ଇସ୍ରାଏଲ୍‌ରେ ଚାଲିଛି ନରସଂହାର: ସୁନକ

ଲଣ୍ଡନ,୧୭।୧୦: ଇସ୍ରାଏଲ ଏବଂ ପାଲେଷ୍ଟାଇନ ଆତଙ୍କବାଦୀ ସଂଗଠନ ହମାସ ମଧ୍ୟରେ ଯୁଦ୍ଧ ମଙ୍ଗଳବାର ଏକାଦଶ ଦିନରେ ପ୍ରବେଶ କରିଛି। ଏହି ଯୁଦ୍ଧରେ ଏପର୍ଯ୍ୟନ୍ତ ୪,୦୦୦ରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି। ଏଥିମଧ୍ୟରେ ପ୍ରାୟ ୧୪୦୦ ଇସ୍ରାଏଲ ଏବଂ ୨,୭୫୦ ପାଲେଷ୍ଟାଇନୀୟ ଅଛନ୍ତି। ହମାସ ଆତଙ୍କବାଦୀମାନେ ପ୍ରାୟ ୨୦୦ ଇସ୍ରାଏଲ ଏବଂ ଅନ୍ୟ ଦେଶର ନାଗରିକଙ୍କୁ ବନ୍ଧକ ରଖିଛନ୍ତି। ଆମେରିକା ସମେତ ଅନ୍ୟ ଦେଶମାନେ ସେମାନଙ୍କର ନିରାପଦ ମୁକ୍ତି ପାଇଁ ମିଳିତ ଭାବେ କାର୍ଯ୍ୟ କରୁଛନ୍ତି।
ବ୍ରିଟିଶ ପ୍ରଧାନମନ୍ତ୍ରୀ ଋଷି ସୁନକ ଇସ୍ରାଏଲକୁ ପୁଣି ଥରେ ସମର୍ଥନ କରିଛନ୍ତି। ସଂସଦ ଅଧିବେଶନକୁ ସମ୍ବୋଧିତ କରି ସେ କହିଛନ୍ତି ଯେ, ଗତ ସପ୍ତାହରେ ଇସ୍ରାଏଲରେ ଆରମ୍ଭ ହୋଇଥିବା ଯୁଦ୍ଧ ବିଶ୍ୱକୁ ଚକିତ କରି ଦେଇଛି। ଯୁଦ୍ଧରେ ହଜାର ହଜାର ଲୋକ ପ୍ରାଣ ହରାଇଛନ୍ତି ଏବଂ ଆହୁରି ଅନେକ ଆହତ ହୋଇଛନ୍ତି। ହମାସ ଆତଙ୍କବାଦୀମାନେ ବୃଦ୍ଧ, ମହିଳା ଏବଂ ଶିଶୁମାନଙ୍କୁ ମଧ୍ୟ ରକ୍ଷା କରି ନ ଥିଲେ, ସେମାନେ ସମସ୍ତଙ୍କୁ ହତ୍ୟା କରିଥିଲେ। ଲୋକଙ୍କ ଅଙ୍ଗ ଭଙ୍ଗା ଯାଇଥିଲା। ଲୋକମାନଙ୍କୁ ଜୀବନ୍ତ ପୋଡି ଦିଆଯାଇଥିଲା। ଏହା ହେଉଛି ନରସଂହାର। ଏହା ଅମାନବୀୟ। ଏହି ନରସଂହାରରେ ଆମେ ଇସ୍ରାଏଲ ସହିତ ଛିଡା ହୋଇଛୁ। ମୁଁ ସିଧାସଳଖ ଯିହୁଦୀ ଲୋକଙ୍କୁ କହିବାକୁ ଚାହେଁ ଯେ, ଆମେ ଆଜି ଆପଣଙ୍କ ସହିତ ଛିଡା ହୋଇଛୁ ଏବଂ ସର୍ବଦା ଆପଣଙ୍କ ସହିତ ଛିଡା ହେବୁ। ଯିହୁଦୀ ଲୋକଙ୍କ ପାଇଁ ଇସ୍ରାଏଲ ଦୁନିଆର ସବୁଠାରୁ ସୁରକ୍ଷିତ ସ୍ଥାନ। ଇସ୍ରାଏଲର ଅସ୍ତିତ୍ୱ ଆକ୍ରମଣର ଶିକାର ହୋଇଛି। ସେମାନଙ୍କୁ ସୁରକ୍ଷା ଦେବା ପାଇଁ ଆମେ ସବୁକିଛି କରୁଛୁ।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?