Posted inଖେଳ

ସନ୍ତରଣରେ ବିଶ୍ୱ ରେକର୍ଡ ସୃଷ୍ଟି କଲେ ଜର୍ମାନୀର ଏହି ଅଲିମ୍ପିକ ଚାମ୍ପିୟନ

ଷ୍ଟକ୍‌ହାମ,୧୪ା୪: ଜର୍ମାନୀର ଅଲିମ୍ପିକ ଚାମ୍ପିୟନ ଲୁକାସ ମାର୍ଟେନ୍ସ ପୁରୁଷ ୪୦୦ ମିଟର ଫ୍ରିଷ୍ଟାଇଲ ରେକର୍ଡ ଭଙ୍ଗ କରିଛନ୍ତି। ସ୍ବିମ୍‌ ଓପନ୍‌ ଷ୍ଟକ୍‌ହାମରେ ସେ ଏହି ସଫଳତା ପାଇଛନ୍ତି। ସେ ପ୍ରଥମ ସନ୍ତରଣକାରୀ ଭାବେ ୩ ମିନିଟ୍‌ ୪୦ ସେକେଣ୍ଡର ବାଧାକୁ ଅତିକ୍ରମ କରିଛନ୍ତି।

ରେସ୍‌ରେ ସେ ୩:୩୯.୯୬ ସେକେଣ୍ଡ ଟାଇମିଂ ହାସଲ କରିଥିଲେ। ପୂର୍ବରୁ ଥିବା ଜାତୀୟ ରେକର୍ଡକୁ ସେ ଏକ ଦଶମିକ ୧୧ ସେକେଣ୍ଡରେ ପଛରେ ପକାଇଥିଲେ। ଜର୍ମାନୀର ପୂର୍ବତନ ସନ୍ତରଣକାରୀ ପଲ୍‌ ବିଡରମ୍ୟାନ୍‌ଙ୍କ ନାମରେ ପୂର୍ବରୁ ବିଶ୍ୱ ରେକର୍ଡ ଥିଲା। ସେ ୨୦୦୯ରେ ୩:୪୦.୦୭ ସେକେଣ୍ଡ ଟାଇମିଂ ହାସଲ କରିଥିଲେ। ୨୩ ବର୍ଷୀୟ ମାର୍ଟେନ୍ସ ୨୦୨୪ ପ୍ୟାରିସ୍‌ ଅଲିମ୍ପିକ୍ସରେ ୩:୪୧ ସେକେଣ୍ଡ ଟାଇମିଂ ସହ ୪୦୦ ମିଟର ଫ୍ରିଷ୍ଟାଇଲ ବର୍ଗରେ ସ୍ବର୍ଣ୍ଣ ପଦକ ଜିତିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri