ନ୍ୟୁୟର୍କରେ ଥିବା ଓଡ଼ିଆ ଡାକ୍ତରଙ୍କ ବଦାନ୍ୟତା: ଗଞ୍ଜାମକୁ ଦେଲେ ୧୫ ଲକ୍ଷ ଟଙ୍କାର ଭ୍ୟାନ୍‌

ଛତ୍ରପୁର, ୧୩।୭(ଡି.ଏନ୍‌.ଏ.): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ତେବେ ସବୁଠାରୁ ଅଧିକ ଚିନ୍ତାର କାରଣ ପାଲଟିଛି ଗଞ୍ଜାମ ଜିଲା। ଏଠାରେ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ସବୁଠାରୁ ଅଧିକ। ଏହି ମହାମାରୀ ସମୟରେ ନ୍ୟୁୟର୍କରେ ଥିବା ଓଡ଼ିଆ ଡାକ୍ତର ତାପ୍ତି ପଣ୍ଡା ମୋବାଇଲ ସ୍ବାବ୍‌ ସଂଗ୍ରହ ଓ ଟେଷ୍ଟିଂ ପାଇଁ ଗଞ୍ଜାମ ଜ଼ିଲାକୁ ୧୫ ଲକ୍ଷ ଟଙ୍କାର ଏକ ଭ୍ୟାନ୍‌ ଦେଇଛନ୍ତି। ଯାହାକି ତାଙ୍କର ଓଡ଼ିଶା ଜନସାଧାରଣଙ୍କ ପାଇଁ ଉତ୍ସର୍ଗ ଏବଂ ଲୋକଙ୍କ ସ୍ବାସ୍ଥ୍ୟ ପ୍ରତି ହୃଦୟବାନ ମନୋଭାବକୁ ଦର୍ଶାଉଛି। ଏଥିପାଇଁ ଗଞ୍ଜାମ ଜ଼ିଲାପାଳ ବିଜୟ ଅମୃତା କୁଲାଙ୍ଗେ ଟୁଇଟ୍‌କରି ତାଙ୍କୁ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ପଜିଟିଭ ଗୁଜବ କରି ୪ ଗିରଫ

ଜଗତ୍‌ସିଂହପୁର ଅଫିସ/ଏରସମା,୨୮ା୩(ସ୍ବ.ପ୍ର.): କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ନେଇ ହ୍ବାଟ୍‌ସଆପ୍‌ରେ ଗୁଜବ କରି ଗିରଫ ହୋଇଛନ୍ତି ଜଗତ୍‌ସିଂହପୁର ଜିଲା ଏରସମା ବ୍ଲକ ଅଞ୍ଚଳର ୪ଜଣ। ସେମାନେ...

ପୂର୍ବତନ ଆକାଉଣ୍ଟାଣ୍ଟଙ୍କୁ ୨ବର୍ଷ ଜେଲ

ଫୁଲବାଣୀ ଅଫିସ,୨୪ା୪- ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ଭଗବାନ ପ୍ରଧାନ ଏକ ଲାଞ୍ଚ ମାମଲାର ବିଚାର କରି ଜଣେ ଆକାଉଣ୍ଟାଣ୍ଟଙ୍କୁ ୨ ବର୍ଷ ଜେଲ ଦଣ୍ଡାଦେଶ...

ରଜ ପାଇଁ ଲାଗିଲା ୧୪୪ ଧାରା

ଢେଙ୍କାନାଳ ଅଫିସ, ୧୩।୬ – ରଜ ଉତ୍ସବ ଉପଲକ୍ଷେ ମନ୍ଦିର ଏବଂ ରଜପଡ଼ିଆରେ ଜନସମାଗମ ଆଶଙ୍କାରେ ଢେଙ୍କାନାଳ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ...

କାର୍ଯ୍ୟକାରୀ ହେଉନାହିଁ ବୋଟ୍‌ ରୁଲ୍‌ସ

କେନ୍ଦ୍ରାପଡ଼ା ଅଫିସ, ୨୭ା୬: ଗତ ୧୯ ତାରିଖରେ ମହାକାଳପଡା ବ୍ଲକ ପୀତାପାଟ ଗ୍ରାମ ନିକଟ ମହାନଦୀରେ ଡଙ୍ଗା ଓଲଟିବାରୁ ୫ ଶ୍ରମିକ ପହଁରି ନିଜ ଜୀବନ...

ଟ୍ରେନ୍‌ରେ କଟି ମହିଳାଙ୍କ ଜୀବନଗଲା

ଖୋର୍ଦ୍ଧା ଅଫିସ,୨୩।୧: ଖୋର୍ଦ୍ଧା ପୋଲିସ ଜିଲାର ବାଘମାରୀ ଥାନା ବାଘମାରୀ ଓଭର ବ୍ରିଜ୍‌ଠାରେ ଗୁରୁବାର ସକାଳେ ଟ୍ରେନରେ କଟି ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।...

ଗର୍ଭ ନଷ୍ଟ ପାଇଁ ହସ୍ପିଟାଲ ଆଣି ଛାଡ଼ି ପଳାଇଲେ ପ୍ରେମିକ: ବିବାହ ପାଇଁ ଜିଦ୍‌ ଧରି ହାତ କାଟିଲେ ଯୁବତୀ

ଭୁବନେଶ୍ୱର,୫-୨(ବ୍ୟୁରୋ):ପ୍ରେମ ବ୍ୟାପାରକୁ ନେଇ ଇନ୍‌ଫୋସିଟି ଥାନାଞ୍ଚଳରେ ଅପ୍ରୀତିକର ଘଟଣା ଘଟିଛି। ବିବାହ ପାଇଁ ଜିଦ୍‌ ଧରି ଜଣେ ମୁସଲିମ୍‌ ସମ୍ପ୍ରଦାୟ ଯୁବତୀ ହାତ କାଟି ଗୁରୁତର...

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୧୪୦ ଆକ୍ରାନ୍ତ

ଭୁବନେଶ୍ୱର, ୯।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୧୪୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କଟକରୁ ସର୍ବାଧିକ ୨୪ ଜଣ ରହିଛନ୍ତି। ସେହିପରି ଗଞ୍ଜାମରୁ ୨୨ଜଣ...

ଜଙ୍ଗଲରୁ ୬ ଜୁଆଡି ଗିରଫ

ଭଞ୍ଜନଗର,୨୨।୫(ଡି.ଏନ୍‌.ଏ.)- ତାରସିଂ ପୋଲିସ ଗୁରୁବାର ଲେମ୍ବେଇ ନିକଟସ୍ଥ ଜଙ୍ଗଲରେ ଚଢ଼ାଉ କରି ୬ ଜୁଆଡ଼ିଙ୍କୁ ଗିରଫ କରି ସେମାନଙ୍କ ୯ ହଜାର ୨୬୦ ଟଙ୍କା, ୬ଟି...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *