ରୁଷିଆ ପାଇଁ ବନ୍ଦ ଜର୍ମାନୀର ଆକାଶ ମାର୍ଗ

ବର୍ଲିନ,୨୭ ।୨: ଯୁଦ୍ଧର ନିଆଁରେ ଜଳୁଛି ୟୁକ୍ରେନ୍ । ରୁଷିଆର ଆକ୍ରମଣରେ ବେଳକୁ ବେଳ ଧ୍ୱଂସ ହୋଇ ଚାଲିଛି ୟୁକ୍ରେନ୍ । ସମୟକ୍ରମେ ସ୍ଥିତି ଅଣାୟତ ହେଉଥିବା ବେଳେ ରୁଷିଆ ଆଗରେ ମୁଣ୍ଡ ନୁଆଁଇ ନାହିଁ ୟୁକ୍ରେନ୍ । ଏପଟେ ଆମେରିକା, ବ୍ରିଟେନ, ଫ୍ରାନ୍ସ ସମେତ କିଛି ଦେଶ ୟୁକ୍ରେନ ଉପରେ ଆକ୍ରମଣକୁ ନେଇ ରୁଷିଆ ଉପରେ କଡା ପ୍ରତିବନ୍ଧକ ଲଗାଇଛନ୍ତି । ହେଲେ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏସବୁକୁ ଅଣଦେଖା କରି ୟୁକ୍ରେନ୍ ଉପରେ ଆକ୍ରମଣକୁ ଆହୁରି ତୀବ୍ର କରିବାକୁ ରୁଷିଆ ସେନାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ବେଳକୁ ବେଳ ରୁଷିଆ ଉପରେ ଆମେରିକା ଗୋଟିଏ ପରେ ଗୋଟିଏ ପ୍ରତିବନ୍ଧକ ଲଗାଉଥିବା ବେଳେ ୟୁକ୍ରେନ୍ ଉପରେ ଆକ୍ରମଣକୁ ନେଇ ରୁଷିଆକୁ ଏହାର ପରିଣାମ ଭୋଗିବାକୁ ପଡିବ ବୋଲି କହିଛି ଆମେରିକା । ଭାରତ କହିଛି ଶାନ୍ତି ବଜାୟ ରଖି ଯୁଦ୍ଧ ବନ୍ଦ କରିବା ଦରକାର । ଏଭଳି ସ୍ଥିତିରେ ଜର୍ମାନୀ ତା’ର ଆକାମାର୍ଗକୁ ରୁଷିଆ ପାଇଁ ବନ୍ଦ କରିବାକୁ ଯାଉଛି । ଅର୍ଥାତ୍ ଏବେ ଜର୍ମାନୀରୁ କୌଣସି ବିମାନ ରୁଷିଆ ଯାଇପାରିବ ନାହିଁ କି ଆସିପାରିବ ନାହିଁ । ଅନ୍ୟପଟେ ୟୁକ୍ରେନର ଯୁଦ୍ଧ ବିଭିଷିକା ମଧ୍ୟରେ ପାଖାପାଖି ୧.୨ ଲକ୍ଷ ନାଗରିକ ସୀମାପାର ହୋଇ ପୋଲାଣ୍ଡରେ ଶରଣ ନେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଷମତାର ଦୁରୁପଯୋଗ

ଦୁର୍ନୀତି ଓ ଲାଞ୍ଚ, ଏହି ଦୁଇଟି ଶବ୍ଦକୁ ପରସ୍ପର ବଦଳରେ ବ୍ୟବହାର କରାଯାଇପାରେ। କିନ୍ତୁ ପ୍ରକୃତରେ ଲାଞ୍ଚ ଶବ୍ଦ ୧୬ଶ ଶତାବ୍ଦୀରେ ଉତ୍ପତ୍ତି ହୋଇଥିଲା। ଏହାର ଅର୍ଥ…

ସମୁଦ୍ର ଗର୍ଭରେ ଲୀନ ହେବ ଆଉ ୨ ମନ୍ଦିର

ଛତ୍ରପୁର,୨୭ା୯ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଦିନକୁ ଦିନ କ୍ଷୟ ହେବାରେ ଲାଗିଛି। ଗଭୀର ଅବପାତ ପ୍ରଭାବରେ ଉଚ୍ଚ ଜୁଆର କୂଳ…

ବୌଦ୍ଧ ବିଧାୟକଙ୍କ ନାଁରେ ଗିରଫ ପରୱାନା

ହରଭଙ୍ଗା,୨୭ା୯(ନରେନ୍ଦ୍ର କୁମାର ସାହୁ): ୨୦୨୪ରେ ଅନୁଷ୍ଠିତ ୧୭ତମ ବିଧାନସଭା ନିର୍ୱାଚନ ସମୟରେ ବର୍ତ୍ତମାନର ବୌଦ୍ଧ ବିଧାୟକ ତଥା ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ…

ଓଡ଼ିଶାରେ ଦ୍ୱିତୀୟ ଏମ୍ସ ନେଇ କେନ୍ଦ୍ର ଅସ୍ପଷ୍ଟ

ବଲାଙ୍ଗୀର,୨୭ା୯(ବୀରେନ୍ଦ୍ର କୁମାର ଝାଙ୍କର): ଗତ ୨ ବର୍ଷ ତଳେ ୨୦୨୪ ସେପ୍ଟେମ୍ୱର ୮ରେ ସମ୍ୱଲପୁରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଦ୍ୱିତୀୟ ଏମ୍ସ ସମ୍ୱଲପୁରରେ ପ୍ରତିଷ୍ଠା…

ହୀରାକୁଦର ୨୦ ଗେଟ୍‌ ଖୋଲିଲା: ବୈତରଣୀରେ ୮, ସାଳନ୍ଦୀରେ ୬ ବନ୍ୟା

ଭୁବନେଶ୍ୱର, ୨୭ା୯ (ବନ୍ଦନା ସେଠୀ): ଲଗାଣ ବର୍ଷା ଯୋଗୁ ଓଡ଼ିଶାର ବିଭିନ୍ନ ନଦୀରେ ବନ୍ୟାସ୍ଥିତି ଗମ୍ଭୀର ହୋଇଚାଲିଛି। ଦକ୍ଷିଣ ଓଡ଼ିଶାରେ ଦୁଇଦିନ ଧରି କେତେକ ନଦୀରେ ବନ୍ୟା…

ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ, ୨ଦିନ ପରେ…

ଭୁବନେଶ୍ୱର,୨୬।୯: ଆଣ୍ଡାମାନ ସାଗରରୁ ସୃଷ୍ଟି ହୋଇଥିବା ଲଘୁଚାପ ପରବର୍ତ୍ତୀ ସମୟରେ ଗଭୀର ଅବପାତର ରୂପ ନେଇ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟାଇଲା। ଏବେ ସେହି ଆଣ୍ଡାମାନ ସାଗର…

୩୦ରେ ଇଣ୍ଡିଆ ବ୍ଲକ୍‌ର ବୈଠକ, ହେବ ବଡ଼ ଆଲୋଚନା

ନୂଆଦିଲ୍ଲୀ,୨୬ା୯: ନିର୍ବାଚନ କମିଶନରେ ମତଭେଦ ଏବଂ ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)କୁ ନେଇ ଦେଖାଦେଇଥିବା ଉଦ୍‌ବେଗ ଓ ଅନ୍ୟାନ୍ୟ ପ୍ରସଙ୍ଗ ଉପରେ ଆଲୋଚନା ପାଇଁ…

ନାଗାଲାଣ୍ଡରେ ମଦମୃତ୍ୟୁ: ୨ ଦିନରେ ଗଲାଣି ୧୯ଜଣଙ୍କ ଜୀବନ

କୋହିମା,୨୬ା୯; ନାଗାଲାଣ୍ଡରେ ବିଷାକ୍ତ ମଦ ପିଇ ୨ ଦିନରେ ୧୯ଜଣ ପ୍ରାଣ ହରାଇଛନ୍ତି। ମୃତ୍ୟୁର କାରଣ ଏବଂ ରାଜ୍ୟରେ ମଦ ଅପମିଶ୍ରଣର ଯୋଗାଣ ଶୃଙ୍ଖଳକୁ ଠାବ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?