Advertisement

ଭୁବନେଶ୍ୱରରେ ଜିଡିସି କରିବ ସିକ୍ୟୁରଆଇସ୍‌

ନୂଆଦିଲ୍ଲୀ,୧୯ା୧୦: ଦେଶର ପ୍ରମୁଖ ସାଇବର ସୁରକ୍ଷା ସଂସ୍ଥା (ଏକ ବହୁରାଷ୍ଟ୍ରୀୟ କମ୍ପାନୀ) ସିକ୍ୟୁରଆଇସ୍‌ ଓଡ଼ିଶାର ଭୁବନେଶ୍ୱରଠାରେ ତା’ର ବିଶ୍ୱ ବିତରଣ କେନ୍ଦ୍ର (ଜିଡିସି) ଖୋଲିବାକୁ ଯୋଜନା କରିଛି। ସାଇବର ଅପରାଧ ଅଧିକ ବ୍ୟାପିବାରେ ଲାଗିଛି। ବିଶେଷକରି ଅଗ୍ରଣୀ ଶୀର୍ଷସ୍ତରୀୟ (ସି-ସୁଇଟ) ସଂସ୍ଥାଙ୍କ ପାଇଁ ଏକ ଦୃଢ଼ ସାଇବର ସୁରକ୍ଷା ରଣନୀତି ପ୍ରସ୍ତୁତ କରିବା ଅତ୍ୟନ୍ତ ଅପରିହାର୍ଯ୍ୟ ହୋଇପଡ଼ିଛି। ଏ ସମ୍ପର୍କରେ ସିକ୍ୟୁରଆଇସ୍‌ର ସିଟିଓ ଏବଂ ସହ-ପ୍ରତିଷ୍ଠାତା ସୀମନ୍ତ ପଟ୍ଟନାୟକ କହିଛନ୍ତି, ଆମ ଲକ୍ଷ୍ୟ ହେଉଛି ସମଗ୍ର ବିଶ୍ୱରେ ସରକାରଙ୍କ ପାଇଁ ସାଇବର ସୁରକ୍ଷା କ୍ଷେତ୍ରରେ ସହଭାଗୀ ହେବା।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲୁୂମବର୍ଗ ନ୍ୟୁ ଇକୋନୋମିକ ଫୋରମ୍‌କୁ ସମ୍ବୋଧିତ କଲେ ମୋଦି

ନୂଆଦିଲ୍ଲୀ: ଅଭିବୃଦ୍ଧିର ଇଞ୍ଜିନ ହୋଇଥିବା ସାରା ବିଶ୍ୱର ସହରଗୁଡିକ ବିପଦଠାରୁ ଦୂରରେ ନାହିଁ। କୋଭିଡ୍‌-୧୯ ଏହା ପ୍ରମାଣିତ କରିଛି ବୋଲି ମଙ୍ଗଳବାର ବ୍ଲୁମବର୍ଗ ନିୟୁ ଇକୋନୋମିକ...

ପାନ୍‌-ଆଧାର ଲିଙ୍କ୍‌ ଅବଧି ସେପ୍ଟେମ୍ବର ଯାଏ ବୃଦ୍ଧି

ନୂଆଦିଲ୍ଲୀ,୨୬।୬: କେନ୍ଦ୍ର ସରକାର ପାନ୍‌ ସହ ଆଧାର ଲିଙ୍କ୍‌ କରାଇବା ସମୟକୁ ୩ ମାସ ବଢ଼ାଇଛନ୍ତି। ଫଳରେ ଲୋକମାନେ ଚଳିତ ବର୍ଷ ସେପ୍ଟେମ୍ବର ଶେଷ ଯାଏ...

ଓ୍ବିଲ୍‌ଫୁଲ ଡିଫଲ୍ଟରଙ୍କ ଖାତାରେ ରହିଛି ୧,୫୦,୦୦୦ କୋଟି

ନୂଆଦିଲ୍ଲୀ,୩-୭: ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକ ୨୦୧୮-୧୯ରେ ୧.୫୦ ଲକ୍ଷ କୋଟି (୨୧.୭୬ ବିଲିୟନ ଡଲାର) ଟଙ୍କାକୁ ଓ୍ବିଲ୍‌ଫୁଲ୍‌ ଡିଫଲ୍ଟ ଭାବେ ଦର୍ଶାଇଛି। ଏଥିମଧ୍ୟରୁ ଏକ ତୃତୀୟାଂଶ ଅର୍ଥ...

୨୨୪ କୋଟି ଟଙ୍କାର କଳାଧନ ଠାବ

ନୂଆଦିଲ୍ଲୀ,୨୧।୩: ଆୟକର ବିଭାଗ ପକ୍ଷରୁ ମହାରାଷ୍ଟ୍ରର ପୁନେ ଏବଂ ଠାଣେର ଏକ ୟୁନିକର୍ନ ଷ୍ଟାର୍ଟ ଅପ୍‌ ଗ୍ରୁପ୍‌ ଉପରେ ଚଢ଼ାଉ କରି ୨୨୪ କୋଟି ଟଙ୍କାର...

ଏହି ୧୧ ଆପ୍‌ ଉପରେ ବ୍ୟାନ୍‌ ଲଗାଇଲା ଗୁଗୁଲ, ଫୋନରେ ଥିଲେ ତୁରନ୍ତ କାଟନ୍ତୁ..!

ଅନେକ ସମୟରେ ସୋସିଆଲ ମିଡିଆ ଠକେଇ ଘଟଣା ସାମ୍ନାକୁ ଆସିଥାଏ। ସ୍ମାର୍ଟଫୋନ୍‌ରୁ ଡାଟା ଚୋରି କରି ଏଭଳି କାର୍ଯ୍ୟ କରାଯାଇଥାଏ। ଏହା ଜଣାପଡ଼ିବା ପରେ ଗୁଗୁଲ...

ଶସ୍ତା ହେଲା ଗ୍ୟାସ ସିଲିଣ୍ଡର…

ନୂଆଦିଲ୍ଲୀ, ୧।୬ : ଦେଶରେ ଦର ଦାମ ବୃଦ୍ଧି ଯୋଗୁ ସଙ୍କଟ ସୃଷ୍ଟି ହୋଇଥିବାବେଳେ ଲୋକଙ୍କ ପାଇଁ ଖୁସି ଖବର ଆସିଛି। ଏଲପିଜି ସିଲିଣ୍ଡରର ଦାମ୍‌ରେ...

ଭାରତ ସହ ଟ୍ରେଡ ଡିଲ୍‌ ନେଇ ଟ୍ରମ୍ପ ଆଶାବାଦୀ

ଅହମ୍ମଦାବାଦ, ୨୫-୨: ଭାରତ ସହ ଏକ ଉତ୍ତମ ବାଣିଜି୍ୟକ ଚୁକ୍ତି ନେଇ ଆଶାବାଦୀ ଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋମବାର କହିଛନ୍ତି। ସେ ଏବେ...

ସର୍ବକାଳୀନ ରେକର୍ଡ ସ୍ତରରେ ସୁନା;୧୦ଗ୍ରାମକୁ ୩୫,୯୭୦ଟଙ୍କା

ନୂଆଦିଲ୍ଲୀ,୨୩-୭: ସୁନା ଦର ସୋମବାର ସର୍ବକାଳୀନ ରେକର୍ଡ ସ୍ତରରେ ପହଞ୍ଚତ୍ୟାଇଛି। ଦିଲ୍ଲୀ ସର୍ରାଫା ବଜାରରେ ସୁନା ୧୦୦ ଟଙ୍କା ବୃଦ୍ଧି ପାଇ ୧୦ ଗ୍ରାମ ୩୫,୯୭୦...

Advertisement
Archives

Model This Week