ଆଜି ସାଧାରଣ ବଜେଟ

ନୂଆଦିଲ୍ଲୀ,୧।୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଶନିବାର ପୂର୍ବାହ୍ନ ୧୧ଟାରେ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ପାର୍ଲାମେଣ୍ଟରେ ସାଧାରଣ ବଜେଟ ଉପସ୍ଥାପନ କରିବେ। କ୍ରମାଗତ ଅଷ୍ଟମ ଥର ପାଇଁ ସେ ବଜେଟ ଉପସ୍ଥାପନ କରିବାକୁ ଯାଉଛନ୍ତି।

Share
Tags: Budget 2025