Posted inଖେଳ

୩-୦ ଗୋଲରେ ଜାପାନକୁ ହରାଇଲା ଜର୍ମାନୀ…

ଭୁବନେଶ୍ୱର,୧୪।୧ : ହକି ବିଶ୍ୱକପ ୨୦୨୩ର ଜାପାନ ଏବଂ ଜର୍ମାନୀ ମଧ୍ୟରେ ଖେଳାଯାଉଥିବା ପୁଲ ବି ମ୍ୟାଚରେ ଜର୍ମାନୀ ଗୋଲରେ ବିଜୟୀ ହୋଇଛି। ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ଜର୍ମାନୀ ୩-୦ ଗୋଲରେ ଜାପାନକୁ ପରାଜିତ କରିଛି।

ମ୍ୟାଚର ୩୫ ତମ ମିନିଟରେ ଜର୍ମାନୀ ପକ୍ଷରୁ ଗ୍ରେମ୍ବୁଶ ମୈଶ ଗୋଲ କରିଥିବାବେଳେ ୪୦ତମ ମିନିଟରେ ରୁହର କ୍ରିଷ୍ଟୋଫର ଗୋଲ କରିଥିଲେ। ଏହାପରେ ୪୮ତମ ମିନିଟରେ ପ୍ରିଞ୍ଜ୍‌ ଥିଶ୍‌ ଗୋଲ କରିଥିଲେ। ଜାପାନ ଖେଳାଳି ଗୋଲ କରିବାକୁ ଚେଷ୍ଟା କରିଥିଲେ ମଧ୍ୟ ଜର୍ମାନୀର ଡିଫେଣ୍ଡର ସମ୍ମୁଖରେ ବିଫଳ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆୟର୍ଲାଣ୍ଡକୁ ହରାଇଲା ଭାରତୀୟ ମହିଳା ହକି ଦଳ

ଡବଲିନ,୨ା୬(ପିଟି)- ଗୋଟିଏ ଗୋଲରେ ପଛୁଆ ରହିବା ପରେ ମଧ୍ୟ ଭାରତୀୟ ମହିଳା ହକି ଦଳ ୨-୧ ଗୋଲରେ ଆୟର୍ଲାଣ୍ଡକୁ ଏଠାରେ ଚାଲିଥିବା ୨୧ ବର୍ଷରୁ କମ୍‌...

ଜାନୁୟାରୀ ୪ ର୍ପୂବରୁ ଭାରତ ଓ ଅଷ୍ଟ୍ରେଲିଆ ଦଳ ସିଡ୍‌ନୀ ଯିବେନି: ହୋକ୍‌ଲି

ମେଲବୋର୍ନ,୩୧।୧୨ (ପି.ଟି.): ଜାନୁୟାରୀ ୪ ତାରିଖ ପୂର୍ବରୁ ଭାରତ ଓ ଅଷ୍ଟ୍ରେଲିଆ କ୍ରିକେଟ ଦଳ ସିଡ୍‌ନୀ ଗସ୍ତ କରିବେ ନାହିଁ ବୋଲି କ୍ରିକେଟ ଅଷ୍ଟ୍ରେଲିଆ (ସିଏ)...

ହରମନ୍‌ପ୍ରୀତଙ୍କୁ ଅଧିନାୟକ ଦାୟିତ୍ୱ

ଭୁବନେଶ୍ୱର,୨୬।୧୦: ଭୁବନେଶ୍ୱରରେ ଅନୁଷ୍ଠିତ ହେବାକୁ ଥିବା ଏଫ୍‌ଆଇଏଚ୍‌ ପ୍ରୋ ହକି ଲିଗ୍‌ ପାଇଁ ୨୨ ଜଣିଆ ଭାରତୀୟ ଦଳ ଘୋଷଣା କରାଯାଇଛି। ସ୍ପେନ୍‌ ଏବଂ ନ୍ୟୁଜିଲାଣ୍ଡ...

ସିଡ୍‌ନୀରେ ନିୟମ ଭାଙ୍ଗିଥିଲେ କୋହଲି, ପାଣ୍ଡ୍ୟା

ସିଡ୍‌ନୀ,୪ା୧- ଉପ ଅଧିନାୟକ ରୋହିତ ଶର୍ମାଙ୍କ ସମେତ ୫ ଜଣ ଖେଳାଳି ପ୍ରୋଟୋକଲର ଉଲ୍ଲଂଘନ କରିବା ପରେ ଆଇସୋଲେଶନରେ ରହିଛନ୍ତି। ଏହି ଖେଳାଳିମାନେ ମେଲବୋର୍ନରେ ଏକ...

୨୦୩୨ ଅଲିମ୍ପିକ୍ସ ବିଡ୍‌ ଦାଖଲ କରିବ ଭାରତ

ବେଙ୍ଗାଲୁରୁ,୯ା୬: ୨୦୩୨ ଅଲିମ୍ପିକ୍ସ ପାଇଁ ଭାରତ ବିଡ୍‌ ଦାଖଲ କରିବାକୁ ନିଷ୍ପତ୍ତି ନେଇଛି। କେବଳ ମୁମ୍ବାଇ ଓ ନୂଆଦିଲ୍ଲୀ ନୁହେଁ ବରଂ ବେଙ୍ଗାଲୁରୁ ମଧ୍ୟ ଏହି...

ଜେରିଙ୍କ ଚୁକ୍ତିର ନବୀକରଣ କଲା ଓଡ଼ିଶା ଏଫ୍‌ସି

ଭୁବନେଶ୍ୱର, ୨୩।୪(କ୍ରୀଡ଼ା ପ୍ରତିନିଧି)-ଇଣ୍ଡିଆନ ସୁପରଲିଗ୍‌ (ଆଇଏସ୍‌ଏଲ୍‌)ର ଭୁବନେଶ୍ୱରଭିତ୍ତିକ ଦଳ ଓଡ଼ିଶା ଏଫ୍‌ସି ମିଜୋରାମ ଓ୍ବିଙ୍ଗର ଜେରି ମାଓ୍ବିମିଙ୍ଗଥଙ୍ଗାଙ୍କ ସହ ଚୁକ୍ତିର ନବୀକରଣ କରିଛି। ୨୪ ବର୍ଷୀୟ...

ଉତ୍କଳ କରାଟେ ସ୍କୁଲରେ ଅତ୍ୟାଧୁନିକ ସାନିଟାଇଜିଂ ଟନେଲ

ଭୁବନେଶ୍ୱର, ୨୮ା୫(କ୍ରୀଡ଼ା ପ୍ରତିନିଧି)-  ଖେଳାଳି ତିଆରି କାରଖାନା ଭାବେ ପରିଚିତ ଉତ୍କଳ କରାଟେ ସ୍କୁଲରେ ଏବେ ସମସ୍ତ ଖେଳ କସରତ ବନ୍ଦ। କୋଭିଡ-୧୯ ପ୍ରଭାବ ଜନିତ...

କମ୍‌ ଇନିଂସରେ ୨୪ ଶତକ ଲଗାଇଥିବା ବ୍ୟାଟ୍ସମ୍ୟାନ

କମ୍‌ ଇନିଂସରେ ୨୪ ଶତକ ଲଗାଇଥିବା ବ୍ୟାଟ୍ସମ୍ୟାନ ୬୬: ଡନ ବ୍ରାଡମ୍ୟାନ ୧୧୮: ଷ୍ଟିଭ ସ୍ମିଥ ୧୨୩: ବିରାଟ କୋହଲି ୧୨୫: ସଚିନ ତେନ୍ଦୁଲକର ୧୨୮:...

Advertisement
Archives

Model This Week