ଗୌତମଙ୍କ ଦୈନିକ ଆୟ ୧୬୧୨ କୋଟି

ନୂଆଦିଲ୍ଲୀ,୨୨।୯: ଆଦାନୀ ଗ୍ରୁପ୍‌ର ଅଧ୍ୟକ୍ଷ ଗୌତମ ଆଦାନୀ ୨୦୨୧-୨୨ ମଧ୍ୟରେ ତାଙ୍କ ସମ୍ପତ୍ତି ପରିମାଣରେ ପ୍ରାୟ ୧୦.୯୪ ଟ୍ରିଲିୟନ ଡଲାର ବା ୧୫ ପ୍ରତିଶତରୁ ଅଧିକ ଯୋଗଦାନ କରିଛନ୍ତି। ଏପରିକି ବୁଧବାର ଆଇଆଇଏଫ୍‌ଏଲ୍‌ ଓ୍ବେଲ୍‌ଥ ହୁରୁନ୍‌ ଇଣ୍ଡିଆ ଧନୀ ତାଲିକା-୨୨ ଅନୁସାରେ ଗୌତମ ଆଦାନୀ ବିଶ୍ବର ୨ୟ ଧନୀବ୍ୟକ୍ତିର ମାନତ୍ୟ ହାସଲ କରିଛନ୍ତି। ଅପରପକ୍ଷରେ ଆଦାନୀଙ୍କ ମୋଟ ସମ୍ପତ୍ତି ପରିମାଣ ଅତି ଦ୍ରୁତଗତିରେ ବଢ଼ିଚାଲିଛି। ଫଳରେ ବର୍ଷକ ମଧ୍ୟରେ ତାଙ୍କର ମୋଟ ସମ୍ପତ୍ତି ପରିମାଣ ୨ଗୁଣିତ ହୋଇଯାଇଛି। ଏପରିକି ଗତ ବର୍ଷକ ମଧ୍ୟରେ ତାଙ୍କର ମୋଟ ସମ୍ପତ୍ତିରେ ୭୩ ବିଲିୟନ ଡଲାର ଯୋଗହୋଇଛି ଅର୍ଥାତ୍‌ ଦିନକୁ ତାଙ୍କର ହାରାହାରି ଆୟ ୧୬୧୨ କୋଟି ଟଙ୍କା ରହିଛି ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ବଢ଼ିଲା ମଧ୍ୟାହ୍ନ ଭୋଜନ ଦର: ଏବେ…

ଭୁବନେଶ୍ୱର,୨୦ା୬(ସୁଚିସ୍ମିତା ସାହୁ): ଗ୍ରୀଷ୍ମ ଛୁଟି ସରିବା ପରେ ଶୁକ୍ରବାରଠାରୁ ସାରା ରାଜ୍ୟରେ ସ୍କୁଲ ଖୋଲିଛି। ପ୍ରଥମ ଦିନରୁ ହିଁ ସ୍କୁଲରେ ମଧ୍ୟାହ୍ନଭୋଜନ ମିଳିଛି। ଏପରିସ୍ଥିତିରେ ରାଜ୍ୟ...

ଏମିତି ବି ଆସେ ମୃତ୍ୟୁ: ଚଣ୍ଡିଖୋଲରେ ଛାତିରେ ହେଲା ଯନ୍ତ୍ରଣା, ଜାରକାରେ…

ଧର୍ମଶାଳା, ୨୦। ୬ (ଶିବ ପ୍ରାସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥ ଜାରକା ନିକଟରେ ଜଣେ ଟ୍ରକ...

ଈଶାନ କିଶାନଙ୍କ ଚମକାଇଲା ଭଳି ନିଷ୍ପତ୍ତି: ଟିମ୍‌ ଇଣ୍ଡିଆ ନୁହେଁ, ଏବେ ଏହି ବିଦେଶୀ ଟିମ୍‌ରୁ ଖେଳିବେ କ୍ରିକେଟ…

ନୂଆଦିଲ୍ଲୀ,୨୦।୬: ଭାରତର ଉଇକେଟକିପର ବ୍ୟାଟ୍ସମ୍ୟାନ ଈଶାନ କିଶାନଙ୍କୁ ଏବେ ଟିମ ଇଣ୍ଡିଆରେ ସୁଯୋଗ ମିଳୁନାହିଁ। ସେ ଭାରତ ପାଇଁ ଶେଷ ଅନ୍ତର୍ଜାତୀୟ ମ୍ୟାଚ ୨୦୨୩ରେ ଖେଳିଥିଲେ।...

ସରପଞ୍ଚ, ଭାଜପା ନେତାଙ୍କୁ ଆକ୍ରମଣ ଘଟଣା, ୪ ଅଟକ

ହିଞ୍ଜିଳିକାଟୁ,୨୦।୬(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ପିତଳ ସରପଞ୍ଚ ରାମରାଘବ ପାତ୍ର ଓ ପିତଳ ଭାଜପା ମଣ୍ଡଳ ସଭାପତି ବିଜୟ ପ୍ରଧାନଙ୍କୁ ଗୁରୁବାର ମରଣାନ୍ତକ ଆକ୍ରମଣ ଘଟଣାରେ...

ନଦୀ ପାର ହୋଇ ସ୍କୁଲଗଲେ ଛାତ୍ରୀଛାତ୍ର

ମୋହନା,୨୦ା୫(ମନ୍ମଥ ମିଶ୍ର): ଗ୍ରୀଷ୍ମ ଅବକାଶ ପରେ ସ୍କୁଲ ଖୋଲିବାର ପ୍ରଥମ ଦିନ ଶୁକ୍ରବାର ଛାତ୍ରୀଛାତ୍ରମାନେ ନଦୀ ପାର ହୋଇ ପାଠ ପଢ଼ିବାକୁ ଯାଇଛନ୍ତି। ଗଜପତି ଜିଲା...

ଅପେକ୍ଷାର ହେଲା ଅନ୍ତ: ବୌଦ୍ଧବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ରେଳ ଲାଇନରେ 

ବୌଦ୍ଧ/ହରଭଙ୍ଗା,୨୦ା୬ (ଅଜିତ କୁମାର ବାରିକ/ ନରେନ୍ଦ୍ର କୁମାର ସାହୁ): ବୌଦ୍ଧବାସୀଙ୍କ ଦୀର୍ଘଦିନର ଅପେକ୍ଷା ଅନ୍ତ ହୋଇଛି। ଜିଲାବାସୀଙ୍କ ଦୀର୍ଘବର୍ଷର ଦାବି ପୂରଣ ହୋଇଛି। ଜିଲାବାସୀଙ୍କ ବହୁ...

ଟ୍ରାକ୍ଟର ଚକା ତଳେ ଗଲା ନାବାଳକଙ୍କ ଜୀବନ

ନୂଆପଡ଼ା,୨୦ା୬ (ମକାରୁ ବେମାଲ): ନୂଆପଡ଼ା ସଦର ଥାନା ସାରାବଙ୍ଗ ପଞ୍ଚାୟତ ଲାଞ୍ଜିମାର ଗାଁରେ ଶୁକ୍ରବାର ଟ୍ରାକ୍ଟର ଚକା ତଳେ ଚାପିହୋଇ ୯ ବର୍ଷର ବାଳକଙ୍କ ମୃତ୍ୟୁ...

ନବଜାତ ଶିଶୁ କନ୍ୟା ସହ ମିଳିଲେ ମହିଳା: ପୋଷ୍ୟକନ୍ୟା ପାଇଁ ଚେଷ୍ଟା ବେଳେ…

ଦିଗପହଣ୍ଡି,୨୦।୬(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଅବିନାଶ ମିଶ୍ର ଶନିବାର ସକାଳେ ସ୍ଥାନୀୟ ସିଡିପିଓଙ୍କ କାର୍ଯ୍ୟାଳୟରେ ପହଞ୍ଚି ଏନଏସି ପ୍ରଶାସନ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri