Posted inଖେଳ

କୋହଲିଙ୍କୁ ନେଇ ଗାଭାସ୍କରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୮।୧୧: ଦକ୍ଷିଣ ଆଫ୍ରିକା ଗସ୍ତରେ ୩ ଟେଷ୍ଟ ଏବଂ ସମାନ ସଂଖ୍ୟକ ଦିନିକିଆ ଖେଳିବ ଭାରତ। ଏହି ଗସ୍ତରେ ଟେଷ୍ଟ ଦଳର ନେତୃତ୍ୱ ନେବେ ବିରାଟ କୋହଲି। ଏଥିସହ ଟି-୨୦ ଫର୍ମାଟର ପରିଚାଳନା କରିବେ ରୋହିତ ଶର୍ମା। ଏହି ଗସ୍ତ ପୂର୍ବରୁ ଦିନିକିଆ ଅଧିନାୟକ ପଦରୁ କୋହଲିଙ୍କୁ ହଟାଇ ଦିଆଯାଇଛି। ପୂର୍ବରୁ ଟି-୨୦ ଦଳର ଅଧିନାୟକତ୍ୱ କୋହଲି ଛାଡ଼ିଥିବା ହେତୁ ଏବେ କେବଳ ଟେଷ୍ଟ ଦଳର ଦାୟିତ୍ୱ ସେ ନେବେ। ଏହାକୁ ନେଇ ଚର୍ଚ୍ଚା ହେଉଥିବା ବେଳେ ଭେଟେରାନ ବ୍ୟାଟ୍ସମ୍ୟାନ ସୁନୀଲ ଗାଭାସ୍କର ବଡ଼ କଥା କହିଛନ୍ତି।

ଗାଭାସ୍କର କହିଛନ୍ତି, ଦିନିକିଆ ଏବଂ ଟି-୨୦ ଅଧିନାୟକ ନ ଥିବାରୁ ସେ ଖୋଲାମନରେ ଖେଳିପାରନ୍ତି। ଗତ ୨ ବର୍ଷ ମଧ୍ୟରେ ଶତକ ମାରି ନ ଥିବା କୋହଲି ବ୍ୟାଟ୍ସମ୍ୟାନ୍‌ ଭାବେ ପୂର୍ବ ଫର୍ମକୁ ଫେରିବାର ବଡ଼ ସମ୍ଭାବନା ରହିଛି। ପୁଣିଥରେ ବଡ ଶତକ ସେ ମାରିପାରନ୍ତି। ରୋହିତଙ୍କୁ ଦେଖିଲେ ସେ ୨୦୧୩ରେ ମୁମ୍ବାଇ ଦଳର ଦାୟିତ୍ୱ ଗ୍ରହଣ କରିବା ପରଠାରୁ ଖେଳରେ ଉନ୍ନତି କରିଥିଲେ। ସେତେବେଳେ ସେ ୨୦,୩୦,୪୦ ରନ୍‌ର ପାଳିକୁ ବଡ଼ ସ୍କୋରରେ ପରିଣତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗାନେମତ-ଅଙ୍ଗଦ ଯୋଡ଼ିଙ୍କୁ ଟାଇଟଲ

ନୂଆଦିଲ୍ଲୀ, ୧ା୧୨ (ପି.ଟି.):ଯୁବ ଶୁଟର ଗାନେମତ ସେଖନ ଓ ତାଙ୍କ ପାର୍ଟନର ଅଙ୍ଗଦ ବୀର ସିଂ ବାଜଓ୍ବା ଏଠାରେ ଚାଲିଥିବା ନ୍ୟାଶନାଲ ଶୁଟିଂ ଚାମ୍ପିୟନଶିପ୍‌ରେ ମିକ୍ସଡ...

ସେଲ୍‌ ହକି ଏକାଡେମୀକୁ ଡବଲ ଟାଇଟଲ

ଭୁବନେଶ୍ୱର, ୧।୧୨(ତପନ ସ୍ବାଇଁ):ତାମିଲନାଡୁର କୋଭିଲପଟ୍ଟିଠାରେ ଅନୁଷ୍ଠିତ ସର୍ବପ୍ରଥମ ହକି ଇଣ୍ଡିଆ ଏକାଡେମୀ ଚାମ୍ପିୟନଶିପ୍‌ (ଜୋନ-ବି)ରେ ସେଲ୍‌ ହକି ଏକାଡେମୀ ଡବଲ ଟାଇଟଲ ହାସଲ କରିଛି। ଏହି...

ଦିନିକିଆ ଦଳରେ ପ୍ରଥମଥର ଏହି ଖେଳାଳିଙ୍କୁ ଦେଖି ଖୁସିରେ ଝୁମିଲେ ଅଶ୍ୱିନ୍‌

ନୂଆଦିଲ୍ଲୀ,୧।୧୨: ଭାରତରେ କ୍ରିକେଟ ବୋର୍ଡ ଅଫ କଣ୍ଟ୍ରୋଲ ଅର୍ଥାତ୍‌ ବିସିସିଆଇ ଦକ୍ଷିଣ ଆଫ୍ରିକା ଗସ୍ତ ପାଇଁ ଭାରତର ଦିନିକିଆ ଦଳ ଘୋଷଣା କରିଛି। ଦିନିକିଆ ଦଳରେ...

କୋହଲି-ରୋହିତଙ୍କୁ କାହିଁକି ମିଳିଲାନି ଦଳରେ ସ୍ଥାନ: ବିସିସିଆଇ କହିଲା କାରଣ

ନୂଆଦିଲ୍ଲୀ,୧।୧୨: ଭାରତୀୟ କ୍ରିକେଟ ଦଳ ଡିସେମ୍ବରରୁ ଦକ୍ଷିଣ ଆଫ୍ରିକା ଗସ୍ତ ସିରିଜ ପାଇଁ ବିସିସିଆଇ ଦଳ ଘୋଷଣା କରିଛି। ଏହି ଟୁର୍ନାମେଣ୍ଟରେ ଖେଳାଯାଇଥିବା ଦିନିକିଆ ଏବଂ...

ଆଇପିଏଲ୍‌ ୨୦୨୪ରେ ପାଣ୍ଡ୍ୟା ହୋଇପାରନ୍ତି ମୁମ୍ବାଇ ଅଧିନାୟକ ! ଅଶ୍ୱିନ କହିଲେ- ସହଜରେ ଗ୍ରହଣ କରିନେବେ ରୋହିତ

ଚେନ୍ନାଇ,୧।୧୨: ଆଇପିଏଲ୍‌ ୨୦୨୪ରେ ମୁମ୍ବାଇ ଇଣ୍ଡିଆନ୍ସ ପକ୍ଷରୁ ଖେଳିବେ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା। ପୂର୍ବ ଦୁଇ ସଂସ୍କରଣରେ ହାର୍ଦ୍ଦିକ ଗୁଜରାଟ ଟାଇଟନ୍ସର ଅଧିନାୟକ ଦାୟିତ୍ୱ ସମ୍ଭାଳିଥିବା...

ଶୁକ୍ରବାର ଚତୁର୍ଥ ଟି-୨୦ ମ୍ୟାଚ୍‌ : ଦଳକୁ ଫେରିବେ ଶ୍ରେୟସ୍‌ ଆୟର

ରାୟପୁର,୩୦ା୧୧: ଅଷ୍ଟ୍ରେଲିଆ ବିପକ୍ଷ ୫ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ର ଚତୁର୍ଥ ମ୍ୟାଚ୍‌ ଶୁକ୍ରବାର ରାୟପୁରରେ ଖେଳାଯିବ। ଏହି ମ୍ୟାଚ୍‌କୁ ଜିତି ଭାରତ ସିରିଜ୍‌ ଜିତିବାକୁ ପ୍ରୟାସ...

ସଚିନଙ୍କ ନାମରେ ରେଲଓ୍ବେ ଷ୍ଟେଶନ, ଫଟୋ ଉଠାଇଲେ ଗାଭାସ୍କର

ଗାନ୍ଧିନଗର,୩୦।୧୧: ଭାରତର ପୂର୍ବତନ ଅଧିନାୟକ ସୁନୀଲ ଗାଭାସ୍କର ନଭେମ୍ବର ୨୮, ମଙ୍ଗଳବାର ଗୁଜରାଟର ସୁରଟରେ ଥିବା ସଚିନ ରେଳଓ୍ବେ ଷ୍ଟେଶନ ଯାଇ କରି ଖୁସି ବ୍ୟକ୍ତ...

ବିଶ୍ୱ ଜୁନିୟର ବକ୍ସିଂରେ ଭାରତର ଉଲ୍ଲେଖନୀୟ ସଫଳତା: ୮ ବକ୍ସରଙ୍କ ପଦକ ପକ୍କା

ନୂଆଦିଲ୍ଲୀ,୩୦ା୧୧: ଆର୍ମେନିଆର ୟେରେଭାନ୍‌ଠାରେ ଚାଲିଥିବା ଆଇବିଏ ଜୁନିୟର ଓ୍ବାଲର୍‌ଡ ବକ୍ସିଂ ଚାମ୍ପିୟନଶିପ୍‌ ୨୦୨୩ର ୬ଷ୍ଠ ଦିବସରେ ଭାରତକୁ ଉଲ୍ଲେଖନୀୟ ସଫଳତା ମିଳିଛି। ୮ବକ୍ସର ସେମିଫାଇନାଲରେ ପ୍ରବେଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri