ନେଇଥିଲେ ଅବସର: ବିଶ୍ୱକପ୍‌ ପାଇଁ ପୁଣି ଫେରିଲେ ଏହି ଖେଳାଳି

ବର୍ଲିନ,୨୧ା୫: ବିଶ୍ୱକପ୍‌ ଲାଗି ଭେଟେରାନ ଗୋଲକିପର ମାନୁଏଲ ନେଉରଙ୍କୁ ଅବସରରୁ ଫେରିବା ପାଇଁ ଜର୍ମାନୀ କୋଚ୍‌ ଜୁଲିଆନ ନାଗେଲ୍ସମ୍ୟାନ ରାଜି କରିଛନ୍ତି। ୪୦ ବର୍ଷୀୟ ନେଉର ୨୦୨୪ ୟୁରୋପିଆନ ଚାମ୍ପିୟନଶିପ୍‌ ଶେଷ ହେବା ପରେ ଅନ୍ତର୍ଜାତୀୟ ଫୁଟବଲରୁ ଅବସର ଘୋଷଣା କରିଥିଲେ। କିନ୍ତୁ ଆସନ୍ତା ୧୧ ତାରିଖରୁ ଆରମ୍ଭ ହେବାକୁ ଥିବା ବିଶ୍ୱକପ୍‌ ଲାଗି ତାଙ୍କୁ ୨୬ ଜଣିଆ ଜର୍ମାନୀ ଦଳରେ ସାମିଲ କରାଯାଇଛି।

ବାର୍ସେଲୋନା ଗୋଲକିପର ମାର୍କ-ଆଣ୍ଡ୍ରେ ଟେର ଷ୍ଟେଗେନଙ୍କୁ ନେଉରଙ୍କ ଉତ୍ତରାଧିକାରୀ ବିବେଚନା କରାଯାଉଥିଲା। ହେଲେ ଆହତ ସମସ୍ୟା କାରଣରୁ ସେ ଦଳରୁ ବାଦ୍‌ ପଡ଼ିଛନ୍ତି। ନେଉରଙ୍କ ବ୍ୟତୀତ ଦଳରେ ହଫେନହେଇମ ଗୋଲକିପର ଓଲିଭର ବାଉମାନ ରହିଛନ୍ତି। ହେଲେ ୩୫ ବର୍ଷୀୟ ବାଉମାନ ଜର୍ମାନୀ ପାଇଁ ୧୧ ମ୍ୟାଚ୍‌ ଖେଳିଥିବା ବେଳେ ନେଉର ୧୨୪ ମ୍ୟାଚ୍‌ ଖେଳିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାତ ଖାଇବା ବେଳେ ଗଡ଼ିଲା ମୁଣ୍ଡ: ସାମାନ୍ୟ କଳିରୁ ବଡ଼ ଭାଇଙ୍କୁ ଟାଙ୍ଗିଆରେ ହାଣିଲେ ସାନ ଭାଇ

ଭବାନୀପାଟଣା,୨୦।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ବଳରାମପୁର ଗ୍ରାମରେ ଗୁରୁବାର ଅପରାହ୍ନରେ ଏକ ଅଭାବନୀୟ ତଥା ରକ୍ତାକ୍ତ ଘଟଣା ସାମ୍ନାକୁ ଆସିଛି।…

ଗାଧୋଇବା ବେଳେ ଭାସିଗଲେ ୩ ଯୁବକ, ଆଉ ତା’ପରେ…

ସମ୍ବଲପୁର,୨୦।୮,ସମ୍ବଲପୁର ଜିଲା ମାନେଶ୍ବର ମାଳତି ଯୋରରେ ଗୁରୁବାର ଏକ ଦୁଖଃଦ ଘଟଣା ଘଟିଛି। ଗାଧୋଇବା ବେଳେ ୩ଜଣ ଯୁବକ ଭାସି ଯାଇଥିଲେ। ଖବର ପାଇ ଅଗ୍ନିଶମ ବିଭାଗର…

କେତୁଙ୍କ ଘରେ ବୁଧଙ୍କ ପ୍ରବେଶ, ୩ ରାଶିଙ୍କ ଘରେ ପଡିଯିବ ଅକାଳ! ଆଖି ପିଛୁଳାକେ ଚାଲିଯିବ ସବୁ ଟଙ୍କା…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଗ୍ରହ ଏବଂ ନକ୍ଷତ୍ରମାନଙ୍କର ଚାଲି ପରିବର୍ତ୍ତନ ଆମ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ। ବୁଧ ଏବଂ କେତୁଙ୍କ ସ୍ଥିତି ଓ ନକ୍ଷତ୍ର…

ବ୍ରହ୍ମପୁରର ସୁନା ପୁଅ: ମହାକାଶ ବିଜ୍ଞାନରେ ଗବେଷଣା କରି ସୁନାମ ଆଣିଛନ୍ତି ବିଶ୍ୱଜିତ

ବ୍ରହ୍ମପୁର,୨୦।୮(ସୁବାସ ଚନ୍ଦ୍ର ପାଢ଼ୀ): ମହାକାଶ ବିଜ୍ଞାନ କ୍ଷେତ୍ରରେ ଅସାଧାରଣ ଗବେଷଣା କରି ବ୍ରହ୍ମପୁର ସହର ପାଇଁ ସୁନାମ ଆଣିଛନ୍ତି ହିଲପାଟଣା ନିବାସୀ ହୃଷିକେଶ ଦାଶ ଓ ସଂଯୁକ୍ତା…

SRCଙ୍କ କଡ଼ା ନିର୍ଦ୍ଦେଶ, ବନ୍ୟା ପ୍ରଭାବିତ ଏହି ୪ ଜିଲାକୁ ମିଳିବ ଚାଉଳ…

ଭୁବନେଶ୍ବର ୨୦।୮: ପ୍ରବଳ ବର୍ଷା ଓ ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି ଯୋଗୁଁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ…

କାର୍‌ରେ ଟଙ୍କା ନେଇ ଆସୁଥିବା ବେଳେ ବାଟରେ ମାଡିବସିଲା ଭିଜିଲାନ୍ସ

ସୁନ୍ଦରଗଡ଼,୨୦।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲାଠିକଟା ତହସିଲଦାର ମୁରଲୀଧର ଉର୍ମଳ ଗୁରୁବାର ଭିଜିଲାନ୍ସ ଜାଲରେ ପଡିଛନ୍ତି। ତହସିଲଦାର ମୁରଲୀଧର ଲାଠିକଟା ଅଫିସରୁ ରାଉରକେଲା ଆସିବା ବାଟରେ…

ସ୍ବାସ୍ଥ୍ୟକେନ୍ଦ୍ରର ପାଚେରୀ ନିର୍ମାଣ କାର୍ଯ୍ୟରେ ଅନିୟମିତତା

କର୍ଲାମୁଣ୍ଡା;୨୦।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ଥିବା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଭିତ୍ତିଭୂମିର ବିକାଶ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୧୧ କୋଟି ଅର୍ଥ…

କଂଗ୍ରେସ ଉପରେ ବର୍ଷିଲେ ଧର୍ମେନ୍ଦ୍ର, ତୁଷ୍ଟୀକରଣ ରାଜନୀତିକୁ ନେଇ….

ନୂଆଦିଲ୍ଲୀ,୨୦ା୮: କଂଗ୍ରେସ ମୁଖ୍ୟାଳୟରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ‘ବନ୍ଦେ ମାତରମ୍’ ଗାନକୁ ନେଇ ଦେଖାଦେଇଥିବା ବିବାଦ ଏବେ ତୀବ୍ର ହୋଇଛି । ଏହାକୁ ନେଇ କଂଗ୍ରେସକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri