ବଡ଼ ଦାବି କଲା ହମାସ, ଇସ୍ରାଏଲ ଗାଜା ଡାକ୍ତରଖାନାରେ କଲା ମିସାଇଲ ଆକ୍ରମଣ, ୫୦୦ ମୃତ

ନୂଆଦିଲ୍ଲୀ, ୧୭।୧୦: ହମାସ ଏବଂ ଇସ୍ରାଏଲ ମଧ୍ୟରେ ଯୁଦ୍ଧ ୧୧ ଦିନରେ ପହଞ୍ଚିଛି। ଏହାରି ମଧ୍ୟରେ ହମାସ ଦାବିକରିଛି ଯେ, ମଙ୍ଗଳବାର ଇସ୍ରାଏଲ ପ୍ରାୟ ରାତି ୧୦ ଟା ସମୟରେ ଗାଜା ପଟିରେ ଥିବା ଏକ ଡାକ୍ତରଖାନା ଉପରେ ଏୟାର ଷ୍ଟ୍ରାଇକ କରିଛି। ଯେଉଁଥିରେ ପ୍ରାୟ ୫୦୦ ଲୋକେ ମୃତ୍ୟୁ ବାରଣ କରିଛନ୍ତି।

ଖବର ସରବରାହ ସଂସ୍ଥା ଏପି ରିପୋର୍ଟ ଅନୁଯାୟୀ ଯଦି ଏହି ଘଟଣା ସତ୍ୟ ହୋଇଥାଏ ତେବେ ଏହା ୨୦୦୮ ପରେ ସବୁଠୁ ଘାତକ ଇସ୍ରାଏଲି ଆକ୍ରମଣ ହେବ। ଏପି ରିପୋର୍ଟ ଅନୁଯାୟୀ ଅଲ ଅହଲୀ ଡାକ୍ତରଖାନାର ଫଟୋରେ ଏହାର ହଲ ଆଗରେ ଲାଗିଥିବା କାଚ ଭାଙ୍ଗି ଯାଇଛି ଏବଂ କ୍ଷତ ବୀକ୍ଷତ ଶରୀର ଦେଖା ଯାଉଛି।

ତେବେ ଶତାଧିକ ଲୋକମାନନଙ୍କର ମୃତ୍ୟୁର କାରଣ ଏହା ମଧ୍ୟ ଅଟେ ଯେ, ଅନେକ ଲୋକେ ଡାକ୍ତରଖାନା ଗୁଡିକରେ ଲୁଚି ରହିଛନ୍ତି। ଏହା ପୂର୍ବରୁ ଇସ୍ରାଏଲି ସେନା ଉତ୍ତର ଗାଜାରେ ରହୁଥିବା ଲୋକମାନଙ୍କୁ ସ୍ଥାନ ଖାଲି କରି ଦକ୍ଷିଣ ଆଡକୁ ପକାଇଯିବାକୁ ଚେତାବନୀ ଦେଇଥିଲା। ଯେଉଁ କାରଣରୁ ବଡ଼ ବସ୍ଥାପିତ ଦେଖିବାକୁ ମିଳିଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ସାମ୍ବାଦିକାଙ୍କ ପ୍ରଶ୍ନରେ ଅଜବ ଇଙ୍ଗିତ କଲେ ମନ୍ତ୍ରୀ, ଭିଡିଓ ଭାଇରାଲ ପରେ ହଇଚଇ

ନ୍ୟୁୟର୍କ,୨୮ା୯: ଜାତିସଂଘ ସାଧାରଣ ସଭା ଅବସରରେ ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ୱାଜା ଆସିଫଙ୍କ ଏକ ଭିଡିଓକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ଜୋର ଧରିଛି । ଭିଡିଓରେ…

ଦକ୍ଷିଣ ଆଫ୍ରିକାରେ ଗୁଳିକାଣ୍ଡ: ୨୭ ମୃତ

କେପ୍‌ ଟାଉନ୍‌,୨୮ା୯: ଦକ୍ଷିଣ ଆଫ୍ରିକୀୟ ସହରରେ ୨ଟି ଗୁଳିକାଣ୍ଡ ଘଟଣାରେ ଅନୂ୍ୟନ ୨୭ ଜଣଙ୍କ ମୃତ୍ୟୁ ହୋଇଛି। ପ୍ରଥମ ଘଟଣା ଶନିବାର ରାତିରେ ଜୋହାନ୍ସବର୍ଗ ନିକଟରେ ଥିବା…

ୟୁଏନ୍‌ଜିଏରେ ପାକିସ୍ତାନକୁ ନିନ୍ଦାକଲେ ଜୟଶଙ୍କର, କହିଲେ କ୍ରମାଗତ ଆତଙ୍କବାଦ ଚଳାଉଥିବା ଦେଶର…

ଜାତିସଂଘ,୨୮ା୯(ପି.ଟି.): ଜାତିସଂଘ ସାଧାରଣ ସଭା (ୟୁଏନ୍‌ଜିଏ)ରେ ଶନିବାର ଭାରତ ପାକିସ୍ତାନକୁ କଡ଼ା ସମାଲୋଚନା କରିଛି। ଆତଙ୍କବାଦକୁ ସ୍ବାଭାବିକ ରୂପ ଦେବା ଏବଂ ଏହାର ପ୍ରଭାବରୁ ରକ୍ଷା ପାଇବା…

AIକୁ ନେଇ ବିଲ ଗେଟ୍ସଙ୍କ ଚେତାବନୀ, କହିଲେ ‘କୋଟି କୋଟି ଲୋକଙ୍କର ହେବ ମୃତ୍ୟୁ’, ଚିନ୍ତାରେ ସାରା ବିଶ୍ୱ!

ଓ୍ବାଶିଂଟନ,୨୭।୯: କୃତ୍ରିମ ବୁଦ୍ଧିମତ୍ତା (AI)ର ଦ୍ରୁତ ବୃଦ୍ଧି ପାଉଥିବା ଶକ୍ତି ଏବଂ ଏହାର ବିପଦପୂର୍ଣ୍ଣ ପରିଣାମ ସମ୍ପର୍କରେ ସାରା ବିଶ୍ୱରେ ପୁଣି ଥରେ ଏକ ବଡ଼ ବିତର୍କ…

ନାଗାଲାଣ୍ଡରେ ମଦମୃତ୍ୟୁ: ୨ ଦିନରେ ଗଲାଣି ୧୯ଜଣଙ୍କ ଜୀବନ

କୋହିମା,୨୬ା୯; ନାଗାଲାଣ୍ଡରେ ବିଷାକ୍ତ ମଦ ପିଇ ୨ ଦିନରେ ୧୯ଜଣ ପ୍ରାଣ ହରାଇଛନ୍ତି। ମୃତ୍ୟୁର କାରଣ ଏବଂ ରାଜ୍ୟରେ ମଦ ଅପମିଶ୍ରଣର ଯୋଗାଣ ଶୃଙ୍ଖଳକୁ ଠାବ କରିବା…

‘ଟ୍ରମ୍ପ ଆମ ଜୀବନ ବଞ୍ଚାଇଥିଲେ’ ‘ଅପରେଶନ ସିନ୍ଦୂର’ର ପ୍ରଭାବକୁ ଏବେ ମଧ୍ୟ ଭୁଲିନାହିଁ ପାକିସ୍ତାନ; ମନେ ପକାଇ କହିଲା…

ଇସଲାମାବାଦ,୨୬।୯: ପାକିସ୍ତାନର ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ମେ’ ୨୦୨୫ରେ ଭାରତ ଦ୍ୱାରା ପାକିସ୍ତାନ ବିରୋଧରେ ଆରମ୍ଭ କରାଯାଇଥିବା ‘ଅପରେଶନ ସିନ୍ଦୂର’ର ପ୍ରଭାବକୁ ଭୁଲି ନାହାନ୍ତି; ସେଥିପାଇଁ ସେ…

ବଡ଼ ବିମାନ ଦୁର୍ଘଟଣା; ଦୁଇ ବରିଷ୍ଠ ସାମରିକ ଅଧିକାରୀଙ୍କ ସମେତ ୧୪ ମୃତ

କିନଶାସା,୨୬।୯: ଆଫ୍ରିକୀୟ ଦେଶ ‘ଡେମୋକ୍ରାଟିକ ରିପବ୍ଲିକ ଅଫ ଦ କଙ୍ଗୋ’ (DRC) ରେ ଏକ ବିମାନ ଦୁର୍ଘଟଣାରେ ୧୪ ଜଣ ପ୍ରାଣ ହରାଇଛନ୍ତି। ମୃତକଙ୍କ ମଧ୍ୟରେ ଦେଶର…

ଟ୍ରମ୍ପଙ୍କ ବଡ଼ ଘୋଷଣା: ଷ୍ଟ୍ରେଟ ଅଫ ହର୍ମୁଜର ନାମ ବଦଳାଇ ରଖିଲେ ଏହି ନାଁ, ସାରା ବିଶ୍ୱ ଆଶ୍ଚର୍ଯ୍ୟ!

ଓ୍‌ବାଶିଂଟନ୍‌,୨୬।୯: ଇରାନ ଆମେରିକା ସମ୍ମୁଖରେ ଷ୍ଟ୍ରେଟ ଅଫ ହର୍ମୁଜକୁ ପୁଣିଥରେ ଖୋଲିବା ପାଇଁ ପ୍ରସ୍ତାବ ରଖିଛି। ଏହି ମଧ୍ୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?