କରୋନାରୁ ସୁସ୍ଥ ହେଲେ ଜେନେଲିଆ

ମୁମ୍ବାଇ,୩୦।୮-ବଲିଉଡ ଅଭିନେତ୍ରୀ ଜେନେଲିଆ ଦେଶମୁଖ ଶନିବାର କରୋନାରୁ ସୁସ୍ଥ ହୋଇଛନ୍ତି। ଏ ନେଇ ସେ ଟୁଇଟ କରି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଗତ ତିନି ସପ୍ତାହ ପୂର୍ବରୁ ମୋର କରୋନା ରିପୋର୍ଟ ପଜିଟିଭ ଆସିଥିଲା। ଗତ ୨୧ ଦିନ ଧରି ମୋ ଶରୀରରେ କୌଣସି ଲକ୍ଷଣ ଦେଖାଯାଉ ନ ଥିଲେ ମଧ୍ୟ ରିପୋର୍ଟ ପଜିଟିଭ ଆସିଥିଲା। ଭଗବାନଙ୍କ ଆଶୀର୍ବାଦରୁ ବର୍ତ୍ତମାନ ମୋର କରୋନା ରିପୋର୍ଟ ନେଗେଟିଭ ଆସିଛି। ସଙ୍ଗରୋଧରେ ୨୧ ଦିନ ରହିବା ମୋ ପାଇଁ କଷ୍ଟକର ଥିଲା ବୋଲି ସେ ଟୁଇଟରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Thalapathy Vijayଙ୍କୁ ଝଟ୍‌କା, ଅବୈଧ ସମ୍ପର୍କ ଅଭିଯୋଗରେ ସ୍ତ୍ରୀ ଦେବେ ଛାଡପତ୍ର!

ମୁମ୍ୱାଇ: ତାମିଲ ସିନେମା ସୁପରଷ୍ଟାର ଥାଲାପତି ବିଜୟଙ୍କ ଜୀବନରେ ବଡ଼ ବିପତ୍ତି ମାଡ଼ି ଆସିଛି। ପ୍ରଥମେ ତାଙ୍କ ଫିଲ୍ମକୁ ନେଇ ବିବାଦ ଲାଗି ରହିଥିଲା, ଏବଂ ଏବେ…

The Kerala Story 2 Release: ଫିଲ୍ମ ଉପରେ ଥିବା ସ୍ଥଗିତାଦେଶ ଉଠାଇଲେ କେରଳ ହାଇକୋର୍ଟର ଡିଭିଜନ ବେଞ୍ଚ

ମୁମ୍ବାଇ,୨୭।୨: ଶୁକ୍ରବାର କେରଳ ହାଇକୋର୍ଟ ‘ଦି କେରଳ ଷ୍ଟୋରି 2’ ଚଳଚ୍ଚିତ୍ରର ନିର୍ମାତାଙ୍କୁ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। କିଛି ଦିନ ପୂର୍ବରୁ କେରଳ ହାଇକୋର୍ଟର ଏକକ ବିଚାରପତି…

ବିବାହ ପରେ ପ୍ରଥମଥର ଏକାଠି ନଜର ଆସିଲେ ରଶ୍ମିକା-ବିଜୟ, ବିମାନବନ୍ଦରରେ ଗ୍ରାଣ୍ଡ ଓ୍ବେଲକମ୍‌ କଲେ ପ୍ରଶଂସକ

ମୁମ୍ବାଇ: ଦକ୍ଷିଣ ସିନେମାର ସବୁଠାରୁ ଲୋକପ୍ରିୟ ଅଭିନେତ୍ରୀ ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡା ଫେବୃଆରୀ ୨୬ ତାରିଖରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ବିବାହ ପରେ…

ଦୀପିକାଙ୍କ ହାତରୁ ଗଲା ବଡ଼ ପ୍ରୋଜେକ୍ଟ

ଅଭିନେତ୍ରୀ ଦୀପିକା ପାଦୁକୋଣ ମା’ ହେବାପରେ ସମ୍ପୂର୍ଣ୍ଣ ବଦଳିଯାଇଛନ୍ତି। ସେ ଏବେ ଝିଅ ଦୁଆ ସହ ସମୟ ବିତାଉଛନ୍ତି। ମା’ ହେବା ପରଠାରୁ ସେ କୌଣସି ଫିଲ୍ମରେ…

ରଶ୍ମିକା-ବିଜୟ ଦେବରକୋଣ୍ଡାଙ୍କ ମୋଟ ସମ୍ପତ୍ତି କେତେ? ଫିଲ୍ମ ବ୍ୟତୀତ ଏଠାରୁ କମାନ୍ତି ମୋଟାଅଙ୍କର ଟଙ୍କା…

ମୁମ୍ୱାଇ: ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡା ଫେବୃଆରୀ 26 ତାରିଖରେ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଏହାକୁ ବର୍ଷର ସବୁଠାରୁ ଚର୍ଚ୍ଚିତ ସେଲିବ୍ରିଟି ବିବାହ ମଧ୍ୟରୁ…

‘ଦି କେରଳ ଷ୍ଟୋରି ୨’ ଉପରେ ହାଇକୋର୍ଟଙ୍କ ସ୍ଥଗିତାଦେଶ

କୋଚି,୨୭ା୨(ପି.ଟି.): ‘ଦି କେରଳ ଷ୍ଟୋରି ୨- ଗୋଜ୍‌ ବିୟଣ୍ଡ’ ଚଳଚ୍ଚିତ୍ରର ମୁକ୍ତିଲାଭ ଉପରେ କେରଳ ହାଇକୋର୍ଟ ଗୁରୁବାର ଅନ୍ତରୀଣ ସ୍ଥଗିତାଦେଶ ଲଗାଇଛନ୍ତି । ଉକ୍ତ ଚଳଚ୍ଚିତ୍ରକୁ ସେନ୍‌ସର…

ସାମ୍ନାକୁ ଆସିଲା #VIROSHଙ୍କ ବିବାହ ଫଟୋ, ପୋଷ୍ଟ ଲେଖି ରୋମାଣ୍ଟିକ୍‌ ହେଲେ କପଲ୍‌…ଦେଖନ୍ତୁ

ଉଦୟପୁର: ସରିଲା ଅପେକ୍ଷା। ଦୀର୍ଘ ଦିନର ଚର୍ଚ୍ଚା ଓ ପ୍ରତୀକ୍ଷାରେ ପଡ଼ିଲା ପୂର୍ଣ୍ଣଚ୍ଛେଦ। ଶେଷରେ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି ସାଉଥ ସୁପରଷ୍ଟାର୍‌ ବିଜୟ ଦେବରକୋଣ୍ଡାଏବଂ ରଶ୍ମିକା…

ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟ-ରଶ୍ମିକା, ମଣ୍ଡପ ବାହାରେ ବଣ୍ଟାହେଲା ମିଠା

ଉଦୟପୁର,୨୬।୨: ଅଭିନେତା ବିଜୟ ଦେବରକୋଣ୍ଡା ଏବଂ ରଶ୍ମିକା ମନ୍ଦାନା ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଏହି କପଲ ଉଦୟପୁରରେ ଦକ୍ଷିଣ ଭାରତୀୟ ରୀତିନୀତି ଅନୁସାରେ ସାତ ଜନ୍ମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri