ଗୌତମଙ୍କ ଦୈନିକ ଆୟ ୧୬୧୨ କୋଟି

ନୂଆଦିଲ୍ଲୀ,୨୨।୯: ଆଦାନୀ ଗ୍ରୁପ୍‌ର ଅଧ୍ୟକ୍ଷ ଗୌତମ ଆଦାନୀ ୨୦୨୧-୨୨ ମଧ୍ୟରେ ତାଙ୍କ ସମ୍ପତ୍ତି ପରିମାଣରେ ପ୍ରାୟ ୧୦.୯୪ ଟ୍ରିଲିୟନ ଡଲାର ବା ୧୫ ପ୍ରତିଶତରୁ ଅଧିକ ଯୋଗଦାନ କରିଛନ୍ତି। ଏପରିକି ବୁଧବାର ଆଇଆଇଏଫ୍‌ଏଲ୍‌ ଓ୍ବେଲ୍‌ଥ ହୁରୁନ୍‌ ଇଣ୍ଡିଆ ଧନୀ ତାଲିକା-୨୨ ଅନୁସାରେ ଗୌତମ ଆଦାନୀ ବିଶ୍ବର ୨ୟ ଧନୀବ୍ୟକ୍ତିର ମାନତ୍ୟ ହାସଲ କରିଛନ୍ତି। ଅପରପକ୍ଷରେ ଆଦାନୀଙ୍କ ମୋଟ ସମ୍ପତ୍ତି ପରିମାଣ ଅତି ଦ୍ରୁତଗତିରେ ବଢ଼ିଚାଲିଛି। ଫଳରେ ବର୍ଷକ ମଧ୍ୟରେ ତାଙ୍କର ମୋଟ ସମ୍ପତ୍ତି ପରିମାଣ ୨ଗୁଣିତ ହୋଇଯାଇଛି। ଏପରିକି ଗତ ବର୍ଷକ ମଧ୍ୟରେ ତାଙ୍କର ମୋଟ ସମ୍ପତ୍ତିରେ ୭୩ ବିଲିୟନ ଡଲାର ଯୋଗହୋଇଛି ଅର୍ଥାତ୍‌ ଦିନକୁ ତାଙ୍କର ହାରାହାରି ଆୟ ୧୬୧୨ କୋଟି ଟଙ୍କା ରହିଛି ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାକାଶ କ୍ଷେତ୍ରରେ ଘରୋଇ କମ୍ପାନୀଙ୍କୁ ଅନୁମତି

ନୂଆଦିଲ୍ଲୀ,୧୭।୫- ମହାକାଶ ସମ୍ପର୍କିତ ସେବା ଏବଂ ଉପଗ୍ରହ ଲଞ୍ଚ କ୍ଷେତ୍ରରେ ଘରୋଇ କ୍ଷେତ୍ର କମ୍ପାନୀଗୁଡିକୁ ଅନୁମତି ମିଳିଛି। ଘରୋଇ କ୍ଷେତ୍ର ଇସ୍ରୋ ଫାସିଲିଟିକୁ ବ୍ୟବହାର କରିପାରିବେ।...

ଗହମ ଆମଦାନୀର ଆବଶ୍ୟକତା ନାହିଁ, ଭାରତ ପାଖରେ ରହିଛି ପର୍ଯ୍ୟାପ୍ତ ଷ୍ଟକ୍‌…

ନୂଆଦିଲ୍ଲୀ, ୨୧।୮ : ଗହମ ଆମଦାନୀ ରିପୋର୍ଟକୁ କେନ୍ଦ୍ର ସରକାର ଖଣ୍ଡନ କରିଛନ୍ତି। ଖାଦ୍ୟ ଏବଂ ସାଧାରଣ ବଣ୍ଟନ ବିଭାଗ କହିଛି, ଭାରତ ଗହମ ଆମଦାନୀ...

ସହଯୋଗର ହାତ ବଢାଇଲା ରିଲାଏନ୍ସ ଫାଉଣ୍ଡେଶନ

ଭୁବନେଶ୍ୱର,୧୨-୫: ବାତ୍ୟା ପରବର୍ତ୍ତୀ ସ୍ଥିତିକୁ ସୁଧାରିବା ଲାଗି ରିଲାଏନ୍ସ ଫାଉଣ୍ଡେଶନ ସହାୟତାର ହାତ ବଢାଇଛି। ପୁନଃ ଥଇଥାନ କାର୍ଯ୍ୟକ୍ରମଠାରୁ ଆରମ୍ଭ କରି ବାତ୍ୟା ପରର ଚାଷ,...

ଆମେରିକାରେ ଚାଇନା କମ୍ପାନୀ ହୁଏଇ ବ୍ୟାନ୍‌

ଓ୍ବାଶିଂଟନ,୧୭-୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନାର ଟେଲିକମ୍‌ କମ୍ପାନୀ ହୁଏଇ ଓ ଏହାର ସହଯୋଗୀ କମ୍ପାନୀଗୁଡ଼ିକୁ ବ୍ୟାନ କରିଦେଇଛନ୍ତି। ଏଣିକି ରାଷ୍ଟ୍ରୀୟ ସୁରକ୍ଷା ହିତରେ...

ଚାହିଦା ବୃଦ୍ଧିରେ ମିଡିଲ୍‌ ଇଣ୍ଡିଆ

ନୂଆଦିଲ୍ଲୀ: କରୋନା ମହାମାରୀ ଚାପରେ ଭାରତର ଅର୍ଥ ବ୍ୟବସ୍ଥା ସଙ୍କଟ ଦେଇ ଗତି କରୁଛି। ଦେଶର ମୋଟ ଘରୋଇ ଉତ୍ପାଦ (ଜିଡିପି) ଚଳିତ ଆର୍ଥତ୍କ ବର୍ଷ...

ଆଇବିସିରୁ ଫେରିଛି ୭୦ ହଜାର କୋଟି

ନୂଆଦିଲ୍ଲୀ,୧୫-୫:ଇନ୍‌ସଲଭେନ୍ସି ଆଣ୍ଡ ବ୍ୟାଙ୍କରପ୍ସି କୋଡ୍‌(ଆଇବିସି) ଜରିଆରେ ଫଶିଯାଇଥିବା ଋଣ ଅସୁଲ ସୁବିଧାଜନକ ହୋଇଛି। ୨୦୧୮-୧୯ରେ ୭୦ ହଜାର କୋଟି ଟଙ୍କା ଅନାଦାୟ ଋଣ(ଏନ୍‌ପିଏ) ଫେରି ଆସିଛି।...

ୟୁରୋପରେ ୩ ହଜାର କର୍ମଚାରୀ ଛଟେଇ କରିବ ଟାଟା ଷ୍ଟିଲ

ନୂଆଦିଲ୍ଲୀ,୨୦-୧୧: ପ୍ରମୁଖ ଇସ୍ପାତ ନିର୍ମାଣକାରୀ କମ୍ପାନୀ ଟାଟା ଷ୍ଟିଲ ଏୟାର ୟୁରୋପସ୍ଥିତ ୟୁନିଟରୁ ୩ ହଜାର କର୍ମଚାରୀ ଛଟେଇ କରିବ ବୋଲି ମଙ୍ଗଳବାର ସ୍ପଷ୍ଟ କରିଛି।...

ଲଗାତାର ୪ ଦିନ ବନ୍ଦ ରହିବ ବ୍ୟାଙ୍କ, ଜରୁରୀ କାମ ଥିଲେ ଶୀଘ୍ର ସାରନ୍ତୁ

ନୂଆଦିଲ୍ଲୀ,୧୨।୪: ଚଳିତ ମାସରେ ଲଗାତର ୪ ଦିନ ଲାଗି ସମସ୍ତ ବ୍ୟାଙ୍କ ବନ୍ଦ ରହିବ। ଏପ୍ରିଲ ୧୪ରୁ ୧୭ ତାରିଖ ପର୍ଯ୍ୟନ୍ତ ଦେଶରେ ବ୍ୟାଙ୍କ ସେବା...

Advertisement
Archives

Model This Week