Posted inଜାତୀୟ

ରାଜସ୍ଥାନ ମନ୍ତ୍ରିମଣ୍ଡଳର ପୁର୍ନଗଠନ ଆଜି, ୫ ବିଧାୟକଙ୍କ ସମେତ ୧୫ ମନ୍ତ୍ରୀ ନେବେ ଶପଥ

ଜୟପୁର,୨୧ ।୧୧: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ରବିବାର ତାଙ୍କ ମନ୍ତ୍ରିମଣ୍ଡଳର ପୁର୍ନଗଠନ କରିବାକୁ ଯାଉଛନ୍ତି । ରବିବାର ହେବାକୁ ଥିବା ଶପଥ ଗ୍ରହଣ ସମାରୋହରେ ମୋଟ ୧୫ ନେତାଙ୍କୁ ମନ୍ତ୍ରୀ ପଦର ଶପଥ ଦିଆଯିବ । ନୂଆ ମନ୍ତ୍ରୀଙ୍କ ଶପଥ ଗ୍ରହଣ ସମାରୋହ ରାଜଭବନରେ ଆୟୋଜିତ କରାଯିବ । ଅପରାହ୍ନ ପ୍ରାୟ ୪ଟାରେ ଏହା ଆୟୋଜିତ କରାଯିବ । ଶପଥ ନେବାକୁ ଯାଉଥିବା ମନ୍ତ୍ରୀଙ୍କ ମଧ୍ୟରୁ ୧୧ଜଣ କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ, ୩ ରାଜ୍ୟମନ୍ତ୍ରୀଙ୍କୁ ପ୍ରମୋଟ କରି କ୍ୟାବିନେଟ ମନ୍ତ୍ରୀ କରାଯିବ । ଏହାସହ ମନ୍ତ୍ରିମଣ୍ଡଳରେ ୮ ନୂଆ ଚେହେରାଙ୍କୁ ସ୍ଥାନ ଦିଆଯିବ । ଅନ୍ୟ ୪ ନେତା ରାଜ୍ୟ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ଚାନ୍ଦବାଲି ବିଡିଓଙ୍କୁ ସସ୍‌ପେଣ୍ଡ କରି…

ଚାନ୍ଦବାଲି,୧ା୧୦(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବିଡିଓ ସଞ୍ଜୀବ ମହାପାତ୍ରଙ୍କ ବିରୋଧରେ ରାଜ୍ୟ ସରକାର ନେଇଛନ୍ତି କଠୋର କାର୍ଯ୍ୟାନୁଷ୍ଠାନ। କାର୍ଯ୍ୟରେ ଅବହେଳା ଓ ଶୃଙ୍ଖଳାଗତ ନିୟମ ଭଙ୍ଗ…

ଅଭିଜିତ୍ ଦୀପକେ କରିପାରିବେ କି ଜ୍ଞାନେଶ କୁମାରଙ୍କ ଇସ୍ତଫା? ସୋନମ୍ ୱାଙ୍ଗଚୁକ୍ ଦେଲେ ବଡ଼ ବୟାନ୍

ନୂଆଦିଲ୍ଲୀ,୧।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଶୁକ୍ରବାର (୨ ଅକ୍ଟୋବର) ମୁମ୍ବାଇରେ ବିକ୍ଷୋଭ ପ୍ରଦର୍ଶନ କରିବାକୁ ଯାଉଛି କକରୋଚ୍ ଜନତା ପାର୍ଟି (CJP)…

ବ୍ୟାଙ୍କରେ ସବୁ ଶନିବାର ଛୁଟି, ସପ୍ତାହରେ ୫ ଦିନ ହେବ କାମ? ଭାଇରାଲ ବିଜ୍ଞପ୍ତିରେ ହେଉଥିବା ଦାବିକୁ ନେଇ ସରକାର କହିଲେ…

ନୂଆଦିଲ୍ଲୀ,୧।୧୦: ଆଜିକାଲି ସୋସିଆଲ୍‌ ମିଡିଆରେ ଭ୍ରାମକ ଓ ଗୁଜବ ଖବର ଅତି ଶୀଘ୍ର ଭାଇରାଲ୍‌ ହେବାରେ ଲାଗିଛି। ଗତ କିଛି ଦିନ ହେବ ବ୍ୟାଙ୍କିଙ୍ଗ୍‌ ସେକ୍ଟରକୁ ନେଇ…

ବଡ଼ ଡେଙ୍ଗନେଲି ନିକଟରେ ଭୁଶୁଡ଼ିଲା କଲଭର୍ଟ, ନିୟମଗିରି ଅଞ୍ଚଳକୁ ବନ୍ଦ ହୋଇଗଲା ଯାତାୟାତ

କଲ୍ୟାଣସିଂହପୁର,୧ା୧୦(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ପାର୍ସାଲି ପଞ୍ଚାୟତରେ ଗ୍ରାମ୍ୟ ଉନ୍ନୟନ (ଆର୍‌ଡି) ବିଭାଗ ପକ୍ଷରୁ ନିର୍ମିତ ମୁଖ୍ୟ ରାସ୍ତା ଏବେ ସମ୍ପୂର୍ଣ୍ଣ…

ନବରଙ୍ଗପୁରରେ ଲଜ୍ଜା; ୮୦ ବର୍ଷୀୟା ବୃଦ୍ଧାଙ୍କୁ ଜଙ୍ଗଲକୁ ଟାଣିନେଇ ବଳାତ୍କାର ଅଭିଯୋଗ, ଚିତ୍କାର ଶୁଣି ଦୌଡ଼ି ଆସିଲେ ଗ୍ରାମବାସୀ

ନବରଙ୍ଗପୁର,୧।୧୦(ସଦାଶିବ ପ୍ରହରାଜ ): ମାନବିକତାକୁ ଲଜ୍ଜିତ କଲା ଅମାନବୀୟ ଘଟଣା । ୮୦ ବର୍ଷୀୟା ବୃଦ୍ଧାଙ୍କୁ ଜଙ୍ଗଲରେ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଙ୍ଗଲରୁ…

ସଫେଇ ଅଭିଯାନରେ ସାମିଲ ହେଲେ ଅଧିକ୍ଷକ: କର୍ମଚାରୀଙ୍କୁ ଦେଲେ ସ୍ବଚ୍ଛତା ବାର୍ତ୍ତା

କେସିଙ୍ଗା, ୧।୧୦ (ତୁମେଶ୍ୱର ସାହୁ): ଆଗାମୀ ଗାନ୍ଧୀ ଜୟନ୍ତୀ ଏବଂ ଅକ୍ଟୋବର ୧ ତାରିଖର ସ୍ବତନ୍ତ୍ର ସ୍ବଚ୍ଛତା ଶ୍ରମଦାନ ଅବସରରେ କଳାହାଣ୍ଡି ଜିଲାର କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ…

୫୫ ବର୍ଷର ଦିନିକିଆ କ୍ରିକେଟ୍‌ ଇତିହାସରେ ପ୍ରଥମଥର ଘଟିଲା ଏମିତି: ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ମିଶିକି କଲେ ବିଶ୍ୱରେକର୍ଡ

ଗୁଆହାଟୀ,୧।୧୦:ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଗୁଆହାଟୀର ବାରସାପାରା କ୍ରିକେଟ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ ଦିନିକିଆ ମ୍ୟାଚ କ୍ରିକେଟ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛି। ୧୯୭୧ରୁ ଆରମ୍ଭ…

ଆଉ ଏକ ମାଇଲଷ୍ଟୋନ ହାସଲ କଲେ ବୈଭବ ସୂର୍ଯ୍ୟବଂଶୀ: ବିଶ୍ୱର ସବୁଠୁ କନିଷ୍ଠ କ୍ରିକେଟର୍‌ ଭାବେ କଲେ…

ନୂଆଦିଲ୍ଲୀ,୧।୧୦: ଭାରତୀୟ କ୍ରିକେଟ୍‌ର ଉଦୀୟମାନ ତାରକା ତଥା ‘ୱଣ୍ଡରକିଡ’ ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ଯୋଡ଼ି ହୋଇଛି ଆଉ ଏକ ବଡ଼ ସଫଳତା। ମାତ୍ର ୧୫ ବର୍ଷ ବୟସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?