ଗାଜା ଯୁଦ୍ଧ ମୃତ୍ୟୁ ସଂଖ୍ୟା ୭ ହଜାର ଟପିଲା…

ଜେରୁଜେଲମ,୨୫।୧୦ : ଇସ୍ରାଏଲ ଏବଂ ହମାସ ମଧ୍ୟରେ ବିବାଦ ଆରମ୍ଭ ହେବାର ଦୁଇ ସପ୍ତାହରୁ ଅଧିକ ସମୟ ବିତିଗଲାଣି। ବର୍ତ୍ତମାନ ପର୍ଯ୍ୟନ୍ତ ଉଭୟ ପକ୍ଷ ଦ୍ୱାରା ହୋଇଥିବା ଆକ୍ରମଣରେ ମୃତ୍ୟୁ ସଂଖ୍ୟା ୭୦୦୦ ଅତିକ୍ରମ କରିଛି। ଇସ୍ରାଏଲ ଉପରେ ହମାସ ଆକ୍ରମଣରେ ୧୪୦୦ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଗାଜା ଷ୍ଟ୍ରିପ ଉପରେ ଇସ୍ରାଏଲର ପ୍ରତିଶୋଧ ପରାୟଣ ହୋଇ ଆକ୍ରମଣ କରିଥିବା ଘଟଣାରେ ମୃତ୍ୟୁ ସଂଖ୍ୟା ୫୮୦୦୦ ଅତିକ୍ରମ କରିଛି। ଉଭୟ ପକ୍ଷର ଏହି ବିବାଦ ମଧ୍ୟରେ ଇରାନ ସମର୍ଥିତ ସଂଗଠନ ହିଜବୁଲ ମଧ୍ୟ ଇସ୍ରାଏଲ ଉପରେ ଆକ୍ରମଣ ଜାରି ରଖିଛି। ଏହାକୁ ନେଇ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଚେତାବନୀ ଦେଇଛନ୍ତି। ଗାଜାରେ ଇସ୍ରାଏଲ ସେନା ୩୨୦ ଆତଙ୍କବାଦୀ ଶିବିରକୁ ଟାର୍ଗେଟ କରିଛି।

ଆଇଡିଏଫ ସୋସିଆଲ ମିଡ଼ିଆ ଏକ୍ସରେ ଏକ ପୋଷ୍ଟରେ କହିଛି ହମାସର ଅନେକ ଟନେଲ ଏବଂ ମୁଖ୍ୟାଳୟକୁ ନଷ୍ଟ କରାଯାଇଛି। କେବଳ ଏତିକି ନୁହେଁ ଗାଜାକୁ ପଦାତିକ ବାହିନୀ ପଠାଇବା ପାଇଁ ସେନା ମଧ୍ୟ ପ୍ରସ୍ତୁତି ଶେଷ କରିଛି। ଇସ୍ରାଏଲ ପ୍ରତିରକ୍ଷା ବାହିନୀ ଏକ ଟୁଇଟରେ କହିଛନ୍ତି ଲେବାନନରେ ହିଜବୁଲର ଭିତ୍ତିଭୂମି ଉପରେ ସେନା ଆକ୍ରମଣ କରିଛି। ଏଥିମଧ୍ୟରେ ଏକ ସାମରିକ ଅଞ୍ଚଳ ଏବଂ ନୀରିକ୍ଷଣ ପାଇଁ ବ୍ୟବହୃତ ଏକ ପୋଷ୍ଟ ଅନ୍ତର୍ଭୁକ୍ତ। ଆଇଡିଏଫ କହିଛି ସୀମାରେ ହିଜବୁଲ ଆତଙ୍କବାଦୀଙ୍କ ଚାରିଟି ସେଲ ମଧ୍ୟ ନଷ୍ଟ ହୋଇଯାଇଛି। ତେବେ ପଣବନ୍ଦୀଙ୍କୁ ମୁକ୍ତ କରିବା ପରେ ଶାନ୍ତି ବାର୍ତ୍ତା ଆଗେଇବ ବୋଲି ଇସ୍ରାଏଲ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?