ଜାନୁୟାରୀ ୭ରେ ବାଂଲାଦେଶରେ ସାଧାରଣ ନିର୍ବାଚନ

ଢାକା,୧୫।୧୧: ଜାନୁୟାରୀ ୭ରେ ବାଂଲାଦେଶରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବ। ବାଂଲାଦେଶ ମୁଖ୍ୟ ନିର୍ବାଚନ କମିଶନର କାଜୀ ହବିବୁଲ ଆୱାଲ ବୁଧବାର ଘୋଷଣା କରିଛନ୍ତି।
ବଢୁଥିବା ରାଜନୈତିକ ଉତ୍ତେଜନା ମଧ୍ୟରେ ବାଂଲାଦେଶ ନିର୍ବାଚନ ଆୟୋଗ ଏହି ଘୋଷଣା କରିଛନ୍ତି। ବାଂଲାଦେଶ ନ୍ୟାଶନାଲିଷ୍ଟ ପାର୍ଟି ଏବଂ ଏହାର ସହଯୋଗୀମାନେ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କ ଇସ୍ତଫା ଦାବି କରି ପରିବହନ ଅବରୋଧ ଅଭିଯାନ ଚଳାଇଛନ୍ତି।
ପ୍ରଧାନମନ୍ତ୍ରୀ ହସିନାଙ୍କ ନେତୃତ୍ୱରେ ନିର୍ବାଚନ ଅନୁଷ୍ଠିତ ହେବ ବୋଲି ଶାସକ ଆୱାମୀ ଲିଗ କହିଛି। ଅକ୍ଟୋବର ୨୮ ଠାରୁ ବିରୋଧୀ ଦଳ ସେମାନଙ୍କ ଦାବି ପାଇଁ ପରିବହନ ଅବରୋଧ କରୁଛନ୍ତି। ଗତ ତିନି ସପ୍ତାହ ମଧ୍ୟରେ ରାଜନୈତିକ ହିଂସାରେ ଜଣେ ପୋଲିସ କର୍ମଚାରୀଙ୍କ ସମେତ ଅତି କମରେ ୫ ଜଣଙ୍କର ମୃତ୍ୟୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିମାନଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଏଣିକି ୬୦% ସିଟ୍‌ ମାଗଣାରେ ବାଛିପାରିବେ

ନୂଆଦିଲ୍ଲୀ,୧୮ା୩: ବିମାନଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି। ବୁଧବାର ବିମାନଯାତ୍ରୀମାନଙ୍କୁ ଲାଭ ଦେବା ପାଇଁ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ଏକ ବ୍ୟାପକ ତଥା ନୂଆ ନିୟମ ପ୍ରଚଳନ…

ରୁଷିଆ ପରେ ଭାରତକୁ ତେଲ ପଠାଇଲା ଏହି ମୁସିଲମ ଦେଶ, ଚମକି ପଡିଲେ ଟ୍ରମ୍ପ!

ନୂଆଦିଲ୍‌ଲୀ,୧୮।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ଯୋଗୁଁ ହର୍ମୁଜରେ ସଙ୍କଟ ଆହୁରି ଗଭୀର ହେଉଛି। ଏହି ପରିସ୍ଥିତି ମଧ୍ୟରେ, ଭାରତ ପାଇଁ ଏକ…

ରକ୍ତ ଜୁଡୁବୁଡୁ ଅବସ୍ଥାରେ ଭଡାଘରୁ ଯୁବକ ଉଦ୍ଧାର: ବଢୁଛି ସନ୍ଦେହ

ବାହାନଗା,୧୮।୩(ଅରୂପ କୁମାର ଦାସ): ରକ୍ତ ଜୁଡୁବୁଡୁ ଅବସ୍ଥାରେ ଭଡାଘରୁ ଜଣେ ଯୁବକ ଉଦ୍ଧାର କରାଯିବା ଘଟଣା ପୋଲିସ ପାଇଁ ମୁଣ୍ଡବ୍ୟଥାର କାରଣ ସାଜିଛି। ଏଭଳି ଘଟଣା ଘଟିଛି…

ତେଲକୁ ନେଇ ରୁଷିଆ-ପାକିସ୍ତାନ ଭିତରେ ବଡ଼ ଡିଲ୍‌, ଭାରତକୁ ଜୋରଦାର ଝଟ୍‌କା!

ମସ୍କୋ,୧୮।୩: ବିଶ୍ୱର ଗଭୀର ଶକ୍ତି ସଙ୍କଟ ଏବଂ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ରୁଷିଆ ପାକିସ୍ତାନ ପ୍ରତି ବନ୍ଧୁତାର ହାତ ବଢ଼ାଇଛି। ପାକିସ୍ତାନରେ…

କେସିଙ୍ଗାରୁ ଭୁବନେଶ୍ୱର ହେଉ ସିଧା ଟ୍ରେନ ଚଳାଚଳ: ଲୋକ ସଭାରେ ଦାବି ଉଠାଇଲେ ଏମ୍‌ପି

କେସିଙ୍ଗା,୧୮।୩(ତୁମେଶ୍ୱର ସାହୁ): କଳାହାଣ୍ଡି ଏମପି ମାଲବିକା ଦେବୀ ଦିଲ୍ଲୀରେ ଅନୁଷ୍ଠିତ ଲୋକ ସଭା ଗୃହରେ କଳାହାଣ୍ଡି ଜିଲାର ସଂସଦୀୟ କ୍ଷେତ୍ର କଳାହାଣ୍ଡି ଓ ନୂଆପଡ଼ା ଜିଲା ପାଇଁ…

ବିଧାନସଭାରେ କୋକେଇ ଶୋଭାଯାତ୍ରା:‘ରାମ ନାମ ସତ୍ୟ ହେ’ ଧ୍ୱନିରେ ପ୍ରକମ୍ପିତ ପରିସର

ଭୁବନେଶ୍ୱର,୧୮।୩: ବିଧାନସଭାରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖାଯାଇଛି। SCB ଟ୍ରାଜେଡିକୁ ଦେଇ ଗୃହରେ କମ୍ପିଛନ୍ତି ବିରୋଧୀ। ବିଧାନସଭାରେ ପ୍ରତିକାତ୍ମକ କୋକେଇ ଶୋଭାଯାତ୍ରା ବାହାର କରିଛନ୍ତି ବିରୋଧୀ…

ଏହି ୬ ସହରରେ ଆରମ୍ଭ ହେଲା ଇଣ୍ଡିଆ ପୋଷ୍ଟ’ର ୨୪ ଘଣ୍ଟିଆ ଗ୍ୟାରେଣ୍ଟେଡ୍‌ ଡେଲିଭରି ସେବା

ନୂଆଦିଲ୍ଲୀ ,୧୮ା୩:ଭାରତୀୟ ଡାକ ସେବା ପକ୍ଷରୁ ଦେଶର ୬ ସହରରେ ୨୪ ଘଣ୍ଟିଆ ନିଶ୍ଚିତ ଡେଲିଭରି(ସ୍ପିଡ୍‌ପୋଷ୍ଟ) ସେବା ଆରମ୍ଭ ହୋଇଛି। କେନ୍ଦ୍ର ଯୋଗାଯୋଗ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ…

ଘଟିବ କି କିଛି ଅଶୁଭ: ପୁଣି ନୀଳଚକ୍ର ଉପରେ ବସିଲା ଚିଲ

ପୁରୀ,୧୮ା୩(ଅଜିତ୍‌ କୁମାର ମହାନ୍ତି):ଶ୍ରୀମନ୍ଦିର ନୀଳଚକ୍ର ଉପରେ ମଙ୍ଗଳବାର ଅପରାହ୍ନରେ କିଛି ସମୟ ଧରି ଚିଲ ବସିଥିବା ଦେଖିବାକୁ ମିଳିଥିଲା। କିଛିଦିନ ହେବ ଲଗାତର ଏପରି ଘଟଣା ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri