ଜର୍ମାନୀ, ବେଲ୍‌ଜିୟମ୍‌ ବନ୍ୟା ମୃତ୍ୟୁସଂଖ୍ୟା ୧୫୭

ଓ୍ବାସେନ୍‌ବର୍ଗ, ୧୮।୭: ଜର୍ମାନୀ ଓ ବେଲ୍‌ଜିୟମରେ ପ୍ରଳୟଙ୍କରୀ ବନ୍ୟାରେ ମୃତ୍ୟୁସଂଖ୍ୟା ୧୫୭କୁ ବୃଦ୍ଧି ପାଇଛି। ପଶ୍ଚିମ ଜର୍ମାନୀରେ ୧୩୩ ଜଣଙ୍କ ଜୀବନ ଯାଇଛି। ଏହା ଅର୍ଦ୍ଧଶତାବ୍ଦୀ ମଧ୍ୟରେ ଜର୍ମାନୀରେ ସବୁଠୁ ଭୟାବହ ପ୍ରାକୃତିକ ବିପର୍ଯ୍ୟୟ ବୋଲି କୁହାଯାଉଛି। ଉଦ୍ଧାର କାର୍ଯ୍ୟ ଜାରି ରହିଥିବାବେଳେ ଏବେ ବି ଶତାଧିକ ନିଖୋଜ ଅଛନ୍ତି।
ଜର୍ମାନୀରେ ଏଭଳି ବନ୍ୟା କେବେ ଆସି ନ ଥିଲା। ମାତ୍ର ୧୫ ମିନିଟରେ ସବୁକିଛି ବୁଡ଼ିଯାଇଥିଲା ବୋଲି ଜଣେ ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି। ବିଭିନ୍ନ ସ୍ଥାନରେ ରାସ୍ତା ଓ ଘରଦ୍ୱାର ବୁଡ଼ିଯାଇଥିଲା। କେଉଁଠି କାର ଭାସିଯାଇଥିଲା ତ ପୁଣି କେଉଁଠି ଓଲଟି ପଡ଼ିଥିବା ଦେଖାଯାଇଥିଲା। କେତେକ ଜିଲା ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଯାଇଛି। ଉଦ୍ଧାର କାର୍ଯ୍ୟ ଜାରି ରହିଥିବାରୁ ମୃତ୍ୟୁସଂଖ୍ୟା ବଢ଼ିପାରେ ବୋଲି ରେଇନଲାଣ୍ଡ-ପାଲାଟିନେଟ୍‌ର ଇଣ୍ଟେରିଅର ମନ୍ତ୍ରୀ ରୋଗର୍‌ ଲେଓ୍ବେଣ୍ଟଜ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୭୯ ଥର ତାଳି ମାରିଲେ, ୧୫ ଥର ଠିଆହେଲେ, ସେଲ୍‌ଫି ନେବାକୁ ଲାଗିଲା ଭିଡ଼

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୩ା୬: ଆମେରିକାରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭବ୍ୟ ସ୍ବାଗତ କରାଯାଇଛି। ସେଠାରେ ପ୍ରଧାନମନ୍ତ୍ରୀଙ୍କ ଶକ୍ତି ମଧ୍ୟ ଅକ୍ଷୁଣ୍ଣ ରହିଛି। ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ...

ଗୁରୁଦ୍ୱାରାରେ ଆତଙ୍କବାଦୀ ଆକ୍ରମଣ…

କାବୁଲ, ୨୦।୬ : ଆଫଗାନିସ୍ତାନରେ ଗୁରୁଦ୍ୱାର ଆତଙ୍କବାଦୀ ଆକ୍ରମଣ ଘଟିଛି। ପାଜୋକ ନ୍ୟୁଜର ଏକ ରିପୋର୍ଟ ସୋସିଆଲ ମିଡିଆରେ ଉଲ୍ଲେଖ କରିଛି ଯେ, ଆକ୍ରମଣ ପରେ...

ସଡ଼କ ଦୁର୍ଘଟଣାରେ ୩୫ ତୀର୍ଥଯାତ୍ରୀ ମୃତ

ମଦିନା,୧୭।୧୦: ସୌଦିର ମଦିନା ପ୍ରଦେଶରେ ଏକ ସଡ଼କ ଦୁର୍ଘଟଣାରେ ୩୫ ତୀର୍ଥଯାତ୍ରୀଙ୍କ ମୃତ୍ୟୁ ଘଟିଛି। ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ବସ୍‌ ସହିତ ଏକ ଏକ୍ସାଭେଟର ଧକ୍କା...

ଦୋନେସ୍କରେ ରୁଷିଆର ଆକ୍ରମଣକୁ ଦେଖି ୩.୫ ଲକ୍ଷ ଲୋକଙ୍କୁ ଅଞ୍ଚଳ ଛାଡିବାକୁ ଦିଆଯାଇଛି ସୂଚନା

କ୍ୱିଭ,୭ ।୭: ରୁଷିଆ-ୟୁକ୍ରେନ୍ ଯୁଦ୍ଧ ଏବେବି ଉତ୍ତେଜନା ପରିସ୍ଥିତି ଦେଇ ଗତି କରୁଛି । ଲୁହାନସ୍କ ଉପରେ କବଜା କରିବା ପରେ ଏବେ ରୁଷିଆ ସେନା...

ଦିନକୁ ୧୬୭ ଟଙ୍କା ରୋଜଗାର କରୁଥିବା ଲୋକ ଗରିବ, ବିଶ୍ୱ ବ୍ୟାଙ୍କର ନୂଆ ମାନଦଣ୍ଡ…

ଓ୍ବାଶିଂଟନ, ୬।୬ : ବିଶ୍ୱ ବ୍ୟାଙ୍କ ବର୍ତ୍ତମାନ ଅତ୍ୟନ୍ତ ଗରିବଙ୍କ ପାଇଁ ଏକ ନୂତନ ମାନଦଣ୍ଡ ସ୍ଥିର କରିଛି। ମୁଦ୍ରାସ୍ଫୀତି, ଦରଦାମ୍‌ ବୃଦ୍ଧି , ଜୀବନଧାରଣର...

ଆଇବିଏମ୍ ରୁଷିଆରେ ସମସ୍ତ କାରବାର ଉପରେ ଲଗାଇଲା ପ୍ରତିବନ୍ଧକ

ୱାଶିଂଟନ,୮ ।୩: ରୁଷିଆ-ୟୁକ୍ରେନ୍ ଯୁଦ୍ଧ ଶେଷ ହେବାର କୌଣସି ଆଭାସ ମିଳୁ ନ ଥିବା ବେଳେ ରୁଷିଆ ଉପରେ ଆମେରିକା ଗୋଟିଏ ପରେ ଗୋଟିଏ ପ୍ରତିବନ୍ଧକ...

‘ଅରବପତି ପୁଅ ପାଇଁ ମୁଁ ଗର୍ବିତ ନୁହେଁ’

ନ୍ୟୁୟର୍କ,୨।୮: ଟେସଲା ମୁଖ୍ୟ ଏଲନ ମସ୍କଙ୍କ ପିତା ଏରୋଲ ମସ୍କ ଆଜିକାଲି ବେଶ୍‌ ଚର୍ଚ୍ଚାରେ ରହୁଛନ୍ତି। ନିକଟରେ ସେ ସ୍ବୀକାର କରିଛନ୍ତି ଯେ ସେ ତାଙ୍କ...

ଇଂଲିଶ ଚ୍ୟାନେଲରେ ଡଙ୍ଗାବୁଡି, ୬ ମୃତ, ୫୦ ଉଦ୍ଧାର…

ପ୍ୟାରିସ,୧୩।୮ : ଇଂଲିଶ ଚ୍ୟାନେଲରେ ପ୍ରବାସୀଙ୍କୁ ନେଇ ଯାଉଥିବା ଡଙ୍ଗାବୁଡିରେ ୬ ଜଣଙ୍କ ମୃତ୍ୟୁ ଘଟିଛି। ୫୦ ପ୍ରବାସୀଙ୍କୁ ଉଦ୍ଧାର କରାଯାଇଛି। ସ୍ଥାନୀୟ ମେୟର ଫ୍ରାଙ୍କ...

Advertisement
Archives

Model This Week