ହାତ ଛାଡ଼ିଲେ ଜର୍ଜ ତିର୍କୀ

ସୁନ୍ଦରଗଡ଼,୧୭।୪(ଡି.ଏନ୍‌.ଏ.): କଂଗ୍ରେସର ପ୍ରାଥମିକ ସଦସ୍ୟତା ପଦରୁ ଆଦିବାସୀ ନେତା ତଥା ପୂର୍ବତନ ବିଧାୟକ ଜର୍ଜ ତିର୍କୀ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫା ପତ୍ର ପିସିସି ନିକଟକୁ ପଠାଇଛନ୍ତି। ଜିଲା କଂଗ୍ରେସ କମିଟି ସଭାପତି ପଦରୁ ସେ ଇସ୍ତଫା ଦେବା ସହ ଦିନକୁ ଦିନ କଂଗ୍ରେସ ଅସ୍ତିତ୍ୱ ହରାଉଛି ବୋଲି ସେ କହିଛନ୍ତି। ଦଳର କୌଣସି ଭବିଷ୍ୟ ତନ ଥିବାରୁ ସେ କଂଗ୍ରେସ ଛାଡୁଥିବା ମଧ୍ୟ ଉଲ୍ଲେଖ କରିଛନ୍ତି ।

ପକାଶ ଯେ, ବୀରମିତ୍ରପୁର ଆସନରୁ ୪ ଥର ବିଧାୟକ ହୋଇଥିଲେ ଜର୍ଜ। ଜେଏମ୍‌ଏମ୍‌ ଦଳରୁ ୧୯୯୫ ଓ ୨୦୦୦ ମସିହାରେ ସେ ବିଧାୟକ ହୋଇଥିଲେ। ୨୦୦୨ରେ ଜେଏମଏମ ଛାଡି ବିଜେଡିରେ ମିଶିଥିଲେ। ହେଲେ ପରେ ୨୦୦୪ରେ ବିଜେଡି ଛାଡିଥିଲେ। ୨୦୦୯ରେ ବିଧାନସଭା ନିିର୍ବାଚନରେ ସ୍ବାଧୀନ ଭାବେ ଲଢ଼ି ବିଧାୟକ ହୋଇଥିଲେ। ୨୦୧୪ରେ ସମତା କ୍ରାନ୍ତି ଦଳ ନାଁରେ ନିଜସ୍ବ ଦଳ ଗଠନ କରି ବୀରମିତ୍ରପିର ଆସନରୁ ଜିତିଥିଲେ । କିଛି ବର୍ଷ ପରେ ପୁଣି ଜେଏମଏମ୍‌କୁ ଫେରିଥିଲେ। ୨୦୧୮ରେ ସେ କଂଗ୍ରେସରେ ମିଶିଥିଲେ। ପରେ ୨୦୧୯ରେ ସୁନ୍ଦରଗଡ଼ ଲୋକ ସଭା ଆସନରୁ ଜର୍ଜ ପରାଜିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri