Posted inଖେଳ

ଜର୍ମାନୀ ହକି ବିଶ୍ୱକପ୍‌ ଚାମ୍ପିଅନ୍‌

ଭୁବନେଶ୍ୱର,୨୯।୧(ବ୍ୟୁରୋ): ଜର୍ମାନୀ ହକି ବିଶ୍ୱକପ୍‌ ୨୦୨୩ ଚାମ୍ପିଅନ୍‌ ହୋଇଛି। ଫାଇନାଲରେ ୫-୪ ଗୋଲ୍‌ରେ ବେଲଜିୟମକୁ ପରାସ୍ତ କରି ଜର୍ମାନୀ ଚାମ୍ପିଅନ୍‌ ଆଖ୍ୟା ଅର୍ଜନ କରିଛି। କଳିଙ୍ଗ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଫାଇନାଲ ମ୍ୟାଚ୍‌ରେ ନିର୍ଦ୍ଧାରିତ ସମୟରେ ଉଭୟ ଦଳ ୩-୩ ଗୋଲ୍‌ରେ ସୀମିତ ରହିଥିଲେ। ଫଳରେ ଫଳାଫଳ ପାଇଁ ସୁଟଆଉଟ ସହାୟତା ନିଆଯାଇଥିଲା। ଏଥିରେ ଜର୍ମାନୀ ବାଜିମାରିଥିଲା। ଗତ ଚାମ୍ପିଅନ ବଲେଜିୟମକୁ ୫-୪ ଗୋଲ୍‌ରେ ପରାସ୍ତ କରି ପୁରୁଷ ହକି ବିଶ୍ବକପ ଜିତିଛି ଜର୍ମାନୀ।
ସେହିପରି ୩ୟ ସ୍ଥାନ ପାଇଁ ଖେଳାଯାଇଥିବା ମ୍ୟାଚ୍‌ରେ ନେଦରଲାଣ୍ଡ୍ସ ୩-୧ ଗୋଲ୍‌ରେ ଅଷ୍ଟ୍ରେଲିଆକୁ ପରାସ୍ତ କରି ଏହି ବ୍ରୋଞ୍ଜ ପଦକ ଜିତିଛି।


Enter your email to get our daily news in your inbox.

All Right Reserved By Dharitri.Com

ମେଲବୋର୍ନ ପିଚ୍‌କୁ ନେଇ ବଢିଲା ଅସନ୍ତୋଷ: ମିଳିଲା ଡିମେରିଟ୍‌ ପଏଣ୍ଟ

ଦୁବାଇ, ୨୯ା୧୨: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଚତୁର୍ଥ ଆଶେସ ଟେଷ୍ଟ ଖେଳାଯାଇଥିବା ମେଲବୋର୍ନ ପିଚ୍‌କୁ ନେଇ ଅସନ୍ତୋଷ ପ୍ରକାଶ କରିବା ସହ ଶୃଙ୍ଖଳାଗତ ପଦକ୍ଷେପ...

ଜାନୁଆରୀ ୫ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି, ଏହିଦିନ ହେବ ପଞ୍ଜୀକରଣ

ଭୁବନେଶ୍ୱର,୨୯।୧୨: ଆସନ୍ତା ସୋମବାର ଜାନୁଆରୀ ୫ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୦ ଘଟିକାରୁ ୟୁନିଟ-୨, ଅଶୋକ ନଗର,...

ଟି୨୦ ବୋଲିଂରେ ନୂଆ ବିଶ୍ୱ ରେକର୍ଡ, ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୧୨: ଭୂଟାନ ସ୍ପିନର ସୋନମ ୟେଶେ ଏକ ଅନ୍ତର୍ଜାତୀୟ ପୁରୁଷ ଟି୨୦ କ୍ରିକେଟ ମ୍ୟାଚରେ ୮ ଉଇକେଟ ହାସଲ କରିବାରେ ପ୍ରଥମ ବୋଲର ହେବାର ଗୌରବ...

‘ଧୁରନ୍ଧର’ ବାପା ଚାଇନାର ଏହି ଫିଲ୍ମ, କଲାଣି ୧୮,୦୦୦ କୋଟିର ବ୍ୟବସାୟ

ନୂଆଦିଲ୍ଲୀ,୨୯।୧୨: ୨୦୨୫ ବର୍ଷର ଶେଷ ଭାଗରେ ବଲିଉଡ୍ ବକ୍ସ ଅଫିସ୍‌ରେ ଆଦିତ୍ୟ ଧରଙ୍କ ନିର୍ଦ୍ଦେଶିତ ସ୍ପାଏ-ଥ୍ରୀଲର ‘ଧୁରନ୍ଧର’ ନିଜର ଜୟଯାତ୍ରା ଜାରି ରଖିଛି। ରଣବୀର ସିଂ...

ମୁଖ୍ୟ ପ୍ରଶିକ୍ଷକ ପଦରୁ ବିଦା ହେବେ ଗମ୍ଭୀର! BCCI ଉପାଧ୍ୟକ୍ଷ ରାଜୀବ ଶୁକ୍ଲା ଦେଲେ ଚାଞ୍ଚଲ୍ୟକର ବୟାନ

ନୂଆଦିଲ୍ଲୀ,୨୯।୧୨: ନିକଟରେ ଟିମ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ପଦରୁ ଗୌତମ ଗମ୍ଭୀରଙ୍କୁ ହଟାଇବା ନେଇ ଗୁଜବ ଜୋର ଧରିଛି। ନ୍ୟୁଜିଲାଣ୍ଡ ବିପକ୍ଷରେ ଘରୋଇ ଟେଷ୍ଟ ସିରିଜ...

ଫିକା ପଡିବ ନୂଆବର୍ଷ ସେଲିବ୍ରେଶନ: Swiggy-Zomato ଭଳି ଅନେକ ଆପ୍‌ରେ ହେବନି ଡେଲିଭରି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୯।୧୨: ଯେଉଁମାନେ ବନ୍ଧୁ ଏବଂ ପରିବାର ସହିତ ଘରେ ନୂଆବର୍ଷ ପାଳନ କରିବାକୁ ଯୋଜନା କରୁଛନ୍ତି ସେମାନଙ୍କୁ ଏକ ବଡ଼ ଝଟକା ଲାଗିଛି। ଯଦି ଆପଣ...

ରୁପା ମୂଲ୍ୟରେ ରେକର୍ଡ ବୃଦ୍ଧି: ଗହଣା ନୁହେଁ ଏହି କାରଣରୁ ବଢିଚାଲିଛି, ଆଉ କମିବନି

ନୂଆଦିଲ୍ଲୀ,୨୯ା୧୨: ୨୦୨୫ ମସିହାରେ ରୁପା ମୂଲ୍ୟରେ ଅପ୍ରତ୍ୟାଶିତ ବୃଦ୍ଧି ଦେଖିବାକୁ ମିଳିଛି। ଭାରତୀୟ ବଜାରରେ ଏହା ଏକ ନୂତନ ରେକର୍ଡ ସ୍ତରରେ ପହଞ୍ଚିଥିବା ବେଳେ ଏହାର...

ସଫେଇ ନାରେ ସୁନାଚେନ୍ ଲୁଟ ଘଟଣା, ଗିରଫ ହେଲେ ଦୁଇ ଆନ୍ତଃ ରାଜ୍ୟ ଲୁଟେରା

ବଲାଙ୍ଗୀର, ୨୯|୧୨ – (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡା ଠାରେ ଗତ ୨୨ ତାରିଖ ଦିନ ସଫେଇ ନାଁରେ ସୁନା ଚେନ୍ ଲୁଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri