ଜିଓ ଫାଇବରର ନୂଆ ଟାରିଫ୍‌ ପ୍ଲାନ୍‌

ମୁମ୍ବାଇ,୧।୯: ରିଲାଏନ୍ସ ଜିଓର ସଫଳତା ପରେ କମ୍ପାନୀ ତା’ର ନୂଆ ବ୍ରଡ୍‌ବ୍ୟାଣ୍ଡ ସେବା ‘ଜିଓ ଫାଇବର’ ଜରିଆରେ ଗ୍ରାହକଙ୍କୁ ଆକର୍ଷଣୀୟ ଅଫର ପ୍ରଦାନ କରୁଛି। ‘ନୂଆ ଭାରତର ନୂଆ ଜୋଶ’(ନିୟୁ ଇଣ୍ଡିଆ କା ନୟା ଜୋଶ୍‌)କୁ ପାଳନ କରି ପ୍ରତିଟି ଭାରତୀୟଙ୍କ ଘରକୁ ସଶକ୍ତ କରିବା ନିମନ୍ତେ ଜିଓ ଫାଇବାର ପକ୍ଷରୁ ଏହି ନୂଆ ଟାରିଫ ପ୍ଲାନ୍‌ର ପୁନର୍ବିନ୍ୟାସ କରାଯାଇଛି। ଗ୍ରାହକଙ୍କ ଆବଶ୍ୟକତା ପୂରଣ ସହ ସର୍ବାଧିକ ସୁଲଭତା ପ୍ରଦାନ କରାଯାଉଥିବା କମ୍ପାନୀ ପକ୍ଷରୁ ସୂଚନା ରହିଛି। ନୂଆ ଟାରିଫ୍‌ ପ୍ଲାନ ୩୯୯ଟଙ୍କାରୁ ଆରମ୍ଭ ହେଉଛି। ଏହା ସହ ଅନ୍ୟ ପ୍ଲାନ୍‌ ସମୂହ ମଧ୍ୟ ଗ୍ରାହକଙ୍କ ଲାଗି ରହିଛି। ବିନା କୌଣସି ଅତିରିକ୍ତ ଖର୍ଚ୍ଚରେ ପ୍ରାୟ ୧୨ଟି ଶ୍ରେଷ୍ଠ ପେଡ୍‌ ଓଟିଟି ଆପ୍‌ର ସବ୍‌ସ୍କ୍ରିପସନର ସୁବିଧା ଏଥିରେ ମିଳିବ। ଏ ସମ୍ପର୍କରେ ଜିଓର ନିର୍ଦ୍ଦେଶକ ଆକାଶ ଅମ୍ବାନୀ କହିଛନ୍ତି, ପ୍ରାୟ ୧୬୦୦ରୁ ଊର୍ଦ୍ଧ୍ୱ ସହର ଓ ନଗରରେ ଏହି ବ୍ରଡ୍‌ବ୍ୟାଣ୍ଡ ସେବା ପ୍ରଦାନ କରାଯିବା କମ୍ପାନୀ ପକ୍ଷରୁ ଲକ୍ଷ୍ୟ ରଖାଯାଇଛି ବୋଲି ସେ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଟାରିଫ୍‌ ବୃଦ୍ଧି ଗ୍ରହଣୀୟ ନୁହେଁ: ଟ୍ରମ୍ପ

ଓ୍ବାଶିଂଟନ,୧୦-୭: ଆମେରିକାର ବହୁ ଉତ୍ପାଦ ଉପରେ ଭାରତ ଟାରିଫ୍‌ ବୃଦ୍ଧି କରିବା ପରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଭାରତର ଟାରିଫ୍‌...

ଔଦ୍ୟୋଗିକ ଉତ୍ପାଦନ ୦.୩% ହ୍ରାସ

ନୂଆଦିଲ୍ଲୀ,୧୩-୨: ଗତ ଡିସେମ୍ବର ମାସରେ ଦେଶର ଔଦ୍ୟୋଗିକ ଉତ୍ପାଦନ ୦.୩% ହ୍ରାସ ଘଟିଛି। ମାନୁଫାକଚରିଂ କ୍ଷେତ୍ରରେ ହ୍ରାସ ଯୋଗୁ ଏହା ହୋଇଥିବା ସରକାରୀ ଡାଟାରୁ ଜଣାପଡିଛି।...

ଏନ୍‌ବିଏଫ୍‌ସିକୁ ମିଳିବ ୩୦ ହଜାର କୋଟି

ନୂଆଦିଲ୍ଲୀ,୧୪।୫: ଦେଶର ଅଣ ବ୍ୟାଙ୍କିଙ୍ଗ୍‌ ବିତ୍ତ ପ୍ରତିଷ୍ଠାନ(ଏନ୍‌ବିଏଫ୍‌ସି)ଗୁଡିକ ଲାଗି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ୩୦ ହଜାର କୋଟି ଟଙ୍କାର ସହାୟତା ଘୋଷଣା କରିଛନ୍ତି। ସଂସ୍ଥାଗୁଡିକୁ ନଗଦ...

ଗୁଗଲକୁ ପଛରେ ପକାଇଲା ଟିକ୍‌ଟକ୍‌

ନୂଆଦିଲ୍ଲୀ,୨୬ା୧୨: ବିଶ୍ୱର ଅଗ୍ରଣୀ ଆଇଟି ସେବା ପ୍ରଦାନକାରୀ ଓ୍ବେବ୍‌ସାଇଟ ଗୁଗଲକୁ ପଛରେ ପକାଇ ୧ନମ୍ବର ସ୍ଥାନରେ ପହଞ୍ଚତ୍ଛି ଚାଇନାର ଟିକ୍‌ଟକ୍‌ । ୨୦୨୧ରେ ବିଶ୍ବର ସର୍ବାଧିକ ଲୋକ...

ବାଣିିଜ୍ୟିକ ଋଣ କ୍ଷେତ୍ରରେ ମନ୍ଥରତା

ମୁମ୍ବାଇ,୧୮-୧୦: ଜୁନ୍‌ ତ୍ରୈମାସ ଶେଷ ସୁଦ୍ଧା ବାଣିଜି୍ୟକ ଋଣ ଚାହିଦା ୨.୬%କୁ ହ୍ରାସ ଘଟି ୬୩.୮୦ ଲକ୍ଷ କୋଟି ଟଙ୍କା ରହିଛି। ଅଣୁ, କ୍ଷୁଦ୍ର, ମଧ୍ୟମ...

ଆଇଟି ରିଟର୍ନର ହେବ ଫେସ୍‌ଲେସ ଇ-ଆସେସ୍‌ମେଣ୍ଟ; ଜାରି ହେଲା ବିଜ୍ଞପ୍ତି

ମୁମ୍ବାଇ,୧୫-୯: ଆୟକର ରିଟର୍ନ ପ୍ରକ୍ରିୟାରେ ଫେସ୍‌ଲେସ୍‌ (ସାମ୍ନାସାମ୍ନି ନ ହୋଇ) ଆସେସ୍‌ମେଣ୍ଟ କରାଇବା ପାଇଁ କେନ୍ଦ୍ର ଅର୍ଥମନ୍ତ୍ରଣାଳୟ ପକ୍ଷରୁ ଇ-ଆସେସ୍‌ମେଣ୍ଟ ସ୍କିମ୍‌ର ବିଜ୍ଞପ୍ତି ଜାରି କରାଯାଇଛି।...

୬୯ ହଜାର ପେଟ୍ରୋଲ ପମ୍ପରେ ରହିବ ଇ-ଚାର୍ଜିଂ ଷ୍ଟେଶନ

ନୂଆଦିଲ୍ଲୀ: ସାରା ଦେଶର ୬୯ ହଜାର ପେଟ୍ରୋଲ ପମ୍ପରେ ଅନ୍ତତଃ ପକ୍ଷେ ଗୋଟିଏ ଲେଖାଏ ଇ-ଚାର୍ଜିଂ ଷ୍ଟେଶନ ସ୍ଥାପନ କରିବା ଲାଗି କେନ୍ଦ୍ର ସରକାର ଯୋଜନା...

ବିଗ୍‌ ବଜାର ପକ୍ଷରୁ ପବ୍ଲିକ ହଲିଡେ ସେଲ୍‌

ନୂଆଦିଲ୍ଲୀ: ବିଗ୍‌ ବଜାର ପକ୍ଷରୁ ପବ୍ଲିକ ହଲିଡେ ସେଲ୍‌ ସମ୍ପର୍କରେ ଘୋଷଣା କରାଯାଇଛି। ଅକ୍ଟୋବର ୧ରୁ ୪ ଯାଏ ଏହା ଚାଲିବ। ଗ୍ରାହକଙ୍କ କ୍ରୟ ସୁବିଧା...

Advertisement
Archives

Model This Week