ଭିଜିଲାନ୍ସ ଜାଲରେ ଜେନେରାଲ ମ୍ୟାନେଜର

ସମ୍ବଲପୁର ଅଫିସ,୧୧।୩: ଭିଜିଲାନ୍ସ ଜାଲରେ ପଡିଛନ୍ତି ଟାଟା ପାୱାରର ଜେନେରାଲ ମ୍ୟାନେଜର ସନ୍ତୋଷ କୁମାର ଦରଜି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର, ବୁର୍ଲା ଓ ବରଗଡ଼ର ମୋଟ ୩ଟି ସ୍ଥାନରେ ଚଢ଼ାଉ ଜାରି ରହିଛି । ଚଢାଉରେ ଜଣେ ଡିଏସ୍‌ପି, ୬ ଜଣ ଇନ୍‌ସ୍ପେକ୍ଟର, ଦୁଇ ଜଣ ଏଏସ୍‌ଆଇ ଏବଂ ଅନ୍ୟ କର୍ମଚାରୀ ସାମିଲ ଅଛନ୍ତି । ସମ୍ବଲପୁର ଭିଜିଲାନ୍ସ ସ୍ପେଶାଲ ଜଜ୍‌ ୱାରେଣ୍ଟ ବଳରେ ଏହି ଚଢାଉ ହୋଇଛି । ବର୍ତ୍ତମାନ ସୁଦ୍ଧା ୬ ଲକ୍ଷ ୨୮ ହଜାର ଟଙ୍କା ଭିଜିଲାନ୍ସ ଜବତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି…

ଆଜି ଲଘୁୁଚାପକୁ ଫେରିବ ଅବପାତ, ଏହି ଦିନ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୧୫।୮ (ବନ୍ଦନା ସେଠୀ):ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସକ୍ରିୟ ଅବପାତ ଶନିବାର ସୁଦ୍ଧା ଅବପାତଟି ଦୁର୍ବଳ ହୋଇ ପୁଣି ଲଘୁଚାପ କ୍ଷେତ୍ରକୁ ଫେରିବାର…

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…

୯ ଜଣଙ୍କୁ କୀର୍ତ୍ତି ଚକ୍ର, ୧୯ଙ୍କୁ ଶୌର୍ଯ୍ୟ ଚକ୍ର

ନୂଆଦିଲ୍ଲୀ,୧୫ା୮(ପି.ଟି.): ୮୦ତମ ସ୍ବାଧୀନତା ଦିବସର ଦିନକ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୭୮ଟି ସାହସିକତା ପୁରସ୍କାରକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ସେଥିରୁ ୧୩ଟି ପୁରସ୍କାର ମରଣୋତ୍ତର…

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ପୋଲିସ ସେବା ପୁରସ୍କାର-୨୦୨୬ ଘୋଷଣା: ଓଡ଼ିଶାର ସଞ୍ଜୀବ ପଣ୍ଡା, ସ୍ମୀତାରାଣୀ ମହାନ୍ତିଙ୍କୁ ରାଷ୍ଟ୍ରପତି ପଦକ

ଭୁବନେଶ୍ୱର,୧୪ା୮(ତ୍ରିନାଥ ମହାନ୍ତି): ସ୍ବାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଓଡ଼ିଶା ସମେତ ଦେଶର ଅନ୍ୟାନ୍ୟ ରାଜ୍ୟ, କେନ୍ଦ୍ର ଶାସିତ ଅଞ୍ଚଳ ଏବଂ ବିଭିନ୍ନ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri