁ ଗିରଫ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?