ଅଷ୍ଟ୍ରେଲିଆ ନିର୍ବାଚନ: ଭୋଟ ନ ଦେଲେ ଦେବାକୁ ପଡିବ ଏକ ହଜାର ଟଙ୍କା ଜରିମାନା

କାନବେରା,୧୮।୫: ଅଷ୍ଟ୍ରେଲିଆରେ ଶନିବାର ସାଧାରଣ ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ତେବେ ୧୯୨୪ରୁ ସରକାର ଏଠାରେ ମତଦାନକୁ ଅନିର୍ବାଜ୍ୟ କରିବା ଫଳରେ ଏଠାରେ ସବୁଥର ପାଖାପାଖି ୯୧ ପ୍ରତିଶତରୁ ଊର୍ଦ୍ଧ୍ୱ ମତଦାନ ହୋଇଥାଏ। ୧୯୯୪ରେ ତ ଏହା ୯୬.୨୨ ପ୍ରତିଶତ ହୋଇଥିଲା। ସରକାରଙ୍କ କହିବା କଥା ହେଲା ଏଠାରେ ମତଦାନକୁ ଅନିର୍ବାଜ୍ୟ କରିବା ଫଳରେ ଲୋକେ ସରକାର ଓ ରାଜନୀତିକ କାର୍ଯ୍ୟରେ ରୁଚି ରଖୁଛନ୍ତି। ସେଥିପାଇଁ ସକ୍ରିୟ ଭାବେ ଭୋଟ ଦେବାକୁ ରେଜିଷ୍ଟ୍ରେଶନ କରୁଛନ୍ତି। ଏଠାରେ ୧୮ ବର୍ଷରୁ ଊର୍ଦ୍ଧ୍ୱ ବୟସର ବ୍ୟକ୍ତିଙ୍କର ମତଦାନ ଅଧିକାର ରହିଛି। ତେବେ କେହି ଯଦି ଭୋଟ ଦେଇ ନ ପାରିଲେ ସରକାର ସେମାନଙ୍କୁ ଏହାର କାରଣ ପଚାରନ୍ତି। ଯଦି ଏହାର କୌଣସି ସଠିକ୍‌ ବା ଯୁକ୍ତିଯୁକ୍ତ କାରଣ ନ ବାହାରିଲା ତେବେ ସରକାର ସେମାନଙ୍କ ଉପରେ ଏକ ହଜାର ଟଙ୍କା ଜରିମାନା ଲଗାଇଥାଆନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ମିଳିଲା ୨୭ କେଜିର ଭାକୁର

ଭବାନୀପାଟଣା,୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ବତୀ ଜଳ ଭଣ୍ଡାର କେବଳ ଜଳସେଚନ କି ବିଦ୍ୟୁତ ଉତ୍ପାଦନ ପାଇଁ ନୁହେଁ ବରଂ ମାଛ ଉତ୍ପାଦନ ପାଇଁ…

ଯୁବକଙ୍କୁ ଆକ୍ରମଣ ମାମଲା: ଜେଲ୍‌ ଗଲେ ଅଭିଯୁକ୍ତ

ରିଷିଡା,୬।୭(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଫାଣ୍ଡି ଅଧୀନ ବଡଡୁଙ୍ଗୁରୀଗୁଡା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ଜଣେ ଯୁବକଙ୍କୁ ପୋଲିସ…

ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର: ହାରିଗଲେ ଶେଷ ଆଇନଗତ ଲଢ଼େଇ

ନୂଆଦିଲ୍ଲୀ,୬।୭: ପଳାତକ ଭାରତୀୟ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର ହୋଇଛି। ସେ ୟୁରୋପୀୟ କୋର୍ଟରେ ତାଙ୍କର ଶେଷ ଆଇନଗତ ଲଢ଼େଇ…

ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଅବମାନନା: ସିଲ ହେଲା ୩ ହୋଟେଲ, କଲ୍ୟାଣ ମଣ୍ଡପ

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ବିଭିନ୍ନ ହୋଟେଲ, କଲ୍ୟାଣ ମଣ୍ଡପ ଗୁଡ଼ିକ ସହରକୁ ପ୍ରଦୂଷଣ କରୁଥିବା ଅଭିଯୋଗ ହୋଇଛି। ଏପରିକି ସେମାନେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…

ବାହାଘରକୁ ଭଙ୍ଗା ପୋଲ ଅଡ଼ୁଆ: ବହୁଛି ୭ ଫୁଟ ପାଣି

ଭେଡେନ,୬।୭(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ବର୍ଷା ଥମିବାର ନାଁ ନେଉ ନାହିଁ। ଅଧିକରୁ ଅଧିକ ବର୍ଷା ହେଉଥିବା ଯୋଗୁ ବିଭିନ୍ନ ନଦୀ, ନାଳର ଜଳସ୍ରୋତ ବୃଦ୍ଧି ପାଇଛି।…

ସମୁଦ୍ରଜଳରେ ଲୀନ ହୋଇଯିବ ତାମ୍ପରା ହ୍ରଦ: ଛତ୍ରପୁର ସହରକୁ ଘାରିବ ବିପଦ

ଛତ୍ରପୁର,୬।୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗର ଗଞ୍ଜାମ ଜିଲାର ବିଭିନ୍ନ କୂଳକୁ ଅତିକ୍ରମ କରିବା ଘଟଣା ଗଣମାଧ୍ୟମରେ ଚର୍ଚ୍ଚା ଜୋର୍‌ ଧରିଛି। ଆଉ ଅନ୍ୟପଟେ ଛତ୍ରପୁର ପୌରପରିଷଦର ଜୀବନରକ୍ଷା କରୁଥିବା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ସୁନାମ: ହଠାତ୍‌ ଘଟିଗଲା…

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡି ଗ୍ରାମର ଶ୍ରୀ ରଘୁନାଥ ମନ୍ଦିର ନିକଟସ୍ଥ ଏକ ପୋଖରୀରେ ବୁଡି ଜଣେ ବୃଦ୍ଧଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri