Categories: ଜାତୀୟ

ସୋମବାର ନାମାଙ୍କନ କରିବେ ଗେହଲଟ

ନୂଆଦିଲ୍ଲୀ,୨୧ା୯: କଂଗ୍ରେସରେ ଅଧ୍ୟକ୍ଷ ପଦ ପାଇଁ ଅକ୍ଟୋବର ୧୭ରେ ନିର୍ବାଚନ ହେବାକୁ ଯାଉଛି। ବରିଷ୍ଠ ନେତା ଶଶୀ ଥରୁରଙ୍କୁ ପ୍ରାର୍ଥୀ ହେବାରେ କୌଣସି ଆପତ୍ତି ନାହିଁ ବୋଲି ଦଳ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ସୋମବାର ଜଣାଇଥିଲେ। ଅନ୍ୟପକ୍ଷରେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ତଥା ଗାନ୍ଧୀ ପରିବାରର ଏକାନ୍ତ ଅନୁଗତ ୭୧ ବର୍ଷୀୟ ଅଶୋକ ଗେହଲଟ ତାଙ୍କର ପ୍ରତିଦ୍ୱନ୍ଦ୍ୱୀ ହେବାକୁ ଯାଉଛନ୍ତି।

Share