ଜର୍ମାନ ରାଷ୍ଟ୍ରପତିଙ୍କ ଏକ୍ସ ଆକାଉଣ୍ଟ ହ୍ୟାକ କରି ଲଗାଇଦେଲେ ବିହାର ସରକାରଙ୍କ ପ୍ରୋଫାଇଲ ଫଟୋ, ସମ୍ପୂର୍ଣ୍ଣ ଘଟଣା ଜାଣିଲେ…

ବର୍ଲିିନ୍‌,୧୭।୨: ଜର୍ମାନ ରାଷ୍ଟ୍ରପତି ଫ୍ରାଙ୍କ-ୱାଲ୍ଟର ଷ୍ଟିନମିୟରଙ୍କ ଅଫିସିଆଲ ଏକ୍ସ ଆକାଉଣ୍ଟ ହ୍ୟାକ ହୋଇଥିବା ଜଣାପଡ଼ିଛି। କେବଳ ଏତିକି ନୁହେଁ, ହ୍ୟାକର୍ସମାନେ ରାଷ୍ଟ୍ରପତିଙ୍କ ଆକାଉଣ୍ଟର ପ୍ରୋଫାଇଲ ଫଟୋକୁ ବିହାର ସରକାରଙ୍କ ଜଳସମ୍ପଦ ବିଭାଗର ଫଟୋ ସହିତ ବଦଳାଇ ଦେଇଛନ୍ତି। ତଥାପି, ଏହି ଘଟଣା ଉପରେ ଜର୍ମାନ ସରକାରଙ୍କ ପକ୍ଷରୁ କୌଣସି ସରକାରୀ ବୟାନ ଦିଆଯାଇ ନାହିଁ, କିନ୍ତୁ ମିଡିଆ ରିପୋର୍ଟ ଅନୁଯାୟୀ, ଏହା ପୂର୍ବରୁ ମଧ୍ୟ ହ୍ୟାକର୍ସ ଏହି ଆକାଉଣ୍ଟକୁ ପୂର୍ବତନ ନାଜି ପାର୍ଟି ମୁଖ୍ୟ ଆଡଲଫ ହିଟଲରଙ୍କ ପ୍ରୋଫାଇଲ ଭଳିଆ କରିଦେଇଥିଲେ।

ସୂଚନାନୁଯାୟୀ, ହି ସାଇବର ଆକ୍ରମଣ ବିଷୟରେ ସୂଚନା ପ୍ରଥମେ ଅନେକ ଏକ୍ସ ୟୁଜର୍ସ ଦେଇଥିଲେ। ଯେତେବେଳେ ଆକାଉଣ୍ଟର ୟୁଜରନେମ ବଦଳାଇ @adolf_gov କରାଯାଇଥିଲା।

हैक हुआ जर्मन राष्ट्रपति का X अकाउंट! बिहार सरकार की लगा दी प्रोफाइल फोटो, जानें पूरी जानकारी

ହ୍ୟାକ ହୋଇଥିବା ଆକାଉଣ୍ଟର ବାୟୋରେ ଲେଖାଥିଲା, “ମେକ୍‌ ଜର୍ମାନୀ ଗ୍ରେଟ୍‌ ଏଗେନ୍‌।” ଆକାଉଣ୍ଟରେ ୫୭,୦୦୦ ଫଲୋଅର୍ସ ଥିଲେ। BRICS ନ୍ୟୁଜର ଅଫିସିଆଲ ଏକ୍ସ ଆକାଉଣ୍ଟ ପୋଷ୍ଟ କରିଛି ଯେ ଏହା ଜର୍ମାନ ରାଷ୍ଟ୍ରପତିଙ୍କ ଆକାଉଣ୍ଟ ଏବଂ ଏହାକୁ ହ୍ୟାକ କରାଯାଇଛି।

ପରବର୍ତ୍ତୀ ସମୟରେ, ଆକାଉଣ୍ଟଟିକୁ ଅସ୍ଥାୟୀ ଭାବରେ ନିଲମ୍ବିତ କରାଯାଇଥିଲା କିନ୍ତୁ ପରେ ଏହାକୁ ପୁନଃ ସକ୍ରିୟ କରାଯାଇଥିଲା ଏବଂ ଏହାର ନାମ ବିହାର ସରକାରଙ୍କ ଜଳ ସମ୍ପଦ ବିଭାଗ ଭାବରେ ପରିବର୍ତ୍ତନ କରାଯାଇଥିଲା, ୟୁଜରନେମ ଏବେ ବି @FrankWalterGER ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?