ରୋହିଙ୍ଗ୍ୟାଙ୍କ ଦ୍ୱାରା ହିନ୍ଦୁମାନଙ୍କର ନରସଂହାର ଏକ ଅନ୍ତର୍ଜାତୀୟ ଅପରାଧ: ଜାତିସଂଘ…

ନାପିଦ୍ୱ,୨୬।୧୦: ମ୍ୟାନମାରରେ ରୋହିଙ୍ଗ୍ୟା ଗୋଷ୍ଠୀ ଦ୍ୱାରା ୯୯ ହିନ୍ଦୁଙ୍କ ହତ୍ୟା ଅନ୍ତର୍ଜାତୀୟ ଅପରାଧ ବର୍ଗରେ ରହିପାରେ। ମିଳିତ ଜାତିସଂଘର ଜଣେ ଅଧିକାରୀ ସେଠାରେ ମାନବିକ ଅଧିକାରର ଗୁରୁତର ଉଲ୍ଲଂଘନ ଘଟଣାର ଅନୁସନ୍ଧାନ କରୁଥିବା କହିଛନ୍ତି। ମ୍ୟାନମାରର ସ୍ବାଧୀନ ଅନୁସନ୍ଧାନ ମେକାନିଜିମ (ଆଇଆଇଏମ) ର ମୁଖ୍ୟ ନିକୋଲାସ କୁମଜିଆନ କହିଛନ୍ତି ଏହି ଘଟଣା ଅତ୍ୟନ୍ତ ଗୁରୁତର ଏବଂ ଏହାକୁ ଏକ ଅନ୍ତର୍ଜାତୀୟ ଅପରାଧ ଭାବରେ ଶ୍ରେଣୀଭୁକ୍ତ କରାଯାଇପାରିବ। ରୋହିଙ୍ଗ୍ୟାଙ୍କ ଦ୍ୱାରା ହିନ୍ଦୁମାନଙ୍କର ନରସଂହାର ଏକ ଅନ୍ତର୍ଜାତୀୟ ଅପରାଧ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ପରିବାର ଲୋକଙ୍କ ନାଁରେ ଲକ୍ଷ ଲକ୍ଷ ଟଙ୍କା ଋଣ ନେଇଗଲେ ସମ୍ପାଦକ: ଚାଷୀଙ୍କ ଆନ୍ଦୋଳନ ଚେତାବନୀ

ପୁରୁଷୋତ୍ତମପୁର,୧୧।୮(ସବିତା ମିଶ୍ର):ସରକାର କୃଷକଙ୍କୁ ସଶକ୍ତିକରଣ କରି କୃଷି ଓ କୃଷକଙ୍କ ବିକାଶ ଲାଗି ଯୋଜନା ପରେ ଯୋଜନା କରିବା ସହ ବିଭିନ୍ନ ଫସଲ ଚାଷ କରି ଲାଭବାନ…

ପୂର୍ବତନ ରାଷ୍ଟ୍ରପତିଙ୍କୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଲେ କୋର୍ଟ: ଆସିଥିଲା ସାଂଘାତିକ ଅଭିଯୋଗ

ଡାମସକସ୍‌,୧୧।୮: ସିରିଆର ଏକ କୋର୍ଟ ମଙ୍ଗଳବାର ଦେଶର ପୂର୍ବତନ ରାଷ୍ଟ୍ରପତି ବଶର ଅଲ-ଆସାଦ ଏବଂ ତାଙ୍କ ସାନ ଭାଇ ମାହେର ଅଲ-ଆସାଦଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି।…

ବିବାହ ପ୍ରତିଶ୍ରୁତି ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ଏହି କ୍ରିକେଟର୍‌ଙ୍କୁ ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୧।୮: ଇଣ୍ଡିଆନ ପ୍ରିମିୟର ଲିଗ (IPL)ରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳୁଥିବା ବଙ୍ଗଳା କ୍ରିକେଟର ଅଭିଷେକ ପୋରେଲଙ୍କୁ ଜଣେ ଡାକ୍ତରୀ ଛାତ୍ରୀଙ୍କ ଦ୍ୱାରା ଦାୟର କରାଯାଇଥିବା ଆପରାଧିକ…

ପିକଅପ୍‌-କାର ମୁହାଁମୁହିଁ ଧକ୍କା: ଚାଲିଗଲା ଅମିତାଙ୍କ ଜୀବନ

ଭଞ୍ଜନଗର,୧୧।୮(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ମଙ୍ଗଳବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri