Posted inଜାତୀୟ

ରାଜ୍ୟପାଳଙ୍କୁ ଭେଟିଲେ ଗେହଲଟ

ଜୟପୁର,୧୯ା୭: ରାଜସ୍ଥାନ କଂଗ୍ରେସ ସରକାରରୁ ସମର୍ଥନ ପ୍ରତ୍ୟାହାର କରିନେଇଥିବା ଆଞ୍ଚଳିକ ଦଳର ୨ ବିଧାୟକ ପୁଣିଥରେ ସମର୍ଥନ ଜଣାଇବା ପରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଶନିବାର ସନ୍ଧ୍ୟାରେ ରାଜ୍ୟପାଳ କଲରାଜ ମିଶ୍ରଙ୍କୁ ଭେଟିଛନ୍ତି। ଏହା ସୌଜନ୍ୟମୂଳକ ସାକ୍ଷାତ୍‌ ଥିଲା ବୋଲି ଗେହଲଟ କହିଛନ୍ତି। ଉଭୟଙ୍କ ମଧ୍ୟରେ କରୋନା ସ୍ଥିତି ଓ ଅନ୍ୟାନ୍ୟ ପ୍ରସଙ୍ଗରେ ୪୫ ମିନିଟ ଆଲୋଚନା ହୋଇଥିଲା। ଭାରତୀୟ ଟ୍ରାଇବାଲ ପାର୍ଟି (ବିଟିପି)ର ଦୁଇ ବିଧାୟକ ସରକାରଙ୍କୁ ସେମାନଙ୍କ ସମର୍ଥନ ଘୋଷଣା କରିଥିବା ଗେହଲଟ ଟୁଇଟ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପିଏସଏଲଭି-ସି ୫୬ ର ଉତ୍‌କ୍ଷେପଣ ପାଇଁ କାଉଣ୍ଟ ଡାଉନ ଆରମ୍ଭ, ରବିବାର ସକାଳ ସାଢ଼େ ୬ରେ ହେବ ସାତଟି ଉପଗ୍ରହ ଉତକ୍ଷେପଣ…

ହାଇଦ୍ରାବାଦ,୨୯।୭ : ଚନ୍ଦ୍ରାୟନ -୩ର ସଫଳ ଉତକ୍ଷେପଣ ପରେ ବର୍ତ୍ତମାନ ଇସ୍ରୋ ଆଉ ଏକ ରେକର୍ଡ ସ୍ଥାପନ କରିବାକୁ ଯାଉଛି। ଏନେଇ କାଉଣ୍ଟ ଡାଉନ ଆରମ୍ଭ...

ରାଜଧାନୀରେ ହେବନି ଲକ୍‌ଡାଉନ

ନୂଆଦିଲ୍ଲୀ,୧୦।୧: ରାଜଧାନୀ ଦିଲ୍ଲୀରେ କରୋନା ସହ ଏହାର ପୂଆ ଭାରିଆଣ୍ଟ ଓମିକ୍ରନ ମାମଲା ବ୍ୟାପିବାରେ ଲାଗିଛି। ସୋମବାର ଦିଲ୍ଲୀ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ (ଡିଡିଏମ୍‌ଏ)ର ଏକ...

ଲୋକଙ୍କ ପାଇଁ ବନ୍ଦ ହେଲା ରାଷ୍ଟ୍ରପତି ଭବନ

ନୂଆଦିଲ୍ଲୀ,୧୩।୩(ପି.ଟି.): କରୋନା ଭୟରେ ରାଷ୍ଟ୍ରପତି ଭବନରେ ବାହାର ଲୋକଙ୍କ ପ୍ରବେଶକୁ ଶୁକ୍ରବାରଠାରୁ ବନ୍ଦ କରିଦିଆଯାଇଛି। ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ରାଷ୍ଟ୍ରପତି ଭବନ ପରିସରକୁ କୌଣସି ପର୍ଯ୍ୟଟକ...

କୃଷ୍ଣ ଜନ୍ମଭୂମି ନିକଟରେ ଭଙ୍ଗାରୁଜା ବିରୋଧରେ ସୁପ୍ରିମକୋର୍ଟରେ ପିଟିଶନ ଦାଖଲ, ଅଗଷ୍ଟ ୧୬ରେ ହେବ ଶୁଣାଣି

ଲକ୍ଷ୍ନୌ,୧୫।୮: ମଥୁରା ସ୍ଥିତ ଶ୍ରୀକୃଷ୍ଣ ଜନ୍ମଭୂମି ନିକଟରେ ଭଙ୍ଗାରୁଜା ମାମଲା ସୁପ୍ରିମକୋର୍ଟରେ ପହଞ୍ଚିଛି। ଅଗଷ୍ଟ ୧୬ରେ କୋର୍ଟ ଏହି ମାମଲାର ଶୁଣାଣି କରିବେ। ଭାରତର ପ୍ରଧାନ...

ଆତଙ୍କବାଦୀ ଆକ୍ରମଣ ବନ୍ଦ ନ ହେଲେ ପାକିସ୍ତାନ ସହ କ୍ରିକେଟ ମ୍ୟାଚ ହେବ ନାହିଁ: ଅନୁରାଗ ଠାକୁର

ନୂଆଦିଲ୍ଲୀ,୧୫।୯: ଦକ୍ଷିଣ କଶ୍ମୀରର ଅନନ୍ତନାଗ ଜିଲାରେ ଆତଙ୍କବାଦୀ ଆକ୍ରମଣରେ ଜଣେ କର୍ଣ୍ଣେଲ, ଜଣେ ମେଜର ଓ ଜଣେ ଡିଏପି ଶହୀଦ ହୋଇଛନ୍ତି। ତେବେ ଏନେଇ କେନ୍ଦ୍ର...

ରାଷ୍ଟ୍ରରକ୍ଷା-ସୁରକ୍ଷା ନେଇ କେବେ ଆଶ୍ୱାସନା ଦେବେ ମୋଦି: ରାହୁଲ

ନୂଆଦିଲ୍ଲୀ, ୨୮।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଂଗ୍ରେସ ପକ୍ଷରୁ ଲଗାତାର ଘେରିବା ଉଦ୍ୟମ କରାଯାଉଛି। ରବିବାର ମୋଦିଙ୍କ ମନ୍‌ କି ବାତ୍‌ କାର୍ଯ୍ୟକ୍ରମ ପରେ ରବିବାର...

ବିଚାରପତି ପ୍ରଶାସନିକ ନିଯୁକ୍ତିର ଅଂଶ ହେଲେ ନ୍ୟାୟିକ କାର୍ଯ୍ୟ କରିବ କିଏ : ଆଇନମନ୍ତ୍ରୀ…

ନୂଆଦିଲ୍ଲୀ,୧୮।୩ : ଆଇନ ମନ୍ତ୍ରୀ କିରେନ ରିଜିଜୁ ଶନିବାର ସାମ୍ବିଧାନିକ ‘ଲକ୍ଷ୍ମଣ ରେଖା’ ବିଷୟରେ ଉଲ୍ଲେଖ କରିଛନ୍ତି ଯାହାକି କାର୍ଯ୍ୟନିର୍ବାହୀ ତଥା ନ୍ୟାୟପାଳିକା ସମେତ ବିଭିନ୍ନ...

ମାରିଦେବାକୁ ଯୋଜନା କରି ଚଳନ୍ତା କାର୍‌ରୁ ବୋହୂଙ୍କୁ ଠେଲି ଦେଲେ ଶାଶୁ ଘର ଲୋକେ

ଚେନ୍ନାଇ,୧୧।୬: ତାମିଲନାଡୁର ଆରତି ଅରୁଣ(୩୮) ନାମକ ଜଣେ ମହିଳାଙ୍କୁ ତାଙ୍କ ଶାଶୁ ଘର ଲୋକେ ଚଳନ୍ତା କାର୍‌ରୁ ଠେଲି ଦେଇ ମାରି ଦେବାକୁ ଉଦ୍ୟମ କରିଥିବା...

Advertisement
Archives

Model This Week