Posted inଖେଳ

ଭାରତୀୟ ବ୍ୟାଟ୍ସମ୍ୟାନଙ୍କୁ ଗାଭାସ୍କରଙ୍କ ସମର୍ଥନ

ଆଡିଲେଡ,୨୦।୧୨(ପି.ଟି.): ପରାଜୟ ସତ୍ତ୍ୱେ କିମ୍ବଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କର ଭାରତୀୟ ବ୍ୟାଟ୍ସମ୍ୟାନଙ୍କୁ ସମର୍ଥନ କରିଛନ୍ତି। ଅଷ୍ଟ୍ରେଲୀୟ ବୋଲରମାନେ ଉଚ୍ଚକୋଟୀର ବୋଲିଂ ପ୍ରଦର୍ଶନ କରିଥିଲେ। ତେଣୁ ବିପର୍ଯ୍ୟୟ ପାଇଁ ଭାରତୀୟ ବ୍ୟାଟ୍ସମ୍ୟାନଙ୍କୁ ସମାଲୋଚନା କରିବା ଠିକ୍‌ ହେବ ନାହିଁ ବୋଲି ସେ କହିଛନ୍ତି। ୩ ଦ୍ରୁତ ବୋଲର ଜୋଶ ହାଜେଲଉଡ, ପ୍ୟାଟ୍‌ କୁମିନ୍ସ ଓ ମିଚେଲ ଷ୍ଟାର୍କ ସୁପର୍ବ ବୋଲିଂ କରିଥିଲେ। ଏଭଳି ବୋଲିଂ ସାମ୍ନାରେ ଯେକୌଣସି ଦଳ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥାନ୍ତା। ୩୬ ନ ହେଲେ ମଧ୍ୟ ୭୨ କିମ୍ବା ୮୦- ୯୦ ରନ ମଧ୍ୟରେ ଅନ୍ୟ ଯେକୌଣସି ଦଳ ଅଲଆଉଟ୍‌ ହୋଇଥାନ୍ତେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଚାନୁଙ୍କ ବିଶ୍ୱ ରେକର୍ଡ ଭାଙ୍ଗିଲେ ଜିଆଙ୍ଗ୍‌

ରିୟାଦ, ୬ା୯ (ପି.ଟି.): ଚାଇନା ଲିଫ୍ଟର ଜିଆଙ୍ଗ ହୁଇହୁଆ ଏଠାରେ ଚାଲିଥିବା ବିଶ୍ୱ ଚାମ୍ପିୟନଶିପ୍‌ରେ କ୍ଲିନ ଆଣ୍ଡ ଜର୍କରେ ୧୨୦ କେଜି ଉତ୍ତୋଳନ କରି ଟୋକିଓ...

ଫିଫା ବିଶ୍ୱକପ୍‌: ଷ୍ଟାଡିୟମ ନିର୍ମାଣ ସ୍ଥଳରେ କରୋନା ସଂକ୍ରମଣ

ଦୋହା,୧୭।୪(ଏଏଫ୍‌ପି): ୨୦୨୨ ଫିଫା ବଶ୍ୱକପ୍‌ ମଧ୍ୟପ୍ରାଚ୍ୟ ଦେଶ କାତାରରେ ଆୟୋଜନ ହେବ। ବିଶ୍ୱକପ୍‌ ପାଇଁ ନିର୍ମାଣାଧିନ ଷ୍ଟାଡିୟମ ନିକଟରେ କେତୋଟି କରୋନା ଭାଇରସ ସଂକ୍ରମଣ ହୋଇଥିବା...

ଡିସ୍‌କସ୍‌ ଥ୍ରୋରେ କମଲପ୍ରୀତ୍‌ଙ୍କୁ ଅଲିମ୍ପିକ୍ସ ଯୋଗ୍ୟତା

ପଟିଆଲା,୨୦ା୩ (ପି.ଟି.)-ଜାତୀୟ ସିନିୟର ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଡିସ୍‌କସ୍‌ ଥ୍ରୋରେ କମଲପ୍ରୀତ୍‌ କୌର (୬୫.୦୬ ମିଟର) ଜାତୀୟ ରେକର୍ଡ ପ୍ରତିଷ୍ଠା ସହ ଟୋକିଓ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା...

ସୂର୍ଯ୍ୟକୁମାରଙ୍କ ‘ନମସ୍କାର’ ସେଲିବ୍ରେଶନ୍‌କୁ ନେଇ ଚର୍ଚ୍ଚା: ଦେଖନ୍ତୁ ଭିଡିଓ

କୋଲକତା,୨୦।୨: ୱେଷ୍ଟଇଣ୍ଡିଜ ବିପକ୍ଷ ସିରିଜର ତୃତୀୟ ତଥା ଅନ୍ତିମ ଟି -୨୦ ମ୍ୟାଚରେ ଭାରତୀୟ କ୍ରିକେଟ ଦଳର ଚମତ୍କାର ବିଜୟରେ ସୂର୍ଯ୍ୟକୁମାର ଯାଦବ ଏକ ଗୁରୁତ୍ୱପୂର୍ଣ୍ଣ...

୪୧ ବର୍ଷ ପରେ ହକିରେ ଅଲିମ୍ପିକ୍ସ ମେଡାଲ

ଟୋକିଓ,୫।୮: ଦୀର୍ଘ ୪୧ ବର୍ଷ ପରେ ଭାରତ ଅଲିମ୍ପିକ୍ସରେ ହକିରେ ପୁଣି ପଦକ ଜିତିଛି। ପୁରୁଷ ହକିରେ ଭାରତକୁ ଐତିହାସିକ ବିଜୟ ହୋଇଛି। ଜର୍ମାନୀକୁ ହରାଇ...

ପ୍ରଥମ ଦିନିକିଆ: ଶ୍ରୀଲଙ୍କାକୁ ହରାଇଲା ବାଂଲାଦେଶ

ଢାକା, ୨୪।୫: ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଦିନିକିଆ ମ୍ୟାଚ୍‌ରେ ଘରୋଇ ବାଂଲାଦେଶ ବ୍ୟାଟିଂ ଓ ବୋଲିଂରେ ଦମ୍‌ଦାର ପ୍ରଦର୍ଶନ କରି ୩୩ ରନରେ ବିଜୟ ହାସଲ...

ଚହଲ-ଧନଶ୍ରୀଙ୍କ ସମ୍ପର୍କରେ ଫାଟ! ସ୍ବାମୀଙ୍କ ସରନେମ୍‌ ହଟାଇବା ପରେ ଏବେ ଲେଖିଲେ…

ନୂଆଦିଲ୍ଲୀ,୧୮।୮: ଭାରତୀୟ ସ୍ପିନର ୟୁଜବେନ୍ଦ୍ର ଚହଲ ଏବଂ ତାଙ୍କ ସ୍ତ୍ରୀ ତଥା କୋରିଓଗ୍ରାଫର ଧନଶ୍ରୀ ବର୍ମାଙ୍କ ମଧ୍ୟରେ ମନୋମାଳିନ୍ୟ ହୋଇଥିବା ନେଇ ବେଶ୍‌ ଚର୍ଚ୍ଚା ହେଉଛି।...

ମୁହଁ ମାଡ଼ି ପଡ଼ିଲା ଟିମ୍‌ ଇଣ୍ଡିଆ

ଲିଡ୍ସ,୨୮।୮: ଲଡର୍‌ସ ଟେଷ୍ଟରେ ଚମତ୍କାର ବିଜୟ ହାସଲ କରିଥିବା ଭାରତୀୟ ଦଳକୁ ତୃତୀୟ ଟେଷ୍ଟ ମ୍ୟାଚ୍‌ରେ ଏକ ଇନିଂସ ଓ ୭୬ ରନ୍‌ରେ ହରାଇ ଦେଇଛି...

Advertisement
Archives

Model This Week