ଗୀତା ବାସ୍ରା-ହରଭଜନ ସିଂ କରୋନା ପଜିଟିଭ

ଚଣ୍ଡିଗଡ଼,୩୦ ।୧: ବଲିଉଡ୍ ଅଭିନେତ୍ରୀ ଗୀତା ବାସ୍ରା ଓ ତାଙ୍କ କ୍ରିକେଟର ପତି ହରଭଜନ ସିଂ କରୋନାରେ ସଂକ୍ରମିତ ହୋଇଛନ୍ତି । ଏବେ ଉଭୟ କ୍ୱାରାଣ୍ଟାଇନରେ ଥିବା ବେଳେ ଏହା ସେମାନଙ୍କ ପାଇଁ ଏକ ଖରାପ ସମୟ ବୋଲି ହରଭଜନ କହିଛନ୍ତି । ଲୋହଡି ପର୍ବ ପାଳନ ସମୟରେ ଏମାନେ ସଂକ୍ରମିତ ହୋଇଥିବା ଅନୁମାନ କରୁଛନ୍ତି । ତେବେ ଖୁବ୍ କମ୍ ଅତିଥିରେ ଏମାନେ ଲୋହଡି ପାଳନ କରିଥିଲେ ବି ସଂକ୍ରମଣକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି । ୨୧ ଜାନୁୟାରୀରେ ଗୀତା ସୂଚନା ଦେଇଥିଲେ କି ସେ କରୋନାରେ ସଂକ୍ରମିତ ହୋଇଛନ୍ତି । ଏବେ ୪ ଦିନ ପୂର୍ବେ ହରଭଜନ ତାଙ୍କର କରୋନା ଟେଷ୍ଟ କରିଥିବା ବେଳେ ଏବେ ରିପୋର୍ଟ ପଜିଟିଭ ଆସିଥିବା ଜଣାପଡିଛି । ଏମାନେ ଏବେ ଅଲଗା ରହୁଥିବା ବେଳେ ଯେହେତୁ ପଞ୍ଜାବରେ ରହିଛନ୍ତି ତେଣୁ ହରଭଜନଙ୍କ ପରିବାରର ସପୋର୍ଟ ତାଙ୍କୁ ମିଳୁଛି ବୋଲି ଗୀତା କହିଛନ୍ତି । ଏବେ ସେମାନେ ଏକେଲା ରହି ନିଜର ସୁସ୍ଥତା ଉପରେ ଧ୍ୟାନ ଦେଉଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସୋସିଆଲ ମିଡିଆରେ ଏମିତି ମନ୍ତବ୍ୟ ଦେଇ ନିଲମ୍ବିତ ହେଲେ ଶିକ୍ଷକ

ନୂଆପଡ଼ା,୨୩ା୫(ମକାରୁ ବେମାଲ):ସାମାଜିକ ଗଣମାଧ୍ୟମ ଫେସ୍‌ବୁକରେ ବିଭ୍ରାନ୍ତିକର ମନ୍ତବ୍ୟ ଦେଇ ନୂଆପଡ଼ା ଜିଲାର ଜଣେ ସହକାରୀ ଶିକ୍ଷକ ନିଲମ୍ବିତ ହୋଇଛନ୍ତି। ସୂଚନା ମୁତାବକ, ନୂଆପଡ଼ା ଜିଲା କୋମନା ବ୍ଲକ…

ସୋରିପଡ଼ା, ଖଲିଆପଡ଼ାରେ ଜଳ ସଙ୍କଟ: ପାଣି ଟୋପେ ପାଇଁ ହନ୍ତସନ୍ତ

ନୂଆପଡ଼ା,୨୩ା୫ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ୍‌ ଜଟଗଡ଼ ପଞ୍ଚାୟତ ସୋରିପଡ଼ା ଓ ଖଲିଆପଡ଼ାରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ସୂଚନା ଅନୁଯାୟୀ ସୋରିପଡ଼ା ଗଁାରେ ୫୦ରୁ…

ଅଧରାତିରେ ଚାଲାଣ ହେଉଥିଲା ଗୋରୁ, ମାଡ଼ିବସିଲେ ଗ୍ରାମବାସୀ: ଆଉ ତା’ପରେ…

ମହାକାଳପଡ଼ା,୨୩।୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ପିତାପାଟ ଗ୍ରାମ ପାଇଟାଳ କନ୍ଧା ବାଲି ମାଉଣ୍ଟଠାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଗାଡ଼ିରେ…

ତ୍ରିକୋଣ ପ୍ରେମର କରୁଣ ପରିଣତି: ବିଚ୍‌ ରାସ୍ତାରେ ଦ୍ୱିତୀୟ ପ୍ରେମିକଙ୍କ ମାଆ-ମାମୁଁଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ପ୍ରଥମ ପ୍ରେମିକ

ବାଲେଶ୍ୱର, ୨୩।୫( ବାଞ୍ଛାନିଧି ଦେ) : ରାଜଧାନୀରୁ ଆରମ୍ଭ କରି ସବୁଠି ଏବେ ପ୍ରେମକୁ ନେଇ ଘଟୁଛି ତୁମୁଳକାଣ୍ଡ । ଏଭଳି ଏକ ସାଙ୍ଘାତିକ ଘଟଣା ସାମ୍ନାକୁ…

ଡୋନାଲ୍ଡ ଟ୍ରମ୍ପଙ୍କ ଝିଅକୁ ହତ୍ୟା କରିବାକୁ ଉଦ୍ୟମ! ହେଲା ବଡ଼ ପର୍ଦ୍ଦାଫାଶ, ଷଡ଼ଯନ୍ତ୍ର ରଚିଥିଲା…

ଓ୍‌ବାଶିଂଟନ୍‌,୨୩।୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପାଇଁ ଏକ ଆଶ୍ଚର୍ଯ୍ୟଜନକ ଏବଂ ଭୟଙ୍କର ଖବର ଆସିଛି। ପ୍ରକୃତରେ, ତାଙ୍କ ଝିଅ ଇଭାଙ୍କା ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚେଷ୍ଟା…

କୋର୍ଟ ଆଗରେ ବାପାଙ୍କୁ ହାଣିଲେ ୨ ପୁଅ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ସୋର, ୨୩ା୫(ଜନ୍ମେଜୟ ମିଶ୍ର):ଜମିବାଡ଼ି ବିବାଦକୁ କେନ୍ଦ୍ର କରି ବାପାଙ୍କୁ ଗୋଡେଇ ଗୋଡେଇ ହାଣିଛନ୍ତି ୨ ପୁଅ। ତାହା ପୁଣି ସୋର କୋର୍ଟ ସମ୍ମୁଖରେ। ସ୍ଥାନୀୟ ଲୋକେ ଗୁରୁତର…

ସ୍ଥିରତାକୁ ଗୁରୁତ୍ୱ

ସିବିଆଇ ନିର୍ଦ୍ଦେଶକ ଭାବରେ ପ୍ରବୀଣ ସୁଦ୍‌ଙ୍କ କାର୍ଯ୍ୟକାଳ ଆଉ ୧ବର୍ଷ ବଢ଼ିିବା ଅପ୍ରତ୍ୟାଶିତ ନ ଥିଲା। ଔପଚାରିକ ଭାବରେ, ସରକାର ନିରନ୍ତରତା ଏବଂ ସ୍ଥିରତା ନାମରେ ଏହି…

ଜିଲା ଟପ୍ପର ହେଲେ ଛାତ୍ରୀ ପ୍ରତୀକ୍ଷାରାଣୀ: ଭବିଷ୍ୟତରେ ଏହି କାମ କରିବାକୁ ଲକ୍ଷ୍ୟ

ଲୋଇସିଂହା,୨୩।୫(ସୁଶାନ୍ତ ବାରିକ):ନିକଟରେ ସିଏଚ୍‌ଏସଇ ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇଛି ା ଏଥିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ସକମାସ୍ଥିତ ଯୁବୋଦୟ କଲେଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri