୧୦.୭% ଖସିବ ଜିଡିପି:ଏସ୍‌ବିଆଇ ରିପୋର୍ଟ

ମୁମ୍ବାଇ: ଚଳିତ ଆର୍ଥତ୍କ ବର୍ଷ ଦ୍ୱିତୀୟ ତ୍ରୈମାସରେ ଭାରତର ମୋଟ ଘରୋଇ ଉତ୍ପାଦ(ଜିଡିପି) ୧୦.୭% ଖସିବ ବୋଲି ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଏସ୍‌ବିଆଇ) ପକ୍ଷରୁ ରିପୋର୍ଟରେ ପ୍ରକାଶ ପାଇଛି। ଏହା ଚଳିତ ଆର୍ଥତ୍କ ବର୍ଷ ଲାଗି ଭାରତର ଅଭିବୃଦ୍ଧି ଆକଳନରେ ପରିବର୍ତ୍ତନ କରିଛି। ଜିଡିପି ୧୨.୫% ଖସିବ ବୋଲି ଏସ୍‌ବିଆଇ ଏହାର ଇକୋରାପ ରିପୋର୍ଟରେ ପ୍ରକାଶ କରିଥିଲା। ମାତ୍ର ଏହି ଆକଳନକୁ ଏସ୍‌ବିଆଇ ବର୍ତ୍ତମାନ ପରିବର୍ତ୍ତନ କରିଛି। ଏହି ଅବଧିରେ ଜିଡିପିରେ ସାମାନ୍ୟ ପରିବର୍ତ୍ତନ ଦେଖାଯିବ ବୋଲି ଏସ୍‌ବିଆଇ କହିଛି। ସୂଚନା ଯୋଗ୍ୟ, କୋଭିଡ-୧୯ ଯୋଗୁ ବଜାର ବର୍ତ୍ତମାନ କ୍ଷତିଗ୍ରସ୍ତ ହୋଇଛି। ଅର୍ଥ ବ୍ୟବସ୍ଥାରେ ସୁଧାର ଆଣିବା ଲାଗି ସରକାର ଏବେ ସୁଦ୍ଧା ୩ ଟି ପ୍ୟାକେଜ ଘୋଷଣା କରିସାରିଛନ୍ତି। ବର୍ତ୍ତମାନ ଘୋଷଣା ହୋଇଥିବା ପ୍ୟାକେଜ ଅର୍ଥ ବ୍ୟବସ୍ଥା ଲାଗି କିଛିଟା ଫଳପ୍ରଦ ହେବ ବୋଲି ଏଜେନ୍ସିଗୁଡିକ କହୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ଆତଙ୍କରେ ବି ପ୍ରତି କର୍ମଚାରୀଙ୍କୁ ୭୪,୦୦୦ଟଙ୍କା ବୋନସ ଦେବ ଫେସବୁକ

ଓ୍ବାଶିଂଟନ,୧୮।୩: କରୋନା ସଂକ୍ରମଣ ଆତଙ୍କରେ ସାରା ପୃଥିବୀ ଭୟଭୀତ। ଫେସବୁକ୍‌ କର୍ମଚାରୀଙ୍କ ସୁରକ୍ଷା ଦୃଷ୍ଟିରୁ ସେମାନଙ୍କୁ ଘରେ ରହି କାମ କରିବାକୁ ପରାମର୍ଶ ଦେଇଛି। ଏହା...

ୟୁବିଆଇର ଗ୍ରାହକ ସମ୍ମିଳନୀ

ଭୁବନେଶ୍ୱର,୨୪।୭:ୟୁନାଇଟେଡ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ୟୁବିଆଇ) ପକ୍ଷରୁ ଅର୍ଦ୍ଧବାର୍ଷିକୀ ଗ୍ରାହକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ସାରା ଦେଶରେ ଥିବା ବ୍ୟାଙ୍କର ଶାଖାଗୁଡିକରେ ଏହା ଆୟୋଜନ କରାଯାଇଥିଲା।...

ତେଲ ଦରରୁ ଏବେ ମିଳିବନି ଆଶ୍ୱସ୍ତି

ନୂଆଦିଲ୍ଲୀ: କରୋନା କାଳରେ ଲୋକମାନେ ଅତ୍ୟାବଶ୍ୟକ ସାମଗ୍ରୀର ଦରଦାମ ବୃଦ୍ଧି ଜନିତ ଚିନ୍ତାରେ ରହିଛନ୍ତି। ଦେଶର ବିଭିନ୍ନ ରାଜ୍ୟରେ ତେଲ ଦର ବର୍ତ୍ତମାନ ୧୦୦ ଟଙ୍କା...

ଖୁଚୁରା ମୁଦ୍ରାସ୍ଫୀତି ୩.୯୯%କୁ ବଢିଲା

ନୂଆଦିଲ୍ଲୀ,୧୫-୧୦: ଚଳିତ ବର୍ଷ ସେପ୍ଟେମ୍ବରରେ ଖୁଚୁରା ମୁଦ୍ରାସ୍ଫୀତି ୩.୯୯%କୁ ବୃଦ୍ଧି ଘଟିଛି। ଘରୋଇ ବଜାରରେ ଖାଦ୍ୟ ସାମଗ୍ରୀ ଦରଦାମ ବଢିବାରୁ ଏଭଳି ସ୍ଥିତି ଉପୁଜିଥିବା ସରକାରଙ୍କ...

ଫିକ୍କି ସର୍ଭେ: ଆର୍ଥିକ ବିକାଶ ହାର ୬% ରହିବ

ନୂଆଦିଲ୍ଲୀ,୨୭-୮: ଦେଶର ଆର୍ଥିକ ବିକାଶ ହାର ଚଳିତ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସରେ ହାରାହାରି ୬ ପ୍ରତିଶତ ରହିବ ବୋଲି ଉଦ୍ୟୋଗ ଜଗତ ପ୍ରତିନିଧି ଫେଡେରେଶନ...

କେୟର୍ନଠାରୁ ଟିକସ ଅସୁଲ କରିବେ ସରକାର

ନୂଆଦିଲ୍ଲୀ, ୫।୪:  ବେଦାନ୍ତର କେୟର୍ନ ଅଏଲ ଆଣ୍ଡ ଗ୍ୟାସ କମ୍ପାନୀଠାରୁ ଭାରତ ସରକାର ଟିକସ ଅସୁଲ କରିବେ। ଏ ଦିଗରେ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରଣାଳୟ ବର୍ତ୍ତମାନ...

୯.୬% ଖସିବ ଜିଡିପି

ନୂଆଦିଲ୍ଲୀ: ୨୦୨୦-୨୧ରେ ଭାରତର ଜିଡିପି ୯.୬% ଖସିବା ନେଇ ବିଶ୍ୱବ୍ୟାଙ୍କ ପରିବର୍ତ୍ତିତ ଆକଳନରେ କହିଛି। ଜିଡିପି ୩.୨% ଖସିବ ବୋଲି ଏହା ପୂର୍ବରୁ ଆକଳନ କରିଥିଲା।...

ଅଗଷ୍ଟରୁ ବଦଳୁଛି ପିଏଫ୍‌ର ଏହି ବଡ଼ ନିୟମ: କମ୍‌ ଆସିବ ଦରମା

ନୂଆଦିଲ୍ଲୀ,୧।୮: ଅଗଷ୍ଟ ମାସରେ ବଳିଛି ଅନେକ ନିୟମ। ସେଭଳି ଗୋଟିଏ ହେଉଛି ଆପଣଙ୍କ ଦରମା ସମ୍ପର୍କିତ। ଏହି ମାସରୁ ଟେକ୍‌ ହୋମ୍‌ ସାଲାରୀ/ଇନ୍‌ ହ୍ୟାଣ୍ଡ(ଘରୋଇ ଦରମା)...

Advertisement


Archives

Model This Week