ମ୍ୟାନମାରରେ ସାମରିକ ଶାସକଙ୍କ ନରସଂହାର: ୩୦ରୁ ଅଧିକ ମୃତ…

ନାପିଦ୍ୱ,୧୧।୪ : ମ୍ୟାନମାରର କେନ୍ଦ୍ରୀୟ ଅଞ୍ଚଳରେ ସାମରିକ ଶାସକଙ୍କ ନରସଂହାରରେ ୩୦ରୁ ଅଧିକ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ସାମରିକ ନିୟମକୁ ବିରୋଧ କରିବା ପାଇଁ ଆନ୍ଦୋଳନକାରୀମାନେ ଏକ କାର୍ଯ୍ୟକ୍ରମ ଆୟୋଜନ କରିଥିଲେ। ତେବେ ସାମରିକ ଶାସକ ବିଦ୍ରୋହୀଙ୍କ ଉପରେ ଆଖିବୁଜା ଗୁଳି ଚାଳନା କରିଥିଲେ।

ସାଗିଙ୍ଗ ଅଞ୍ଚଳର ବାସିନ୍ଦାଙ୍କଠାରୁ ହାସଲ କରାଯାଇଥିବା ତଥ୍ୟ ଆଧାରରେ ବିବିସି ବର୍ମିଜ, ରେଡିଓ ଫ୍ରି ଏସିଆ (ଆରଏଫଏ) ଏବଂ ଇରୱାଡି ନ୍ୟୁଜ ପୋର୍ଟାଲରେ ଖବର ପ୍ରକାଶିତ ହୋଇଛି ଯେ, ଏହି ଘଟଣାରେ ସାଧାରଣ ନାଗରିକଙ୍କ ସମେତ ୫୦ ଜଣଙ୍କର ମୃତ୍ୟୁ ଘଟିଛି। ତେବେ ନ୍ୟୁଜ ଏଜେନ୍ସି ରଏଟର୍ସ ଏପର୍ଯ୍ୟନ୍ତ ସାମରିକ ଶାସକ ମୁଖପାତ୍ରଙ୍କ ସହ କଥାବାର୍ତ୍ତା କରିବାରେ ସକ୍ଷମ ହୋଇ ନାହିଁ।

ଏହାପୂର୍ବରୁ ମାର୍ଚ୍ଚ ୧୪ ରେ ମ୍ୟାନମାର ସେନା ଏକ ବୌଦ୍ଧ ମଠ ଉପରେ ଆକ୍ରମଣ କରି ୨୮ ଜଣଙ୍କୁ ହତ୍ୟା କରିଥିଲା। ବିଦ୍ରୋହୀ ସଂଗଠନ କାରେନ୍ନି ଜାତୀୟତାବାଦୀ ପ୍ରତିରକ୍ଷା ବାହିନୀ ଏହି ଦାବି କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହାଇଦ୍ରାବାଦରେ ‘ଓଡ଼ିଶା ନିବେଶକ ସମ୍ମିଳନୀ’: ପ୍ରଥମ ଦିନରେ ମିଳିଲା ୧୯,୫୦୦ କୋଟି ଟଙ୍କାର ନିବେଶ ପ୍ରସ୍ତାବ

ଭୁବନେଶ୍ୱର,୧୮ା୧୨: ହାଇଦ୍ରାବାଦରେ ଆୟୋଜିତ ଦୁଇ ଦିନିଆ ‘ଓଡ଼ିଶା ଇନଭେଷ୍ଟର ମିଟ୍’ର ପ୍ରଥମ ଦିନରେ ରାଜ୍ୟ ପାଇଁ ପୁଞ୍ଜିନିବେଶର ସୁଅ ଛୁଟିଛି। ଏହି ଅବସରରେ ଓଡ଼ିଶା ପ୍ରାୟ...

ରେଳଯାତ୍ରୀଙ୍କୁ ବଡ଼ ଝଟ୍‌କା: ପ୍ଲେନ୍‌ ଭଳି ଏବେ…

ନୂଆଦିଲ୍ଲୀ, ୧୮।୧୨: ଟ୍ରେନ୍‌ ଯାତ୍ରା କରୁଥିବା ଯାତ୍ରୀମାନେ ନିର୍ଦ୍ଧାରିତ ସୀମାରୁ ଅଧିକ  ସାମଗ୍ରୀ ନେଲେ ଶୁଳ୍କ ଦେବାକୁ ପଡ଼ିବ। ଏନେଇ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ...

ମା’ଙ୍କ ମୃତ୍ୟୁ ଖବର ପାଇ ଧାଇଁ ଆସିଥିଲେ, ଦ୍ୱାଦଶାହରେ ଚାଲିଗଲା ପୁଅଙ୍କ ଜୀବନ, ଗାଁରେ ଶୋକାକୂଳ ପରିବେଶ…

ଦିଗପହଣ୍ଡି,୧୮।୧୨(ଅଶେଷ ନାଥ ମିଶ୍ର): ମା’ଙ୍କ ମୃତ୍ୟୁ ଖବର ଶୁଣି ମୁମ୍ବାଇରୁ ଧାଇଁ ଆସିଥିଲେ ପୁଅ। ହେଲେ ଦ୍ୱାଦଶାହରେ ଚାଲିଗଲା ଜୀବନ।  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ...

ଓଡ଼ିଶାରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ: ମା’ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ବୋହୂ, ୮ ମାସ ତଳେ…

ଅନୁଗୋଳ,୧୮ା୧୨(ଜ୍ୟୋତିରଞ୍ଜନ ସାହୁ): ମାତ୍ର ୮ ମାସ ତଳେ ଘରକୁ ଆସିଥିବା ବୋହୂ ନେଇଛନ୍ତି ଶାଶୁଙ୍କ ଜୀବନ। ପାରିବାରିକ କଳହରୁ ମା’ ସହ ମିଶି ଶାଶୁ କୁନି...

ଈଶାନ କିସାନଙ୍କ ଧୂଆଁଧାର ଶତକ: ସୟଦ ମୁସ୍ତାକ ଅଲି ଟ୍ରଫି ଜିତିଲା ଝାଡ଼ଖଣ୍ଡ

ପୁନେ,୧୮ା୧୨: ଅଧିନାୟକ ଇଶାନ କିଶନଙ୍କ ଧୂଆଁଧାର ଶତକ ବଳରେ ଝାଡ଼ଖଣ୍ଡ କ୍ରିକେଟ ଦଳ ଏକ ନୂଆ ଇତିହାସ ରଚିଛି। ଗୁରୁବାର ପୁଣେର MCA ଷ୍ଟାଡିୟମଠାରେ ଅନୁଷ୍ଠିତ...

ଭୁବନେଶ୍ୱର ଏମ୍‌ସକୁ ଯିବ ସ୍ୱତନ୍ତ୍ର ‘ଆମ୍ବୁଲାନ୍ସ କରିଡର’: ଆଉ ଟ୍ରାଫିକ୍‌ରେ ଫସିବେନି ରୋଗୀ

ଭୁବନେଶ୍ୱର,୧୮ା୧୨: ଜରୁରୀକାଳୀନ ସ୍ଥିତିରେ ରୋଗୀଙ୍କୁ ସୁରକ୍ଷିତ ଓ ଶୀଘ୍ର ହସ୍ପିଟାଲରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ଏକ ବଡ଼ ମାଷ୍ଟରପ୍ଲାନ୍ ପ୍ରସ୍ତୁତ କରିଛନ୍ତି। ଭୁବନେଶ୍ୱର ଖଣ୍ଡଗିରି...

୫୬,୦୦୦ ପାକିସ୍ତାନୀ ଭିକାରିଙ୍କୁ ତଢ଼ିଲା ସାଉଦି ଆରବ

ନୂଆଦିଲ୍ଲୀ,୧୮ା୧୨: ପାକିସ୍ତାନର ପେଶାଦାର ଭିକାରୀମାନେ ଏବେ ବିଶ୍ୱ ସ୍ତରରେ ଦେଶ ପାଇଁ ଏକ ବଡ଼ ଅପମାନର କାରଣ ସାଜିଛନ୍ତି। ନିକଟରେ ସାଉଦି ଆରବ ପ୍ରାୟ ୫୬,୦୦୦...

ଇରାନରେ ବର୍ତ୍ତମାନ ସୁଦ୍ଧା ଏତିକି ଜଣ ଜୀବିତ ଅଛନ୍ତି ପରମାଣୁ ବୈଜ୍ଞାନିକ, ରିପୋର୍ଟରେ ପ୍ରକାଶ ପାଇଲା…

ତେହରାନ,୧୮ା୧୨: ୨୦୨୫ ବର୍ଷ ଇରାନ ପାଇଁ ଏକ ଝଟ୍‌କା ଥିଲା। ଗୋଟିଏ ପଟେ ଏହାର ତିନୋଟି ପ୍ରକ୍ସି ସଂଗଠନ (ହମାସ୍‌, ହେଜ୍‌ବୋଲ୍ଲା ଏବଂ ହୁଟି) ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri