ଫ୍ଲାଇଟରେ ଯାତ୍ରା ସମୟରେ ରକ୍ତବାନ୍ତି କଲେ ଯାତ୍ରୀ, ଚାଲିଗଲା ଜୀବନ

ବ୍ୟାଙ୍ଗକକ୍‌,୧୧।୨: ଥାଇଲାଣ୍ଡରୁ ଜର୍ମାନୀ ଯାଉଥିବା ଲୁଫଥାନ୍ସ ଫ୍ଲାଇଟ୍‌ରେ ଏକ ହୃଦୟବିଦାରକ ଘଟଣା ଘଟିଯାଇଛି। ଯାତ୍ରା କରିବା ସମୟରେ ଫ୍ଲାଇଟ ଭିତରେ ହିଁ ଜଣେ ଯାତ୍ରୀଙ୍କର ମୃତ୍ୟୁ ହୋଇଛି। ଲଗାତାର ରକ୍ତବାନ୍ତି କରି ଫ୍ଲାଇଟ ଭିତରେ ହିଁ ତାଙ୍କର ଜୀବନ ଚାଲିଯାଇଛି।
ଇଣ୍ଡିଆ ଟୁଡେ ରିପୋର୍ଟ ଅନୁଯାୟୀ, ୬୩ବର୍ଷିୟ ଜର୍ମାନୀୟ ବ୍ୟକ୍ତି ନିଜ ସ୍ତ୍ରୀଙ୍କ ସହ ବ୍ୟାଙ୍ଗକକ୍‌ରୁ ନିଜ ଘରକୁ ଫେରୁଥିଲେ। ଯେତେବେଳେ ଫ୍ଲାଇଟ୍‌ ଟେକଅଫ୍‌ ହେଲା ଅଚାନକ ବ୍ୟକ୍ତିଜଣକ ଜୋର ଖାସିବାରେ ଲାଗିଲେ। ଖାସିଖାସି ସେ ରକ୍ତବାନ୍ତି କରିବାକୁ ଲାଗିଲେ। ତାଙ୍କ ନାକ ଓ କାନରୁ ଲଗାତାର ରକ୍ତ ବାହାରିବାକୁ ଲାଗିଲା। ଫ୍ଲାଇଟର ଝରକା ଓ ଚଟାଣର ରକ୍ତ ବ୍ୟାପିଗଲା। ଏପରି ସ୍ଥିତି ଦେଖି ବ୍ୟକ୍ତିଙ୍କୁ ଆଖପାଖରେ ବସିଥିବା ଲୋକ ତାଙ୍କ ସାହାଯ୍ୟ କରିବାକୁ ଆସିଥିଲେ। ହେଲେ ତାଙ୍କ ଖାସ ବନ୍ଦ ହେବାର ନାଁ ନେଉ ନ ଥିଲା। ପରେ କ୍ୟାପଟେନ ଏମରଜେନ୍ସି ଲ୍ୟାଣ୍ଡିଂ ପାଇଁ ପୁଣି ବ୍ୟାଙ୍ଗକକ୍‌ ଆଡେ ଲେଉଟିଥିଲେ। ହେଲେ ସେତେବେଳକୁ ସବୁକିଛି ଶେଷ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ଆସୁଥିବା ଜାହାଜରେ କ୍ଷେପଣାସ୍ତ୍ର ମାଡ଼

ନୂଆଦିଲ୍ଲୀ,୨୭ା୪: ଲୋହିତ ସାଗର ଦେଇ ରୁଷିଆରୁ ତେଲ ଆଣି ଭାରତ ଆସୁଥିବା ଏକ ଜାହାଜ ଉପରେ କ୍ଷେପଣାସ୍ତ୍ର ଆକ୍ରମଣ ହୋଇଛି। ୟେମେନ୍‌ର ହୁଟି ଆତଙ୍କବାଦୀ ଏହି...

୨୦ ଫୁଟ ଉପରକୁ ଉଠି ଗଛରେ ପିଟିହେଲା କାର୍‌, ଆମେରିକାରେ ୩ ଭାରତୀୟ ମହିଳାଙ୍କ ଜୀବନ ଗଲା

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୭ା୪: ଆମେରିକାର ଦକ୍ଷିଣ କାରୋଲିନା ରାଜ୍ୟରେ ଏକ ସଡ଼କ ଦୁର୍ଘଟଣାରେ ୩ ଭାରତୀୟ ମହିଳାଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ତିନି ମହିଳା...

ନିଜ ଛୁଆଙ୍କୁ ନିଜେ ମାରି ଖାଇଯାଏ ଠେକୁଆ? କାରଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ

ଠେକୁଆ ଦେଖିବାକୁ ବେଶ ସୁନ୍ଦର। ଅନେକ ଏହାକୁ ଘରେ ପାଳିବାକୁ ପସନ୍ଦ କରନ୍ତି। ହେଲେ ଏହି ପଶୁ ସହିତ ଜଡ଼ିତ ଏକ ଚକିତ କଲାଭଳି କଥା...

ଶୀତଦିନେ ବି ଟକଟକ ହୋଇ ଫୁଟେ ଏହି ନଦୀର ପାଣି, ବୈଜ୍ଞାନିକ ବି ଚକିତ

ସାଧାରଣତଃ ନଦୀର ପାଣି ଥଣ୍ଡା ଥାଏ। ହେଲେ ଦୁନିଆର ଏଭଳି ଏକ ନିଆରା ନଦୀ ରହିଛି ଯାହାର ପାଣି ସର୍ବଦା ଟକଟକ୍‌ ହୋଇ ଫୁଟୁଥାଏ। କେବଳ...

ଜାପାନରେ ଶକ୍ତିଶାଳୀ ଭୂକମ୍ପ, ବ୍ୟାପକ କ୍ଷୟକ୍ଷତି ଆଶଙ୍କା

ଟୋକିଓ,୨୭ା୪: ଜାପାନର ବୋନିନ ଦ୍ୱୀପପୁଞ୍ଜରେ ଶନିବାର ଅପରାହ୍ନରେ ଭୂକମ୍ପ ଅନୁଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲ୍‌ରେ ୬.୩ ମାପ କରାଯାଇଛି। ଏହି ଭୂକମ୍ପର କେନ୍ଦ୍ର...

ଜୀବନର ବହୁତ ବଡ କଥା କହିଲେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ

ଓ୍ବାଶିଂଟନ,୨୭।୪: ଆମେରିକାରେ କିଛି ମାସ ମଧ୍ୟରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ। ଇତିମଧ୍ୟରେ ରାଷ୍ଟ୍ରପତି ଜୋ ବାଇଡେନ ଏବଂ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ...

ସ୍ବାସ୍ଥ୍ୟସେବାରେ ପ୍ରାଣୀ ଚିକିତ୍ସକ

ମଣିଷର ଜୀବନଧାରଣରେ ପ୍ରାଣୀ ସମ୍ପଦର ଗୁରୁତ୍ୱକୁ ଉପଲବ୍ଧି କରି ୨୦୦୧ ମସିହାଠାରୁ ସମଗ୍ର ବିଶ୍ୱରେ ପାଳିତ ହୋଇଆସୁଅଛି ”ବିଶ୍ୱ ପ୍ରାଣୀ ଚିକିତ୍ସା ଦିବସ“। ପ୍ରତିବର୍ଷ ଏପ୍ରିଲ...

ରୁଷିଆ ସେନାକୁ ଚାଇନା ସହାୟତା: ପ୍ରତିବାଦ ଜଣାଇଲେ ବ୍ଲିଙ୍କେନ୍‌

ବେଜିଂ,୨୭ା୪: ଆମେରିକା ପରରାଷ୍ଟ୍ର ସଚିବ ଆଣ୍ଟୋନି ବ୍ଲିଙ୍କେନ୍‌ ଶୁକ୍ରବାର ଚାଇନା କର୍ତ୍ତୃପକ୍ଷଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ୟୁକ୍ରେନ୍‌ ସହ ଯୁଦ୍ଧରେ ରୁଷିଆ ସେନାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri