ମୁମ୍ବାଇ ଏୟାର ପୋର୍ଟରେ କ୍ୱାରାଣ୍ଟାଇନରେ ରହିବେ ଦକ୍ଷିଣ ଆଫ୍ରିକାରୁ ଫେରୁଥିବା ଯାତ୍ରୀ

ନୂଆଦିଲ୍ଲୀ,୨୭ ।୧୧: ଦକ୍ଷିଣ ଆଫ୍ରିକାରେ କରୋନାର ନୂଆ ଷ୍ଟ୍ରେନ୍ ମିଳିବା ପରେ ସାରା ବିଶ୍ୱ ଚିନ୍ତାରେ ପଡିଯାଇଛି । ଏପଟେ ମୁମ୍ବାଇ ପ୍ରଶାସନ ପକ୍ଷରୁ ଆରମ୍ଭରୁ ସତର୍କତା ଅବଲମ୍ବନ କରାଗଲାଣି । ମୁମ୍ବାଇ ପ୍ରଶାସନ ପକ୍ଷରୁ କୁହାଯାଇଛି କି ଦକ୍ଷିଣ ଆଫ୍ରିକାରୁ ଆସିଥିବା ଯାତ୍ରୀ ମୁମ୍ବାଇ ବିମାନ ବନ୍ଦରରେ ପହଞ୍ଚିବା ପରେ ସେମାନେ ସେହିଠାରେ କ୍ୱାରାଣ୍ଟାଇନେ ରହିବେ ଓ ସେମାନଙ୍କର ଜିନୋମ ସିକ୍ୱେନସିଂ କରାଯିବ । ମୁମ୍ବାଇ ମେୟର କିଶୋରୀ ପେଡେନେକର ଏହା କହିଛନ୍ତି । ସେ କହିଛନ୍ତି ଯଦିି କୌଣସି ବ୍ୟକ୍ତିଙ୍କ ନିକଟରେ କରୋନା ପଜିଟିଭ ଲକ୍ଷଣ ଦେଖାଯାଉଛି ସେମାନଙ୍କର ଜିନୋମ ସିକ୍ୱନଂସିଂ କରାଯିବ । ଯେଉଁ ସମୟରେ ସାରା ବିଶ୍ୱ ‘ଓମିକ୍ରୋନ’କୁ ନେଇ ଭୟଭୀତ ହୋଇଯାଇଛନ୍ତି ସେହି ସମୟରେ ଦେଶର ସମସ୍ତ ରାଜ୍ୟ ସତର୍କ ହୋଇଯିବା ଉଚିତ । ତେବେ ପୂର୍ବର ଅନୁଭୂତିକୁ ନେଇ ଏଭଳି ପଦକ୍ଷେପ ନିଆଯାଇଥିବା କହିଛନ୍ତି ମୁମ୍ବାଇ ମେୟର । ଦକ୍ଷିଣ ଆଫ୍ରିକାରେ ଦେଖାଦେଇଥିବା ଓମିକ୍ରୋନ ଭାରିଏଣ୍ଟ ବହୁ ମାରାତ୍ମକ ବୋଲି ବିଶେଷଜ୍ଞମାନେ କହୁଛନ୍ତି । ଏହା ଦ୍ରୁତ ଗତିରେ ସଂକ୍ରମିତ ହୋଇଥାଏ ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri