ଗାଜା ଯୁଦ୍ଧ: ମୃତକଙ୍କ ସଂଖ୍ୟା ୬୦୦୦ ଟପିଲା…

ଜେରୁଜେଲମ,୨୩।୧୦ : ଇସ୍ରାଏଲ ଏବଂ ହମାସ ମଧ୍ୟରେ ବିବାଦ ଆରମ୍ଭ ହେବାର ଦୁଇ ସପ୍ତାହରୁ ଅଧିକ ସମୟ ବିତିଗଲାଣି। ବର୍ତ୍ତମାନ ପର୍ଯ୍ୟନ୍ତ ଉଭୟ ପକ୍ଷ ଦ୍ୱାରା ହୋଇଥିବା ଆକ୍ରମଣରେ ମୃତ୍ୟୁ ସଂଖ୍ୟା ୬୦୦୦ ଅତିକ୍ରମ କରିଛି। ଇସ୍ରାଏଲ ଉପରେ ହମାସ ଆକ୍ରମଣରେ ୧୪୦୦ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଗାଜା ଷ୍ଟ୍ରିପ ଉପରେ ଇସ୍ରାଏଲର ପ୍ରତିଶୋଧ ପରାୟଣ ହୋଇ ଆକ୍ରମଣ କରିଥିବା ଘଟଣାରେ ମୃତ୍ୟୁ ସଂଖ୍ୟା ୪୬୦୦୦ ଅତିକ୍ରମ କରିଛି। ଉଭୟ ପକ୍ଷର ଏହି ବିବାଦ ମଧ୍ୟରେ ଇରାନ ସମର୍ଥିତ ସଂଗଠନ ହିଜବୁଲ ମଧ୍ୟ ଇସ୍ରାଏଲ ଉପରେ ଆକ୍ରମଣ ଜାରି ରଖିଛି। ଏହାକୁ ନେଇ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଚେତାବନୀ ଦେଇଛନ୍ତି।

ଗାଜାରେ ଇସ୍ରାଏଲ ସେନା ୩୨୦ ଆତଙ୍କବାଦୀ ଶିବିରକୁ ଟାର୍ଗେଟ କରିଛି। ଆଇଡିଏଫ ସୋସିଆଲ ମିଡ଼ିଆ ଏକ୍ସରେ ଏକ ପୋଷ୍ଟରେ କହିଛି ହମାସର ଅନେକ ଟନେଲ ଏବଂ ମୁଖ୍ୟାଳୟକୁ ନଷ୍ଟ କରାଯାଇଛି। କେବଳ ଏତିକି ନୁହେଁ ଗାଜାକୁ ପଦାତିକ ବାହିନୀ ପଠାଇବା ପାଇଁ ସେନା ମଧ୍ୟ ପ୍ରସ୍ତୁତି ଶେଷ କରିଛି।

ଇସ୍ରାଏଲ ପ୍ରତିରକ୍ଷା ବାହିନୀ ଏକ ଟୁଇଟରେ କହିଛନ୍ତି ଲେବାନନରେ ହିଜବୁଲର ଭିତ୍ତିଭୂମି ଉପରେ ସେନା ଆକ୍ରମଣ କରିଛି। ଏଥିମଧ୍ୟରେ ଏକ ସାମରିକ ଅଞ୍ଚଳ ଏବଂ ନୀରିକ୍ଷଣ ପାଇଁ ବ୍ୟବହୃତ ଏକ ପୋଷ୍ଟ ଅନ୍ତର୍ଭୁକ୍ତ। ଆଇଡିଏଫ କହିଛି ସୀମାରେ ହିଜବୁଲ ଆତଙ୍କବାଦୀଙ୍କ ଚାରିଟି ସେଲ ମଧ୍ୟ ନଷ୍ଟ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

ବିମାନର ପ୍ରତ୍ୟେକ ସିଟ୍‌ରେ ଲାଗିଛି ପିଲାଙ୍କ ଫଟୋ ସହ ବ୍ୟାଗ-ଜୋତା, କାହିଁକି ଏମିତି କରି ପାକିସ୍ତାନରେ ପହଞ୍ଚିଲା ଇରାନ, ସବୁ ଦେଖିକି…

ନୂଆଦିଲ୍ଲୀ,୧୧।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ପାଇଁ ଇସଲାମାବାଦ ପ୍ରସ୍ତୁତ। ଇରାନ ପ୍ରତିନିଧି ଦଳ ପାକିସ୍ତାନରେ ପହଞ୍ଚିଛନ୍ତି। ଆଜି ଶନିବାର ଦିନ ଇରାନ ଏବଂ ଆମେରିକା ଆଲୋଚନା ଟେବୁଲରେ…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

ଇରାନ-ଆମେରିକା ଯୁଦ୍ଧବିରତି ଉପରେ ଆଲୋଚନା ଦୂରର କଥା: ବୈଠକ ପୂର୍ବରୁ ୨ଟି ବଡ଼ ସର୍ତ୍ତ ରଖିଦେଲେ…

ନୂଆଦିଲ୍ଲୀ,୧୧।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଏକ ଇରାନୀ ପ୍ରତିନିଧି ଦଳ ଶାନ୍ତି ଆଲୋଚନା ପାଇଁ ଇସଲାମାବାଦରେ ପହଞ୍ଚିଛି। ଏହି ପ୍ରତିନିଧି ଦଳ…

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ

ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ…

କେମୋଥେରାପିରେ ସୀମିତ କ୍ୟାନ୍‌ସର ଚିକିତ୍ସା: ୧୩୮କୋଟିର ହସ୍ପିଟାଲରେ ମିଳୁନି ସ୍ବାସ୍ଥ୍ୟସେବା

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା କ୍ୟାନସର ରୋଗୀଙ୍କ ହବ୍‌ ପାଲଟିଛି। ଏଠାରେ କ୍ୟାନସର ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନ୍ୟପଟେ ଏଠାରେ ଥିବା କ୍ୟାନସର ହସ୍ପିଟାଲରୁ…

ଯୁଦ୍ଧ ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ଦ୍ୱନ୍ଦ୍ୱରେ ପଡିଲେ ଚାଇନା- ପାକିସ୍ତାନ

ନୂଆଦିଲ୍ଲୀ,୧୧।୪: ଆଧୁନିକ ଯୁଦ୍ଧରେ ଗୁପ୍ତ ପ୍ଲାଟଫର୍ମର ଗୁରୁତ୍ୱ ବହୁତ ବୃଦ୍ଧି ପାଇଛି। ଉନ୍ନତ ରାଡାର ସିଷ୍ଟମ ମଧ୍ୟ ଯୁଦ୍ଧ ଖେଳରେ ପରିବର୍ତ୍ତନ ଆଣିବାକୁ ବାଧ୍ୟ କରୁଛି। ଗୁପ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri