ଦୀର୍ଘ ଦିନ ପରେ ପରଦାକୁ ଫେରିବେ ଗୀତା ବାସ୍ରା

ମୁମାଇ: ଦୀର୍ଘ ଦିନର ବ୍ୟବଧାନ ପରେ ପରଦାକୁ ଫେରୁଛନ୍ତି ଅଭିନେତ୍ରୀ ଗୀତା ବାସ୍ରା। ସେ ଫିଲ୍ମ ‘ନୋଟରୀ’ରେ ନଜର ଆସିବେ ବୋଲି ଏବେ ଚର୍ଚ୍ଚା ହେଉଛି। ଫିଲ୍ମରେ ସେ ପରମବ୍ରତ ଚାଟାର୍ଜୀଙ୍କ ବିପକ୍ଷରେ ମୁଖ୍ୟ ଭୂମିକାରେ ଦର୍ଶକ ଦେଖିବାକୁ ପାଇବେ। ତେବେ ଫିଲ୍ମକୁ ନିର୍ଦ୍ଦେଶକ ପୱନ ବାଡେୟର ନିର୍ଦ୍ଦେଶନା ଦେବେ। ୫ ଅକ୍ଟୋବରରୁ ଭୋପାଳରେ ଏହାର ଶୁଟିଂ ଆରମ୍ଭ ହେବ। ଏହାକୁ ନେଇ ଗୀତା ନିଜେ ସୂଚନା ଦେଇ କହିଛନ୍ତି, ମୋତେ ଏହି ଭୂମିକା ଦିଆଯାଇଥିବାରୁ ମୁଁ ବହୁତ ଖୁସି ଅଛି।


Enter your email to get our daily news in your inbox.

All Right Reserved By Dharitri.Com

Sukhbir Badal: ସୁଖବୀର ସିଂହ ବାଦଲଙ୍କ ଉପରେ ଆକ୍ରମଣର ହେବ ତଦନ୍ତ; ମୁଖ୍ୟମନ୍ତ୍ରୀ ଫଡନବୀସ ଦେଲେ ବଡ଼ ନିର୍ଦ୍ଦେଶ

ମୁମ୍ବାଇ,୧୩।୮: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଅକାଳି ଦଳର ମୁଖ୍ୟ ଏବଂ ପୂର୍ବତନ ପଞ୍ଜାବ ଉପମୁଖ୍ୟମନ୍ତ୍ରୀ ସୁଖବୀର ସିଂହ ବାଦଲଙ୍କ ଉପରେ ହୋଇଥିବା ଆକ୍ରମଣର ତଦନ୍ତ ନିର୍ଦ୍ଦେଶ…

ଗାତରେ ପଡ଼ିଗଲା ହାତୀଛୁଆ, ଜଗି ରହି ଚିତ୍କାର କରୁଥିଲା ମା’, ଆଉ ତା’ ପରେ…

ସୁନ୍ଦରଗଡ଼,୧୩ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସଦର ରେଞ୍ଜ ଅନ୍ତର୍ଗତ ହମିରପୁର ପଞ୍ଚାୟତର ଗୋପପୁର ଜଙ୍ଗଲରେ ଗାତରେ ପଡ଼ିଥିବା ଏକ ହାତୀଛୁଆକୁ ଗୁରୁବାର ସକାଳେ ଜଙ୍ଗଲ ବିଭାଗ ଦ୍ବାରା ଉଦ୍ଧାର…

ବୈଶିଙ୍ଗା-ରୁପ୍‌ସା ମୁଖ୍ୟ ରାସ୍ତାରେ ଚଳାଚଳ ବନ୍ଦ

ବୈଶିଙ୍ଗା,୧୩ା୮(ରତନ ଦାଶ): ମୟୂରଭଞ୍ଜ ଜିଲାର ବେତନଟୀ ବ୍ଲକ ଅନ୍ତର୍ଗତ ବିଭିନ୍ନ ଅଞ୍ଚଳରେ ବୁଧବାରଠାରୁ ମୂଷଳ ଧାରାରେ ଲଘୁଚାପ ବର୍ଷା ଲାଗି ରହିଥିବାରୁ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ଜୀବନ…

ଜନସାଧାରଣଙ୍କ ପାଇଁ ବଡ଼ ଘୋଷଣା କଲେ ପ୍ରଶାନ୍ତ କିଶୋର, ନିଜ ବାସଭବନରେ ନ ରହି….

ପାଟନା,୧୩।୮: ବାଙ୍କୀପୁର ବିଧାନସଭା ଉପନିର୍ବାଚନ ଜିତିବା ପରେ ଜନ ସୁରାଜର ସଂସ୍ଥାପକ ତଥା ନବନିର୍ବାଚିତ ବିଧାୟକ ପ୍ରଶାନ୍ତ କିଶୋର ଜନସାଧାରଣଙ୍କ ସ୍ୱାର୍ଥରେ ଏକ ବଡ଼ ଘୋଷଣା କରିଛନ୍ତି…

ଶନିଙ୍କ ନକ୍ଷତ୍ର ପରିବର୍ତ୍ତନ ଆଣିବ ବଡ଼ ଖୁସି: ଅକ୍ଟୋବର ପର୍ଯ୍ୟନ୍ତ ଏହି ୩ ରାଶିଙ୍କୁ ମିଳିବ ଭାଗ୍ୟର ସାଥ୍‌

ଅଗଷ୍ଟ ମାସରେ ଶନିଦେବଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ଗୋଚର ହେବାକୁ ଯାଉଛି। ଜ୍ୟୋତିଷ ଅନୁସାରେ ଏହି ଗୋଚରର ପ୍ରଭାବ ବେଶ ଗୁରୁତ୍ୱପୂର୍ଣ୍ଣ ରହିପାରେ। ବର୍ତ୍ତମାନ ଶନି ମୀନ ରାଶିରେ…

ମନର କଥା କହିଦେଲେ ପ୍ରୀତି ଜିଣ୍ଟା: ଅମିରଙ୍କ ସହ…

ଫରହାନ ଅଖତରଙ୍କ ନିର୍ଦ୍ଦେଶିତ ପ୍ରଥମ ଚଳଚ୍ଚିତ୍ର ‘ଦିଲ ଚାହତା ହୈ’ ୨୫ ବର୍ଷ ପୂରଣ କରିଛି। ଏହି ଚଳଚ୍ଚିତ୍ରଟି ରୌପ୍ୟ ଜୟନ୍ତୀ ପାଳନ କରିବା ସହିତ ପୁଣି…

ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ, ଗୃହ ଓ ନଗର ଉନ୍ନୟନ ବିଭାଗ ନିର୍ଦ୍ଦେଶକ ଚିଠି ଲେଖି…

ଦେବଗଡ଼,୧୩ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ। ହାଇକୋର୍ଟଙ୍କ ନିର୍ଦ୍ଦେଶ ଆଧାରରେ ପୁନଃ ଅବସ୍ଥାପିତ ପାଇଁ ଚିଠି…

ହସ୍ପିଟାଲ୍‌ର ଶୌଚାଳୟରୁ ମିଳିଲା ନର୍ସଙ୍କ ମୃତଦେହ; କବାଟ ଭାଙ୍ଗି ଶବ ଉଦ୍ଧାର, ନାଇଟ୍ ସିଫ୍ଟ…

କୋଲକାତା,୧୩।୮: ପଶ୍ଚିମବଙ୍ଗର କୋଲକାତାସ୍ଥିତ ନୀଲରତନ ସରକାର (NRS) ମେଡିକାଲ କଲେଜ ଏବଂ ହସ୍ପିଟାଲରୁ ଏକ ରହସ୍ୟଜନକ ମୃତ୍ୟୁ ମାମଲା ସାମ୍ନାକୁ ଆସିଛି। ବୁଧବାର ରାତିରେ ଡ୍ୟୁଟିରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri