ମୂଳ ଭାରତୀୟ ସମଲିଙ୍ଗୀ ମହିଳା ହେଲେ ଅକଲାଣ୍ଡ ସିଟି କାଉନସିଲ୍‌ ସଦସ୍ୟା…

ଓ୍ବାଶିଂଟନ,୧୭।୧ : ଆମେରିକୀୟ ମୂଳ ଭାରତୀୟ ଆଇନଜୀବୀ ଜନାନି ରାମଚନ୍ଦ୍ରନ କାଲିଫର୍ନିଆ ରାଜ୍ୟ ଅକଲାଣ୍ଡ ସିଟି କାଉନସିଲର ସଦସ୍ୟା ହୋଇଛନ୍ତି। ସେ ହେଉଛନ୍ତି ସର୍ବପ୍ରଥମ ସମଲିଙ୍ଗୀ ମହିଳା ଯିଏକି ଅକଲାଣ୍ଡ ସିଟି କାଉନସିଲର ଜିଲା ୪ ରୁ ନିର୍ବାଚିତ ହୋଇଥିବା କମ୍‌ ବୟସ୍କା ମହିଳା।

ଅନୁଷ୍ଠିତ ଏକ ଶପଥ ଗ୍ରହଣ ସମାରୋହରେ ଅକଲାଣ୍ଡ ସିଟି କାଉନସିଲର ଜିଲା ୪ର ସଦସ୍ୟା ଭାବରେ ରାମଚନ୍ଦ୍ରନ ଶପଥ ଗ୍ରହଣ କରିଥିଲେ। ଏହି ସମୟରେ ସେ ଏକ ଶାଢ଼ି ପିନ୍ଧିଥିବାର ନଜର ଆସିଥିଲେ।

କୃତଜ୍ଞତା ଜଣାଇ ରାମଚନ୍ଦ୍ରନ ଟୁଇଟ କରି କହିଛନ୍ତି, ଆମେ ଜିତିଛୁ। ଜିଲା ୪ର ସିଟି କାଉନସିଲ ସଦସ୍ୟା ଭାବରେ ମୁଁ ସମ୍ମାନିତ ହୋଇଛି। ମୁଁ ଅକଲାଣ୍ଡ ଇତିହାସର ସର୍ବକନିଷ୍ଠ ପରିଷଦ ସଦସ୍ୟା। ଏହା ସହିତ ଅକଲାଣ୍ଡ ପ୍ରଥମ ସମଲିଙ୍ଗୀ ଏବଂ ପ୍ରଥମ ଦକ୍ଷିଣ ଏସୀୟ ହୋଇ ଇତିହାସ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

୨୪ ଘଣ୍ଟାରେ ହୋଇପାରେ ଆମେରିକା-ଇରାନ ଶାନ୍ତି ଚୁକ୍ତି: ଶେହବାଜ

ଇସ୍‌ଲାମାବାଦ,୧୩ା୬: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ବନ୍ଦ ପାଇଁ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ଚୂଡ଼ାନ୍ତ ହୋଇପାରେ ବୋଲି ମୁଖ୍ୟ ମଧ୍ୟସ୍ଥ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri