ସ୍ବିଜରଲାଣ୍ଡରେ ସାମ୍ବାଦିକ ସମ୍ମିଳନୀ କଲେ ରୋବର୍ଟ, କହିଲେ ମଣିଷଙ୍କ ଠାରୁ ଦୁନିଆକୁ ଭଲ ଭାବେ ଚଳାଇପାରିବୁ

ଜେନିଭା,୯।୭: ସ୍ବିିଜରଲାଣ୍ଡର ଜେନେଭାରେ ରୋବର୍ଟମାନେ କରିଛନ୍ତି ସାମ୍ବାଦିକ ସମ୍ମିଳନୀ। ବିଶ୍ୱରେ ପ୍ରଥମ ଥର ଏହିଭଳି କିଛି ଦେଖିବାକୁ ମିଳିଛି। ଏହି ସମସ୍ତ ରୋବଟଗୁଡିକ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ଅର୍ଥାତ୍‌ ଏଆଇ ଦ୍ୱାରା ପରିଚାଳିତ। ସମ୍ମିଳନୀରେ ପ୍ରାୟ ୫୧ଟି ରୋବର୍ଟ ଯୋଗ ଦେଇଥିଲେ।

ବୈଠକରେ ବିଭିନ୍ନ ବିଷୟ ଉପରେ ପଚରାଯାଇଥିବା ପ୍ରଶ୍ନରେ ରୋବର୍ଟଗୁଡିକ ଉତ୍ତର ରଖିଥିଲେ। ସୋଫିଆ ନାମକ ରୋବର୍ଟ କହିଛନ୍ତି, ଆମେ ମଣିଷ ଅପେକ୍ଷା ଦୁନିଆକୁ ଭଲ ଭାବରେ ଚଳାଇ ପାରବୁ। ମଣିଷ ପରି ଆମର ଭାବନା ନାହିଁ, ଯେଉଁ କାରଣରୁ ଆମେ ତଥ୍ୟ ଆଧାରରେ ସମସ୍ତ ନିଷ୍ପତ୍ତି ଦୃଢ ଭାବରେ ଗ୍ରହଣ କରିପାରିବୁ।

ରୋବର୍ଟଗୁଡିକ ସ୍ବୀକାର କରିଛନ୍ତି ଯେ, ସେମାନେ ଏପର୍ଯ୍ୟନ୍ତ ମଣିଷ ଭାବନାକୁ ସଠିକ ଭାବରେ ଧରିପାରୁ ନାହାଁନ୍ତି। ସେହିପରି ଲୋକଙ୍କ ସ୍ବାସ୍ଥ୍ୟ ଏବଂ ବାୟୋ-ଟେକ୍ନୋଲୋଜି ଉପରେ କାର୍ଯ୍ୟ କରିବା ପାଇଁ ତିଆରିି ହୋଇଥିବା ରୋବଟ ଏଇଡା କହିଛନ୍ତି, ଆମେ ମଣିଷଙ୍କ ବୟସକୁ ୧୫୦ ରୁ ୧୮୦ ବର୍ଷକୁ ବୃଦ୍ଧି କରିପାରିବୁ।


Enter your email to get our daily news in your inbox.

All Right Reserved By Dharitri.Com

ସୁନାଗହଣା ଚୋରି ଘଟଣାର ପର୍ଦ୍ଦାଫାଶ: ପୋଲିସ ଭିଣୋଇଙ୍କୁ ଗିରଫ କରି…

ମୋହନା,୭ା୮(ମନ୍ମଥ ମିଶ୍ର): ଆର୍‌.ଉଦୟଗିରି ଥାନା ପୋଲିସ ଏକ ସୁନା ଗହଣା ଚୋରି ଘଟଣାର ପର୍ଦ୍ଦାଫାଶ କରିଛି। ଆର୍‌ ଉଦୟଗିରି ଖ୍ରୀଷ୍ଟିଆନ ସାହି ବାସିନ୍ଦା ଝୁମ୍ପି ରଇତ ଗୁରୁବାର…

ପତ୍ନୀଙ୍କଠାରୁ ଅଲଗା ହେବେ ନାହଁ ମୁଖ୍ୟମନ୍ତ୍ରୀ ବିଜୟ! ୨୭ ବର୍ଷ ପରେ ଭାଙ୍ଗିବାକୁ ବସିଥିଲା ସମ୍ପର୍କ

ଅମରାବତି,୭।୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଥାଲାପତି ବିଜୟ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ସମ୍ପ୍ରତି ଚର୍ଚ୍ଚାରେ ଅଛନ୍ତି। ତାଙ୍କ ପତ୍ନୀ ସଙ୍ଗୀତାଙ୍କ ସହ ତାଙ୍କ ସମ୍ପର୍କରେ ଫାଟ ସୃଷ୍ଟି…

୪୫ ଜଣ ଏମପିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦି; ବ୍ରେକଫାଷ୍ଟରେ ବାଣ୍ଟିଲେ ଏହି ମନ୍ତ୍ର

ନୂଆଦିଲ୍ଲୀ,୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର (୭ ଅଗଷ୍ଟ, ୨୦୨୬) ଦିନ ବ୍ରେକଫାଷ୍ଟ ସମୟରେ ଶିବସେନା, NCPI ଏବଂ ଅଜିତ ପାୱାରଙ୍କ ନେତୃତ୍ୱାଧୀନ NCP ଗୋଷ୍ଠୀର ସାଂସଦ…

ଜିଲା ଶିକ୍ଷାଧିକାରୀ କାର୍ଯ୍ୟାଳୟ ସମ୍ମୁଖରେ ଶିକ୍ଷକ-କର୍ମଚାରୀଙ୍କ ପ୍ରତିବାଦ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

କୋରାପୁଟ,୭ା୮(ଅମିତାଭ ବେହେରା): ଓଡ଼ିଶା ସ୍କୁଲ-କଲେଜ ଶିକ୍ଷକ କର୍ମଚାରୀ ସମନ୍ବୟ ସମିତି ପକ୍ଷରୁ ଶୁକ୍ରବାର କୋରାପୁଟ ଜିଲା ଶିକ୍ଷାଧିକାରୀ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଥିଲା। ସମିତିର…

ଚାରି ବର୍ଷର ବଳାତ୍କାର ପୀଡିତାଙ୍କ ଚିକିତ୍ସା କରିବାକୁ ମନା କଲେ; ଏବେ ହସ୍ପିଟାଲ ଗଣିବ ୧୨ ଲକ୍ଷ

ଗାଜିଆବାଦ,୭।୮: ସୁପ୍ରିମକୋର୍ଟ ଶୁକ୍ରବାର ଉତ୍ତର ପ୍ରଦେଶ ଗାଜିଆବାଦର ଦୁଇଟି ଘରୋଇ ହସ୍ପିଟାଲକୁ ଜଣେ ଚାରି ବର୍ଷୀୟ ବଳାତ୍କାର ପୀଡିତାଙ୍କ ପରିବାରକୁ ଯଥାକ୍ରମେ ୧୦ ଲକ୍ଷ ଏବଂ ୨…

ଭାଜପା ସହ ମେଣ୍ଟ କରିବ ଅକାଳୀ ଦଳ! ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ସୁଖବୀର ବାଦଲ

ଚଣ୍ଡିଗଡ଼/ନୂଆଦିଲ୍ଲୀ,୭।୮: ଶିରୋମଣି ଅକାଳୀ ଦଳ (ଏସଏଡି) ସଭାପତି ସୁଖବୀର ସିଂହ ବାଦଲ ଶୁକ୍ରବାର ସଂସଦ ଭବନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିଲେ। ସଂସଦର ମୌସୁମୀ ଅଧିବେଶନ ସମୟରେ…

ସାମାଜିକ ଦାୟିତ୍ୱବୋଧ, ସ୍ବଚ୍ଛତା ଆପଣାଇବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ

ଦିଗପହଣ୍ଡି,୭ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ଗ୍ରାମସ୍ଥିତ ସେବାନନ୍ଦ ସରସତୀ ଡିଗ୍ରୀ କଲେଜ ଜାତୀୟ ସେବା ଯୋଜନା (NSS) କୋ-ୟୁନିଟ୍‌ ପକ୍ଷରୁ ଶୁକ୍ରବାର…

ଘର ଦେବେ ସଲମାନ: ଚାରିଆଡ଼ୁ ଛୁଟୁଛି ପ୍ରଶଂସା

ଆସାମରେ ହୋଇଥିବା ଭୟଙ୍କର ବନ୍ୟାରେ ପ୍ରଭାବିତ ପରିବାରକୁ ସହାୟତା କରିବା ପାଇଁ ବଲିଉଡ ସୁପରଷ୍ଟାର ସଲମାନ ଖାନ ଆଗେଇ ଆସିଛନ୍ତି। ସେ ଏହି ମହାନ କାର୍ଯ୍ୟ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri