Posted inଖେଳ

ଆର୍‌ସିବି ଦଳରେ ନୂଆ ବିଦେଶୀ ଖେଳାଳି

ମୁମ୍ବାଇ,୨୫।୮ : ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗଲୋର (ଆରସିବି) ଆଇପିଏଲର ୟୁଏଇ ଲେଗ୍‌ ପାଇଁ ଦଳରେ ଜର୍ଜ ଗାର୍ଟନଙ୍କୁ ସାମିଲ କରିଛି। ଆରସିବି ଦଳରେ ସ୍ଥାନ ପାଇବାରେ ଏହି ବାମହାତୀ ପେସର ହେଉଛନ୍ତି ଅନ୍ତିମ ତଥା ୮ମ ବିଦେଶୀ ଖେଳାଳି। ତାଙ୍କ ପୂର୍ବରୁ ଶ୍ରୀଲଙ୍କାର ଅଲରାଉଣ୍ଡର ଓ୍ବାନିନ୍ଦୁ ହାସରଙ୍ଗା, ପେସର ଦୁଶମନ୍ଥା ଚମିରା ଓ ସିଙ୍ଗାପୁରର ଟିମ୍‌ ଡେଭିଡ୍‌ଙ୍କ ସହ ଆର୍‌ସିବି ଚୁକ୍ତି କରିଥିଲା। ଏ ସମସ୍ତ ବିଦେଶୀ ଖେଳାଳିଙ୍କୁ ବଦଳ ଖେଳାଳିଙ୍କ ସ୍ଥାନରେ ନିଆଯାଇଛି।

ଆଇପିଏଲର ଚଳିତ ସିଜନରେ ଆରସିବି ପାଇଁ ଖେଳୁଥିବା ନ୍ୟୁଜିଲାଣ୍ଡର ଫିନ୍ନ ଆଲେନ, ସ୍କଟ କୁଗଲେଜିନ, ଅଷ୍ଟ୍ରେଲିଆର ଆଡମ ଜମ୍ପା, ଡାନିଏଲ ସାମ୍ସ ଓ କେନ ରିଚାର୍ଡସନ ଆଇପିଏଲରୁ ଓହରି ଯାଇଥିଲେ। ନିକଟରେ ଶେଷ ହୋଇଥିବା ‘ଦ ହଣ୍ଡ୍ରେଡ୍‌’ରେ ଗାର୍ଟନ ୯ ମ୍ୟାଚ୍‌ ଖେଳି ହାତେଇଥିଲେ ୧୦ ଉଇକେଟ। ୩୮ ଟି୨୦ ମ୍ୟାଚ୍‌ ଖେଳିଥିବା ଏହି ପେସରଙ୍କ ନାମରେ ୪୪ ଉଇକେଟ ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜୁ ସାମସନଙ୍କୁ ନେଇ ବଡ଼ କଥା କହିଲେ ସୂର୍ଯ୍ୟକୁମାର, ଟିମ୍‌ରୁ ବାଦ ପଡ଼ିବା ପରେ…

ନୂଆଦିଲ୍ଲୀ,୩୦ା୮: ଭାରତୀୟ ଟି-୨୦ ଦଳର ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ସଞ୍ଜୁ ସାମସନଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି । ଦଳରୁ ବାଦ ପଡ଼ିବା ପରେ…

ଶକ୍ତିଶାଳୀ ମଣିଷକୁ ଭିତରୁ ଭାଙ୍ଗିଦିଏ ଏହି ୫ଟି ଜିନିଷ, ଆଚାର୍ଯ୍ୟ ଚାଣକ୍ୟଙ୍କ ଠାରୁ ଜାଣନ୍ତୁ କିପରି ରହିବେ ସାବଧାନ

ମଣିଷ ଜୀବନରେ ଏମିତି ଅନେକ ପରିସ୍ଥିତି ଆସିଥାଏ, ଯାହା ଯୋଗୁଁ ତାକୁ ନିରାଶ ଏବଂ ହତାଶ ହେବାକୁ ପଡ଼ିଥାଏ। ଜୀବନର ଏହି କଠିନ ସମୟ ଏବଂ ସମସ୍ୟା…

ନଅଙ୍କ ଦୁର୍ଭିକ୍ଷର ମୂକସାକ୍ଷୀ ଫରାସୀ ଭେଲଦା ପଣ୍ୟବାହୀ ଜାହାଜ

ମହାକାଳପଡ଼ା, ୩୦୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ଓଡ଼ିଶାର ପୂର୍ବ ଉପକୂଳ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସାମୁଦ୍ରିକ ତଟଦେଶରେ ବତିଘର, ହୁକିଟୋଲା, ଜମ୍ବୁଲାଲ କୋଠା, କଟକ-ଜମ୍ବୁ ପର୍ଯ୍ୟନ୍ତ ବିଶାଳ…

ଆଜି ମହାସଂଯୋଗ: ୫ ରାଶିର ଭାଗ୍ୟ ବଦଳାଇବେ ୩ଗ୍ରହ; ଅଚାନକ ହେବେ ଧନୀ…

୩୦ ଅଗଷ୍ଟର ଦିନ ପଞ୍ଚାଙ୍ଗ ଏବଂ ଜ୍ୟୋତିଷୀୟ ଯୋଗ ଦୃଷ୍ଟିରୁ ଅତ୍ୟନ୍ତ ଖାସ ପ୍ରମାଣିତ ହୋଇପାରେ। ଏହି ଦିନ ଭାଦ୍ରବ ମାସ କୃଷ୍ଣ ପକ୍ଷ ଦ୍ୱିତୀୟା ତିଥି…

ଏଇ ଭାରତରେ

ଚେନ୍ନାଇର ଚିତଲାପକ୍କମ ନିକଟରେ ଥିବା ଚିତଲାପକ୍କମ ହ୍ରଦ ନିକଟବର୍ତ୍ତୀ ଅଞ୍ଚଳରେ ଖରାଦିନେ ନଳକୂପ ଶୁଖିଯାଏ। ବର୍ଷର ଅନ୍ୟ ସମୟରେ ବି ସେଗୁଡ଼ିକରୁ ଆବଶ୍ୟକ ପାଣି ବାହାରେ ନାହିଁ।…

ପ୍ରଶାସନିକ ସ୍ବଚ୍ଛତା ଏକ ପ୍ରଶ୍ନବାଚୀ

ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଓ ନିରପେକ୍ଷତା ଆଣିବା ଲାଗି ସରକାର ଯେତେ ଯାହା ପଦକ୍ଷେପ ଗ୍ରହଣ କଲେ ମଧ୍ୟ ତାହା ସଫଳ ହୋଇପାରୁନି। ବିଭିନ୍ନ କ୍ଷେତ୍ରରେ କିଭଳି…

ସମୟ ବ୍ୟାଙ୍କ୍‌ର ସେବାପୁଞ୍ଜି

ବ୍ୟାଙ୍କ୍‌ରେ ସଞ୍ଚତ୍ତ ସମସ୍ତ ଅର୍ଥ ଉଠାଇ ଆଣି ରାଜଧାନୀର ଏକ ପ୍ରମୁଖ ଇଞ୍ଜିନିୟରିଂ କଲେଜରେ ନିଜ ପୁଅର ନାମ ଲେଖାଉଥିବା ଜଣେ ମଧ୍ୟବର୍ଗୀୟ ପିତା ତାଙ୍କ ବନ୍ଧୁକୁ…

ବାରମ୍ବାର ଇଣ୍ଟରନାଲ ପରୀକ୍ଷା ଦେବେନି ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ର

ଭୁବନେଶ୍ୱର,୩୦।୮(ସୁଚିସ୍ମିତା ସାହୁ): ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ରଙ୍କ ଇଣ୍ଟରନାଲ ପରୀକ୍ଷାକୁ ନେଇ ରହିଥିବା ଦ୍ୱନ୍ଦ୍ୱ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଦୂର କରାଯାଇଛି। ଯୁକ୍ତ୨ରେ ଅସଫଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri