ଗେହଲଟ ସରକାରଙ୍କ ନୂଆ ଆଇନ: ମାସ୍କ ପିନ୍ଧିବା ଅନିବାର୍ଯ୍ୟ

ଜୟପୁର,୩।୧୧: ଦେଶର ପ୍ରଥମ ରାଜ୍ୟ ଭାବେ ରାଜସ୍ଥାନରେ ସର୍ବ ସାଧାରଣସ୍ଥଳରେ ମାସ୍କ ପିନ୍ଧିବାକୁ ଅନିବାର୍ଯ୍ୟ କରାଯାଇଛି। ରାଜ୍ୟରେ ଦନକୁ ଦିନ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାରୁ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ସରକାରଙ୍କ ପକ୍ଷରୁ ଏଭଳି ନିଷ୍ପତ୍ତି ଗ୍ରହଣ କରାଯାଇଛି। ବିଧାନସଭାରେ ଏସମ୍ପର୍କିତ ପ୍ରସ୍ତାବ ସର୍ବସମ୍ମତ ଭାବେ ଅନୁମୋଦିତ ହୋଇଛି। ଏହି ପ୍ରସ୍ତାବ ଉପରେ ହୋଇଥିବା ଆଲୋଚନାରେ ଆଇନମନ୍ତ୍ରୀ ଶାନ୍ତି କୁମାର ଧାରିଓ୍ବାଲ କହିଥିଲେ ଯେ, କରୋନା ମହାମାରୀ ଦେଶବ୍ୟାପି ଆତଙ୍କ ସୃଷ୍ଟି କରିଛି। ଏପରିସ୍ଥଳେ ରାଜସ୍ଥାନ ମହାମାରୀ ଅଧିନିୟମ-୨୦୨୦ ଅର୍ନ୍ତଗତ ମାସ୍କ ପିନ୍ଧିବାକୁ ଅନିବାର୍ଯ୍ୟ କରାଯିବାର ଆବଶ୍ୟକତା ରହିଛି। ମାସ୍କ ନ ପିନ୍ଧିଲେ କରୋନାକୁ ନିୟନ୍ତ୍ରଣ କରିବା ସମ୍ଭବ ନୁହେଁ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଯୋଧ୍ୟା ମାମଲା: ଅକ୍ଟୋବର ୧୮ସୁଦ୍ଧା ଶୁଣାଣି; ନଭେମ୍ବର ୧୭ ପୂର୍ବରୁ ରାୟ; ନ ହେଲେ ପୁଣି ଲଟକି ରହିବ

ନୂଆଦିଲ୍ଲୀ,୨୬।୯: ଅଯୋଧ୍ୟା ମାମଲାରେ ଅକ୍ଟୋବର ୧୮ ସୁଦ୍ଧା ଶୁଣାଣି କରାଯିବ। ସେହିପରି ନଭେମ୍ବର ୧୭ ପୂର୍ବରୁ ଏହାର ରାୟ ପ୍ରକାଶ କରାଯିବ ବୋଲି ସୁପ୍ରିମ୍‌କୋର୍ଟ କହିଛନ୍ତି।...

କେନ୍‌-ବେଟଓ୍ବା ଲିଙ୍କ୍‌ ବୁଝାମଣା

ନୂଆଦିଲ୍ଲୀ,୨୨।୩: ଉତ୍ତରପ୍ରଦେଶ ଏବଂ ମଧ୍ୟପ୍ରଦେଶ ମଧ୍ୟରେ କେନ୍‌-ବେଟଓ୍ବା ଲିଙ୍କ୍‌ ବୁଝାମଣା ହୋଇଛି। ଏକ ଭିଡ଼ିଓ କନଫରେନ୍ସିଂ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତିରେ ଦୁଇ ରାଜ୍ୟ...

ହିମାଚଳ ପ୍ରଦେଶ ନିର୍ବାଚନ ପାଇଁ ଦ୍ୱିତୀୟ ପ୍ରାର୍ଥୀ ତାଲିକା ଜାରି କଲା ଭାଜପା

ଶିମ୍‌ଲା,୨୦।୧୦: ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଭାଜପା ଗୁରୁବାର ଦ୍ୱିତୀୟ ପ୍ରାର୍ଥୀ ତାଲିକା ଜାରି କରିଛି। ଏଥିରେ ୬ଜଣ ପ୍ରାର୍ଥୀଙ୍କ ନାମ ରହିଛି। ହିମାଚଳ...

ଭାଲେଣ୍ଟାଇନ୍ସ ଡେ’ରେ ସ୍ବାମୀଙ୍କୁ ଲିଭର ଉପହାର ଦେଲେ ପତ୍ନୀ

ଥିରୁଭାନନ୍ତପୁରମ,୧୫।୨: ପ୍ରେମର ପ୍ରତୀକ ଭାବେ ଭାଲେଣ୍ଟାଇନ୍ସ ଡେ’କୁ ଜଣାଯାଏ। ପ୍ରେମୀଯୁଗଳମାନେ ଏହି ଦିନକୁ ବେଶ୍‌ ଉଲ୍ଲାସ ସହ ପାଳନ କରିବା ସହ ନିଜର ମନର ଭାବନାକୁ...

ବଢ଼ୁଛି ହାଜତ ହିଂସା

ନୂଆଦିଲ୍ଲୀ, ୯।୮(ଆଇଏଏନ୍‌ଏସ୍‌): ସପ୍ତାହେ ପରେ ଭାରତ ପାଳିବାକୁ ଯାଉଛି ୭୫ତମ ସ୍ବାଧୀନତା ଦିବସ। ଭାରତୀୟ ସମ୍ବିଧାନର ଅନୁଚ୍ଛେଦ ୨୧ ଦେଶର ପ୍ରତ୍ୟେକ ନାଗରିକଙ୍କୁ ଜୀବନ ଧାରଣ...

କରୋନା ପଜିଟିଭ୍‌ ଡାକ୍ତରଙ୍କ ସଂସ୍ପର୍ଶରେ ୬ ପରିବାର: ସଙ୍ଗରୋଧରେ ରହିଲେ ୪୦

ରସୁଲପୁର,୨୯ା୬ (ଡି.ଏନ୍‌.ଏ.): ରସୁଲପୁର ବ୍ଲକ ଅଧୀନ ପ୍ରଥମାଖଣ୍ଡି ପଞ୍ଚାୟତ ଗୋପାଳପୁର ଗାଁର ଜଣେ ଦାନ୍ତ ଡାକ୍ତର ଗତ ୨୩ ତାରିଖରେ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ...

୨ ଲକ୍ଷ ଦେଲେ କେନ୍ଦୁଝର ଏମ୍‌ପି

କେନ୍ଦୁଝର, ୬ା୪(ଡି.ଏନ.ଏ.): କେନ୍ଦୁଝର ଏମ୍‌ପି ଚନ୍ଦ୍ରାଣୀ ମୁର୍ମୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡ(ସିଏମଆରଏଫ)କୁ ନିଜ ଦରମାରୁ ଅନ୍‌ଲାଇନ ଜରିଆରେ ୨ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି। କରୋନା ମୁକାବିଲା...

ଭିଡିଓ କନଫେରେନ୍ସିଂରେ ସରପଞ୍ଚଙ୍କୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ

ବନ୍ତ, ୨୨।୪(ଡି.ଏନ୍‌.ଏ.): ରାଜ୍ୟରେ କରୋନା ମୁକାବିଲା ପାଇଁ ଗତ ଦୁଇ ଦିନ ତଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ସରପଞ୍ଚଙ୍କୁ ଜିଲାପାଳ କ୍ଷମତା ଅର୍ପଣ କରିଛନ୍ତି।...

Advertisement
Archives

Model This Week