ଜିଡିପି ୯% ରହିବ: କେୟାର ରେଟିଂ

ଭୁବନେଶ୍ୱର: କରୋନା ମହାମାରୀର ୨ୟ ଲହର ଭାରତ ବଜାର ଉପରେ ଗଭୀର ପ୍ରଭାବ ପକାଇଛି। ସଂକ୍ରମଣକୁ ରୋକିବା ପାଇଁ ଦେଶ ମଧ୍ୟରେ ଲକ୍‌ଡାଉନ ଓ ଶଟ୍‌ଡାଉନ ଜାରି ହୋଇଛି। ଏଭଳି ସ୍ଥିତିରେ ଆର୍ଥତ୍କ ବର୍ଷ ୨୦୨୧-୨୨ରେ ଦେଶର ଜିଡିପି ପ୍ରାୟ ୯% ରହିବ ବୋଲି ଏକ ସର୍ଭେରୁ ଜଣାପଡିଛି। ଆର୍ଥିକ ନିବେଶ ଓ ପୁଞ୍ଜି ବଜାର ଉପରେ କାର୍ଯ୍ୟ କରୁଥିବା ଦେଶର ଅଗ୍ରଣୀ ସଂସ୍ଥା କେୟାର ରେଟିଂ ପକ୍ଷରୁ କରାଯାଇଥିବା ସର୍ଭେରୁ ଜଣାପଡିଛି ଯେ କୋଭିଡ୍‌-୧୯ ଯୋଗୁ ବର୍ତ୍ତମାନ ଦେଶର ବାଣିଜି୍ୟକ କାରବାର ମାନ୍ଦା ରହିଛି। କେନ୍ଦ୍ର ଓ ରାଜ୍ୟ ସରକାରଗୁଡିକ ପକ୍ଷରୁ ଲାଗୁ କରାଯାଇଥିବା କଟକଣା ଫଳରେ ବର୍ତ୍ତମାନ ବଜାର ମାନ୍ଦା ରହିଛି। ଏଭଳି ପରିସ୍ଥିତି ଆଗାମୀ ଜୁନ ପର୍ଯ୍ୟନ୍ତ ରହିପାରେ। ବର୍ତ୍ତମାନ ସମୟରେ ଅତ୍ୟାବଶ୍ୟକ ସାମଗ୍ରୀର ଚାହିଦା ୮୦% ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

ସେପ୍ଟେମ୍ବର ୧୫ରୁ ବନ୍ଦ ହୋଇପାରେ ଦୋକାନୀଙ୍କ ୟୁପିଆଇ

ନୂଆଦିଲ୍ଲୀ,୫ା୯: ଅନ୍‌ଲାଇନ ପେମେଣ୍ଟ ବ୍ୟବସ୍ଥାକୁ ନେଇ ଏବେ ଦେଶରେ ୧୦ ଲକ୍ଷ କ୍ଷୁଦ୍ର ବ୍ୟବସାୟୀ ସଙ୍କଟରେ ପଡ଼ିଛନ୍ତି। କାରଣ ସେମାନଙ୍କ କଓ୍ବୋଇସି ପ୍ରକ୍ରିୟା ଏ ପର୍ଯ୍ୟନ୍ତ ଶେଷ…

କ୍ରମାଗତ କ୍ଷତି ପରେ ଶେୟାର ବଜାରରେ ସାମାନ୍ୟ ସୁଧାର

ମୁମ୍ବାଇ,୫ା୯: ଚଳିତ ସପ୍ତାହରେ କ୍ରମାଗତ ଭାବେ ୪ଟି କାର୍ଯ୍ୟଦିବସରେ ଶେୟାର ବଜାର କାରବାର ହ୍ରାସ ପାଇ ଆସିଥିଲାବେଳେ ଶୁକ୍ରବାର କାରବାର ପରେ ସାମାନ୍ୟ ସୁଧାର ଆସିଛି। ଏହାଦ୍ୱାରା…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

ଏବେ କିଣିନିଅନ୍ତୁ ସୁନା, ବଢିବ ସୁନାଦର; ଏକ୍ସପର୍ଟ କହିଦେଲେ କେବେ…

ନୂଆଦିଲ୍ଲୀ,୪।୯: ପାର୍ୱଣ ଏବଂ ବିବାହ ଋତୁ ପାଇଁ ପ୍ରସ୍ତୁତି ଚଳାଇଥିବା ଲୋକଙ୍କ ନିମନ୍ତେ ସେପ୍ଟେମ୍ୱର ମାସଟି ବେଶ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇପାରେ। ସମ୍ପ୍ରତି ସୁନା ଦରରେ କିଛିଟା…

ଦଶ’ରା, ଦୀପାବଳିରେ ଘରକୁ ଯିବାକୁ ଚାହୁଁଥିଲେ ଖୁସିଖବର, ସ୍ପେଶାଲ ଟ୍ରେନ୍‌କୁ ନେଇ ରେଲେଓ଼୍ବର ବଡ଼ ଘୋଷଣା

ନୂଆଦିଲ୍‌ଲୀ,୪।୯: ନିଜ ଘରଠାରୁ ଦୂରରେ ଦିଲ୍ଲୀ, ମୁମ୍ୱାଇ, ଚଣ୍ଡିଗଡ଼ ଏବଂ ଅନ୍ୟାନ୍ୟ ବଡ଼ ବଡ଼ ସହରରେ ରହୁଥିବା ଲୋକଙ୍କ ପାଇଁ ଖୁସି ଖବର। ଦଶହରା, ଦୀପାବଳି ଏବଂ…

ପୁଣି ପେନଶନ ଚର୍ଚ୍ଚା ଭିତରେ ଆସିଲା ଅପଡେଟ୍‌, ପେନଶନଧାରୀଙ୍କ ପାଇଁ ବଡ଼ ଖବର

ନୂଆଦିଲ୍ଲୀ,୪।୯: ୮ମ ବେତନ ଆୟୋଗ (8th Pay Commission) ଗଠନ ହେବାର ୧୦ ମାସ ପୂରଣ ହୋଇସାରିଛି। ଜଷ୍ଟିସ ରଞ୍ଜନା ପ୍ରକାଶ ଦେଶାଇଙ୍କ ଅଧ୍ୟକ୍ଷତାରେ ଗଠିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri