Posted inଖେଳ

ଆଉ ନାହାନ୍ତି ଜର୍ମାନୀର ଜଣାଶୁଣା ଫୁଟ୍‌ବଲ ଫ୍ରାଞ୍ଜ ବେକେନବର

ମ୍ୟୁନିକ୍‌, ୯ା୧: ଜର୍ମାନୀର ଜଣାଶୁଣା ଫୁଟ୍‌ବଲ ଫ୍ରାଞ୍ଜ ବେକେନବରଙ୍କ ପରଲୋକ ହୋଇଛି। ଜଣେ ଖେଳାଳି ଓ କୋଚ୍‌ ଭାବେ ସେ ଫୁଟ୍‌ବଲ ବିଶ୍ୱକପ୍‌ ଜିତିବାର ବିରଳ ଗୌରବ ଅର୍ଜନ କରିଥିଲେ। ତାଙ୍କୁ ୭୮ ବର୍ଷ ବୟସ ହୋଇଥିଲା। ସେ ଷ୍ଟାର୍‌ ଡିଫେଣ୍ଡର ଥିଲେ। ତାଙ୍କ ଅଧିନାୟକତ୍ୱରେ ପଶ୍ଚିମ ଜର୍ମାନୀ ୧୯୭୪ରେ ବିଶ୍ୱକପ୍‌ ଜିତିଥିଲା। କୋଚ୍‌ ଦାୟିତ୍ୱରେ ଥିବାବେଳେ ପଶ୍ଚିମ ଜର୍ମାନୀ ୧୯୯୦ରେ ପୁଣି ଟୁର୍ନାମେଣ୍ଟ ଜିତିଥିଲା। ଏହାର କିଛି ମାସ ପରେ ବର୍ଲିନ ଓ୍ବାଲର ପତନ ଘଟିବା ସହ ଜର୍ମାନୀର ଏକତ୍ରୀକରଣ ହୋଇଥିଲା। ଉଭୟ ଖେଳାଳି ଓ କୋଚ୍‌ ଭାବେ ବିଶ୍ୱକପ୍‌ ଜିତିଥିବା ପ୍ରଥମ ବ୍ୟକ୍ତି ବ୍ରାଜିଲର ମାରିଓ ଜାଗାଲୋଙ୍କ ମୃତ୍ୟୁର ଦୁଇ ଦିନ ପରେ ବେକେନବରଙ୍କ ଦେହାନ୍ତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିପୁଳ ଗଞ୍ଜେଇ ଜବତ,  ଜଣଙ୍କ ପରେ ଜଜଙ୍କୁ ମାଡିବସିଲା…

ନୂଆପଡ଼ା,୬ା୧୨ (ମକାରୁ ବେମାଲ): ନୂଆପଡ଼ା ଅବକାରୀ ବିଭାଗ ଶୁକ୍ରବାର ବିଭିନ୍ନ ସ୍ଥାନରେ ଚଢାଉ କରି ବିପୁଳ ପରିମାଣ ଗଞ୍ଜେଇ ଜବତ ସହ ୬ ଜଣଙ୍କୁ ଗିରଫ...

୧ଟଙ୍କାରେ ଜମି ଦେବେ ସରକାର, ଏହି ତାରିଖ ସୁଦ୍ଧା କରିବାକୁ ପଡିବ ଆବେଦନ, କିନ୍ତୁ ରହିଛି ଏହି ସର୍ତ୍ତ

ପାଟନା,୬।୧୨: ପ୍ରାୟତଃ ଦେଖାଯାଏ ଯେ ଏକ ଭଲ ବ୍ୟବସାୟିକ ଧାରଣା ସତ୍ତ୍ୱେ, ଆକାଶଛୁଆଁ ଜମି ମୂଲ୍ୟ ଉଦ୍ୟୋଗୀମାନଙ୍କ ସ୍ୱପ୍ନକୁ ବାଧା ଦିଏ। ଯଦି ଆପଣ ମଧ୍ୟ...

ବାଇକ୍‌ ଚାଳକଙ୍କ ଉପରେ ମାଡ଼ିଗଲା ଟ୍ରଲର: ଜାତୀୟ ରାଜପଥ ରକ୍ତଚଞ୍ଜିତ

ବଣାଇଁ, ୬।୧୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡର ଗମଲେଇ ନିକଟ ୧୪୩ ନମ୍ବର ଜାତୀୟ ରାଜପଥରେ କିଛି ସମୟ ପୂର୍ବରୁ ଘଟିଛି ଏକ ମର୍ମନ୍ତୁଦ...

ବିଜେଡିରୁ ଇସ୍ତଫା ଦେଲେ କାଉନସିଲର ଶୁଚିସ୍ମିତା, ହୋଇପାରନ୍ତି ଭାଜପାରେ ସାମିଲ

ବାସୁଦେବପୁର,୬।୧୨ (କାଳିପଦ ରାୟ ): ବାସୁଦେବପୁର ପୌରାଞ୍ଚଳର ଏକ ନମ୍ବର ୱାର୍ଡର କାଉନସିଲର ଶୁଚିସ୍ମିତା ଗିରି ଶନିବାର ସକାଳେ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ...

କ୍ୟାମେରା ଜଗିଛି, ବାଘ ନେଇଗଲା ବାଛୁରୀ: ଘୁମୁସର ବନଖଣ୍ଡରେ ବଢୁଛି ଆତଙ୍କ

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡରେ ଦିନକୁ ଦିନ ବନ୍ୟପ୍ରାଣୀ ଆତଙ୍କ ବଢୁଛି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ଆତଙ୍କିତ...

ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମବାର୍ଷିକୀ ପାଇଁ ଦେଓଲ ପରିବାର ନେଲେ ବଡ଼ ନିଷ୍ପତ୍ତି, ପ୍ରଶଂସକଙ୍କୁ ମିଳିବ…

ମୁମ୍ବାଇ,୬।୧୨: ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ଜନ୍ମଦିନର ମାତ୍ର ୧୫ ଦିନ ପୂର୍ବରୁ ଦେହାନ୍ତ ହୋଇଗଲା। ଏବେ, ସନି ଦେଓଲ ଏବଂ ବବି ଦେଓଲ ସମେତ...

ସୋଲାର ଲାଇଟ ଅଚଳ:ଠିକା ସଂସ୍ଥାକୁ ତାଗିଦ୍‌ କଲେ ବିଡିଓ, ଦେଖନ୍ତୁ VIDEO

ଦାରିଙ୍ଗବାଡି,୬/୧୨(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ସନ୍ଧ୍ୟା ହେଲେ ରାସ୍ତାଘାଟ ଅନ୍ଧାର ହୋଇପଡୁଛି। ପଞ୍ଚାୟତ ଏବଂ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଷ୍ଟ୍ରିଟ ଆଲୁଅର...

କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri