୫୧ ବର୍ଷରେ ଲୁଚିଛପି ବିବାହ କଲେ ଗୀତା କପୁର! କଲେ ବଡ଼ ଖୁଲାସା

ମମ୍ବାଇ: ୫୧ବର୍ଷରେ ବିବାହ କରିଛନ୍ତି ଗୀତା ମଆ। ପ୍ରସିଦ୍ଧ ନୃତ୍ୟଶିଳ୍ପୀ ତଥା କୋରିଓଗ୍ରାଫର ଗୀତା କପୁରଙ୍କ ‘ଗୀତା ମାଆ’ ଭାବେ ଘରେ ଘରେ ପରିଚିତ। ଫିଜା, ଅଶୋକା, ସାଥିଆ, ହେ ବେବ, ଆଲାଦ୍ଦିନ ପରି ଅଗଣିତ ଫିଲ୍ମରେ କୋରିଓଗ୍ରାଫି କରିଥିବା ଗୀତା କପୁର ମଧ୍ୟ ଟିଭି ଜଗତରେ ବହୁତ ସକ୍ରିୟ ଅଟନ୍ତି। ଗୀତା ଦୀର୍ଘ ସମୟ ଧରି ରିଆଲିଟି ଶୋ’ରେ ଜଜ୍‌ ଭାବେ ନଜର ଆସିଛନ୍ତି। ତେବେ ତାଙ୍କ ବିବାହକୁ ନେଇ ସବୁଆଡେ ଚର୍ଚ୍ଚା ଲାଗି ରହିଛି। ଏହି ଖବରକୁ ଫ୍ୟାନ୍ସ ବି ବିଶ୍ୱାସ କରିପାରୁ ନାହାନ୍ତି। ଏହି ଚର୍ଚ୍ଚା ଭିତରେ ନିଜର ନୀରବତା ଭାଙ୍ଗିଛନ୍ତି ଗୀତା। ଆଉ ଏ ସମ୍ପର୍କରେ ଖୁଲାସା କରିଛନ୍ତି।

୫୧ ବର୍ଷୀୟ ଗୀତା କପୁର ଆଜି ପର୍ଯ୍ୟନ୍ତ ବିବାହ କରିନାହାଁନ୍ତି। କିନ୍ତୁ ଅନେକ ଥର ଗୁଜବ ପ୍ରଚାରିତ ହୋଇଛି ଯେ ସେ ଳଚାଚୋରାରେ ବିବାହ କରିଛନ୍ତି। ନିକଟରେ ଏକ ଜାତୀୟ ଗଣମାଧ୍ୟମକୁ ସାକ୍ଷାତକାର ଏନେଇ ଖୁଲାସା କରିଛନ୍ତି। ସେ କହିଛନ୍ତି, ବିବାହକୁ ନେଇ ମୋ ବିଷୟରେ ଗୁଜବ ପ୍ରଚାରିତ ହୋଇଛି। ଚର୍ଚ୍ଚା ହେଉଛି କି, ମୁଁ ଚୁପଚାପ ବିବାହ କରିଛି, ଯଦିଓ ମୁଁ କରି ନାହିଁ। ଯଦି ମୁଁ ବିବାହ କରିଥା’ନ୍ତି, ମୁଁ ଗର୍ବର ସହିତ କହିଥାନ୍ତି । ଏପରି ଗୁଜବ ମୋତେ ଆଶ୍ଚର୍ଯ୍ୟ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇନ୍‌ଷ୍ଟାଗ୍ରାମରେ ପରସ୍ପରକୁ ଅନ୍‌ଫଲୋ କଲେ ପଲାଶ-ସ୍ମୃତି

ମୁମ୍ବାଇ: ଗାୟକ ତଥା ଫିଲ୍ମ ନିର୍ମାତା ପଲାଶ ମୁଛଲ ଏବଂ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ରବିବାର  ଅଫିସିଆଲି ସେମାନଙ୍କ ବିବାହ ଭାଙ୍ଗିବା ସମ୍ପର୍କରେ ନିଶ୍ଚିତ...

୩୦ ବର୍ଷ ପରେ ସୂର୍ଯ୍ୟ-ଶନି ସମାସପ୍ତକ ଯୋଗ, ଏହି ୪ରାଶିରେ ପଡିବ ଖରାପ ପ୍ରଭାବ, ଅଡୁଆରେ ପଡି ଫସିବେ…

ସୂର୍ଯ୍ୟ-ଶନି ସମାସପ୍ତକ ଯୋଗ 2025, ଯାହା ଗ୍ରହମାନଙ୍କର ରାଜା ସୂର୍ଯ୍ୟଙ୍କ କନ୍ୟା ରାଶିରେ ପ୍ରବେଶ ସହିତ ଆରମ୍ଭ ହୋଇଥିଲା। ସୂର୍ଯ୍ୟ ବର୍ତ୍ତମାନ କନ୍ୟା ରାଶିରେ ଅଛନ୍ତି...

ଧାନ କିଣାବିକାରେ ଅଚଳାବସ୍ଥା: ତାତିଲେ ଚାଷୀ, କଲେ ଏମିତି…

ବରଗଡ଼,୭ା୧୨(ପ୍ରେମାନନ୍ଦ ଖମାରୀ.): ବରଗଡ଼ ଜିଲାରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ରବିବାର ୧୦ଦିନରେ ପହଞ୍ଚିଛି। ହେଲେ...

୨୦୨୬ରେ କେମିତି ରହିବ ତୁଳା ରାଶିର ଭାଗ୍ୟ, ବୃହସ୍ପତିଙ୍କ ଚଳନ, ଟଙ୍କାରେ ପୋତି ହେବେ…

ବର୍ଷ ୨୦୨୬ ତୁଳା ରାଶି ପାଇଁ ସେମାନଙ୍କ ଅଧ୍ୟୟନ ଏବଂ କ୍ୟାରିୟର ଉଭୟ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ । ବର୍ଷର ମଧ୍ୟଭାଗରେ ବୃହସ୍ପତିଙ୍କ ପ୍ରଭାବ ଆପଣଙ୍କୁ ସ୍ଥଗିତ...

ଭାରତର ଟପ୍‌ ୭ଟିି ସରକାରୀ ଚାକିରି, IAS ଭଳି ଦରମା, କମ୍‌ ପରିଶ୍ରମରେ…

ନୂଆଦିଲ୍ଲୀ,୭।୧୨: ସରକାରୀ ଚାକିରି ପାଇବା ଲକ୍ଷ ଲକ୍ଷ ଯୁବକ ଯୁବତୀଙ୍କ ସ୍ୱପ୍ନ। ତଥାପି, ଅଧିକାଂଶ ଲୋକ କେବଳ କିଛି ହାଇ-ପ୍ରୋଫାଇଲ ପଦବୀ ବିଷୟରେ ଜାଣନ୍ତି –...

ସ୍ମୃତି ମନ୍ଧାନାଙ୍କ ପୋଷ୍ଟ ପରେ ବଡ଼ ଖୁଲାସା କଲେ ପଲାଶ! କହିଲେ ଆକ୍ସନ ନେବି…

ନୂଆଦିଲ୍‌ଲୀ,୭।୧୨: କ୍ରିକେଟର ସ୍ମୃତି ମନ୍ଧାନା ଏବଂ ସଂଗୀତକାର ପଲାଶ ମୁଛଲଙ୍କ ବିବାହ ଚର୍ଚ୍ଚାରେ ଏବେ ଫୁଲଷ୍ଟପ ପଡିଛିି। ସ୍ମୃତି ଏବଂ ପଲାଶଙ୍କ ବିବାହ ବହୁତ ଦିନ...

ବିବାହକୁ ନେଇ ଶେଷରେ ମୁହଁ ଖୋଲିଲେ ସ୍ମୃତି ମନ୍ଧାନା, କହିଲେ ପଲାଶଙ୍କ ସହ…

ନୂଆଦିଲ୍‌ଲୀ,୭।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ସୋସିଆଲ ମିଡିଆରେ ଏକ ଭାବପ୍ରବଣ ପୋଷ୍ଟ ସେୟାର କରି ତାଙ୍କ ବିବାହକୁ ନେଇ ଚାଲିଥିବା...

ବିଲରୁ ଫେରୁଥିବା ବେଳେ ଗୋଡ଼ାଇ ଗୋଡ଼ାଇ କାମୁଡିଲା ବିଲୁଆ

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିରେ ମାତିଛି ବିଲୁଆ। ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ରୋହି ଗାଁର ସୁକୁନୁ ଜେନା(୫୮), ସୋଲି ସ୍ବାଇଁ(୬୦),ତପସ୍ବିନୀ ଜେନା(୨୫),ଶର୍ମିଲା ଜେନା(୩୫),ଗୁରୁଦେବ ରଣା(୩୮)ବିଲୁଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri