ପ୍ରଥମ ତ୍ରୈମାସ ଜିଡିପି ୩୫% ଖସିପାରେ

ନୂଆଦିଲ୍ଲୀ,୩୧।୮: ଚଳିତ ଆର୍ଥତ୍କ ବର୍ଷର ପ୍ରଥମ ତ୍ରୈମାସରେ ଦେଶର ମୋଟ୍‌ ଘରୋଇ ଉତ୍ପାଦ(ଜିଡିପି) ୩୫% ଖସିପାରେ ବୋଲି ବଜାର ବିଶେଷଜ୍ଞ ଆଶଙ୍କା ପ୍ରକଟ କରିଛନ୍ତି। ମାତ୍ର ପରିସଂଖ୍ୟାନ କାର୍ଯ୍ୟାଳୟ ଏହାକୁ ୧୫ରୁ ୧୬% ଦର୍ଶାଇପାରେ। କୋଭିଡ୍‌ ଯୋଗୁ ଅଣସଙ୍ଗଠିତ କ୍ଷେତ୍ର ଡାଟା ଠିକ୍‌ ଭାବେ ଉପଲବ୍ଧ ହୋଇ ନ ଥିବା କାରଣରୁ ଏଭଳି ହୋଇପାରେ ବୋଲି କୁହାଯାଉଛି। ଏ କ୍ଷେତ୍ରରେ ପ୍ରକ୍ସି ମଧ୍ୟ ବ୍ୟବହାର କରାଯାଇପାରେ। ଏହା ପୂର୍ବରୁ ଭାରତର ଜିଡିପି ଅଭିବୃଦ୍ଧି ୪ ଦଶନ୍ଧି ନିମ୍ନରେ ରହିଥିଲା। ପୂର୍ବତନ ମୁଖ୍ୟ ପରିସଂଖ୍ୟାନବିତ ପ୍ରଣବ ସେନ୍‌ କହିଛନ୍ତି ଯେ, ଏହି ସମୟରେ ଜିଡିପି ଅନ୍ତତଃ ପକ୍ଷେ ୨୫% ହ୍ରାସ ହେବା ଆଶଙ୍କା ରହିଛି। ଏହା ୩୫% ପର୍ଯ୍ୟନ୍ତ ମଧ୍ୟ ଯାଇପାରେ। ମାତ୍ର ପରିସଂଖ୍ୟାନ କାର୍ଯ୍ୟାଳୟ ଏହାକୁ କିଭଳି ଦେଖାଉଛି ତାହା ଦେଖିବାକୁ ବାକି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସିସିକ୍ୟୁସିରେ ଓଏମ୍‌ସିର ୧୭ଟି ଟିମ୍‌କୁ ସ୍ବର୍ଣ୍ଣ ପଦକ

ଭୁବନେଶ୍ୱର,୨୯।୯: କ୍ୱାଲିଟି ସର୍କଲ ଫୋରମ ଅଫ୍‌ ଇଣ୍ଡିଆ (କ୍ୟୁସିଏଫ୍‌ଆଇ), ଭୁବନେଶ୍ୱର ଚାପ୍ଟର ପକ୍ଷରୁ ଆୟୋଜିତ ୮ମ ଚାପ୍ଟର କନ୍‌ଭେନ୍ସନ ଅନ୍‌ କ୍ୱାଲିଟି କନ୍ସେପ୍ଟସ (ସିସିକ୍ୟୁସି)-୨୦୨୬ରେ ଓଡ଼ିଶା ଖଣି…

LPG ଠାରୁ ଆରମ୍ଭ କରି UPI-NPS ପର୍ଯ୍ୟନ୍ତ, ଅକ୍ଟୋବର ୧ରୁ ଲାଗୁ ହେବ ବଡ଼ ପରିବର୍ତ୍ତନ! ଆଗୁଆ କରନ୍ତୁ ଏମିତି ମିଳିବ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୯: ଅକ୍ଟୋବର ଆରମ୍ଭ ହେବାକୁ ଯାଉଛି, ଯାହା ସହିତ ଉତ୍ସବର ଋତୁ ଏବଂ ଅନେକ ପର୍ବପର୍ବାଣୀ ଆସୁଛି। ତଥାପି, ଏହି ମାସରେ କିଛି ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ମଧ୍ୟ…

ଶେୟାର ବଜାରରେ ହାହାକାର, ବୁଡ଼ିଗଲା ନିବେଶକଙ୍କ ୮ ଲକ୍ଷ କୋଟି

ମୁମ୍ବାଇ,୨୯।୯: ପଶ୍ଚିମ ଏସିଆ ସ୍ଥିତିକୁ ନେଇ ଉତ୍ପନ୍ନ ଭୂ-ରାଜନୈତିକ ଅସ୍ଥିରତା ଗତ କିଛି ସପ୍ତାହ ଧରି ଶେୟାର ବଜାର ପାଇଁ ନକାରାତ୍ମକ ସ୍ଥିତି ସୃଷ୍ଟି କରିଛି ।…

ଏଣିକି ବିନା ପ୍ରେସକ୍ରିପ୍ସନରେ ମିଳିବନି ଏସିଡିଟି ଔଷଧ, CDSCO ଜାରି କଲା ନୂଆ ସର୍ତ୍ତ

ନୂଆଦିଲ୍ଲୀ,୨୯।୯: ଏସିଡିଟି ହେଲେ ଏଣିକି ମେଡିକାଲ ଷ୍ଟୋରରୁ ନିଜ ଇଚ୍ଛାରେ ଔଷଧ କିଣିବା ସହଜ ହେବ ନାହିଁ। ନୂଆ ନିୟମ ଅନୁସାରେ, ଡାକ୍ତରଙ୍କ ପରାମର୍ଶ କିମ୍ବା ପ୍ରେସକ୍ରିପ୍ସନ…

ଗୋଟିଏ UPI ପେମେଣ୍ଟରୁ ସରକାରଙ୍କୁ ମିଳେ କେତେ ଟଙ୍କା? ପ୍ରତି ଟ୍ରାଞ୍ଜାକ୍ସନ୍‌ର ପୂରା ହିସାବ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୮।୯: ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ ବା UPI ଜରିଆରେ ପ୍ରତିଦିନ କୋଟି କୋଟି ଟଙ୍କାର କାରବାର ହେଉଛି। କିନ୍ତୁ ଆପଣ କେବେ ଭାବିଛନ୍ତି କି, ଆପଣଙ୍କ ଗୋଟିଏ…

କେନ୍ଦ୍ର କର୍ମଚାରୀଙ୍କ ପାଇଁ ଖୁସିଖବର: ଏହି ସପ୍ତାହରେ DA ବୃଦ୍ଧି ଘୋଷଣା! ଜାଣନ୍ତୁ କେତେ ବଢିବ…

ନୂଆଦିଲ୍ଲୀ,୨୮।୯: କେନ୍ଦ୍ର ସରକାର ବର୍ଷକୁ ଦୁଇଥର ନିଜ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବା DA (Dearness Allowance) ବୃଦ୍ଧି କରିଥାନ୍ତି। ଏଥିମଧ୍ୟରୁ ଗୋଟିଏ ବୃଦ୍ଧି ହୋଲି ସମୟରେ…

ଟାଟା ଷ୍ଟିଲ ଖଣ୍ଡବନ୍ଧ ଖଣି ସମ୍ମାନିତ

ଯୋଡ଼ା,୨୮ା୯(ମାନସ ମହାନ୍ତି): ସୁରକ୍ଷା, ସ୍ବାସ୍ଥ୍ୟ ଏବଂ ପରିବେଶ (ଏସ୍‌ଏଚ୍‌ଇ) ପରିଚାଳନା କ୍ଷେତ୍ରରେ ଶ୍ରେଷ୍ଠତା ପ୍ରଦର୍ଶନ ପାଇଁ ଟାଟା ଷ୍ଟିଲ୍‌ର ଖଣ୍ଡବନ୍ଧ ଲୁହାପଥର ଖଣି ସମ୍ମାନିତ ହୋଇଛି। କୋଲକାତାଠାରେ…

ଶେଷରେ ବଦଳିଗଲା ନିଷ୍ପତ୍ତି, ସ୍ଥଗିତ ହେଲା ବ୍ୟାଙ୍କ ଧର୍ମଘଟ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୯: ପ୍ରସ୍ତାବିତ ୩ ଦିନିଆ ବ୍ୟାଙ୍କ ଧର୍ମଘଟ ସ୍ଥଗିତ ହୋଇଯାଇଛି। ସୋମବାରଠାରୁ ହେବାକୁ ଥିବା ପ୍ରସ୍ତାବିତ ୩ ଦିନିଆ ସାରା ଭାରତୀୟ ବ୍ୟାଙ୍କ ଧର୍ମଘଟକୁ ସ୍ଥଗିତ ରଖାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?